ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିସରରେ ଦୁର୍ନୀତି ନିବାରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭାରପ୍ରାପ୍ତ ଅଧ୍ଯକ୍ଷ ଡ. ବିଭୂତି ଭୂଷଣ ଆଚାର୍ଯ୍ଯ, ଯୁବ ରେଡକ୍ରସ୍ କାଉନସେଲର ମାନସ ରଂଜନ ପ୍ରଧାନ, ଜାତୀୟ ସେବା ଯୋଜନା ଅଧିକାରୀ ଶ୍ରୀମତୀ ଅରୁନ୍ଧତୀ ପ୍ରଧାନ,















