• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନନ୍ଦକିଶୋର ସ୍ମାରକୀ ମହିଳା ଫୁଟବଲ ନିତା ଫୁଟବଲ ଏକାଡ଼େମୀକୁ ହରାଇ ଓଡ଼ିଶା ପୋଲିସ୍ ଚମ୍ପିୟାନ

Proprietor Abhimanyu Maharana by Proprietor Abhimanyu Maharana
November 4, 2025
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ମହାନଗର, ହୋମ୍
0
ନନ୍ଦକିଶୋର ସ୍ମାରକୀ ମହିଳା ଫୁଟବଲ ନିତା ଫୁଟବଲ ଏକାଡ଼େମୀକୁ ହରାଇ ଓଡ଼ିଶା ପୋଲିସ୍ ଚମ୍ପିୟାନ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ସିଟି କ୍ଲବ, ନୟାପଲ୍ଲୀ ଭୁବନେଶ୍ୱର ଏବଂ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ସହଯୋଗରେ ଭୁବନେଶ୍ୱର ଫୁଟବଲ ଏକାଡ଼େମୀ ପଡ଼ିଆରେ ଚାଲିଥିବା ତୃତୀୟ ନନ୍ଦକିଶୋର ପଟ୍ଟନାୟକ ସ୍ମାରକୀ ମହିଳା ଫୁଟବଲ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ୍‌ରେ ନିତା ଫୁଟବଲ୍ ଏକାଡ଼େମୀକୁ ୪-୧ ଗୋଲ୍‌ରେ ହରାଇ ଓଡ଼ିଶା ପୋଲିସ୍‌ କଟକ ଚମ୍ପିୟାନ ହୋଇଛି । ଓଡ଼ିଶା ପୋଲିସ୍ କଟକର ପ୍ୟାରୀ ଖାଖା ୩ଟି ଗୋଲ୍ ଦେଇଥିବା ବେଳେ ଯଶୋଦା ମୁଣ୍ଡା ଗୋଟିଏ ଗୋଲ୍ ଦେଇଥିଲେ । ନିତା ଫୁଟବଲ୍ ଏକାଡ଼େମୀର ପ୍ରିୟାରୁବି ଦାସ ଏକମାତ୍ର ଗୋଲ୍ ଦେଥିଲେ ।

ଓଡ଼ିଶା ପୋଲିସ୍‌ର ଜର୍ସି ନଂ-୧୯ ପ୍ୟାରୀ ଖାଖାଙ୍କୁ ଶ୍ରେଷ୍ଠ ଖେଳାଳି ଭାବେ ବିବେଚନା କରାଯାଇଥିଲା । ସୁଜିତ କୁମାର ପାତ୍ର, ଚନ୍ଦ୍ରକାନ୍ତ ବାରିକ, ଆନନ୍ଦ ଦେହୁରୀ, ଶିବ ପ୍ରସାଦ ସାମନ୍ତରାୟ ମ୍ୟାଚ୍ ପରିଚାଳନା କରିଥିବା ବେଳେ ଶିବଶଙ୍କର ପଣ୍ଡା ମ୍ୟାଚ୍ କମିଶନର ଥିଲେ, ସୁଦୀପ୍ତା ଦାସ ମ୍ୟାଚ୍ ସମୀକ୍ଷା ଏବଂ ରୁବିସ୍ମିତା ପାଢୀ, ରୋଜାଲିନ ହୁସନେରା ଫିଜିଓ ଦାୟିତ୍ୱ ବହନ କରିଥଲେ । ଏଥିରେ ବ୍ରହ୍ମପୁର ମାନ୍ୟବର ଲୋକସଭା ସାଂସଦ ଡ. ପ୍ରଦୀପ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଓଡ଼ିଶା ଅଲମ୍ପିକ ଆସୋସିଏସନର ସଭାପତି ସମୀର ମହାନ୍ତି, ଭାରତର ଅର୍ଥ ପରାମର୍ଶଦାତା ରାଜୀବ ଶେଖର ସାହୁ,

ସୁରେଶ ରାଉତରାୟ, ଡଃ ପ୍ରକାଶ ଶ୍ରୀଚନ୍ଦନ, ଭାଗ୍ୟଧର ଜଗଦେବ, ଆଦିତ୍ୟ ପ୍ରସାଦ ପାଢୀ, ନିରଞ୍ଜନ ମିଶ୍ର, ରଶ୍ମୀ ମହାପାତ୍ର, ସତ୍ୟବ୍ରତ ରଥ, ଶ୍ରଦ୍ଧାଞ୍ଜଳି ସାମନ୍ତରାୟ, ବୃନ୍ଦାବନ ଦଳବେହେରା, ଅଭିନେତା ସବ୍ୟସାଚୀ ମିଶ୍ର, ସିଟି କ୍ଲବର ସଭାପତି ଡଃ ସୌର୍ଯ୍ୟରଞ୍ଜନ ପରିଜା ଏବଂ ନନ୍ଦକିଶୋର ପଟ୍ଟନାୟକଙ୍କ ସହଧର୍ମିଣୀ ସଞ୍ଜୁ ପଟ୍ଟନାୟକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ବିଜେତା ଦଳ ଓଡ଼ିଶା ପୋଲିସ୍‌ଙ୍କୁ ଟ୍ରଫି ସହ ୩୧ ହଜାର ଟଙ୍କାର ଅର୍ଥରାଶି ଏବଂ ଉପବିଜେତା ଦଳ ନିତା ଫୁଟ୍‌ବଲ ଏକାଡ଼େମୀକୁ ଟ୍ରଫି ସହ ୨୧ ହଜାର ଟଙ୍କାର ଅର୍ଥରାଶି ପ୍ରଦାନ କରିଥିଲେ । ଶୃଙ୍ଖଳିତ ଦଳ ଭାବେ କୁଆଁରମୁଣ୍ଡା ସୁନ୍ଦରଗଡ଼ ଦଳକୁ ପୁରସ୍କୃତ କରାଯାଇଥିଲା ।

ଓଡ଼ିଶା ପୋଲିସ୍‌ର ପ୍ୟାରୀ ଖାଖାଙ୍କୁ ଶ୍ରେଷ୍ଠ ଖେଳାଳି ଏବଂ ଶ୍ରେଷ୍ଠ ଷ୍ଟ୍ରାଇକର ଭାବେ ପୁରସ୍କୃତି କରାଯାଇଥବା ବେଳେ ଶ୍ରେଷ୍ଠ ଗୋଲ୍‌କିପର ଭାବେ ସସ୍ମିତା ପରିଡ଼ା, ଶ୍ରେଷ୍ଠ ଡିଫେଡ଼ଣ୍ଡର ଭାବେ ଅମ୍ବାଲିକା, ଶ୍ରେଷ୍ଠ ମିଡ୍ ଫିଲ୍‌ଡ଼ର ଭାବେ ଯଶୋଦା ମୁଣ୍ଡା, ଟୁର୍ଣ୍ଣାମେଣ୍ଟର ଶ୍ରେଷ୍ଠ ଖେଳାଳି ଭାବେ ରିତୁ ବଦାରିଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ଅବସରରେ କ୍ରୀଡ଼ା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ଆଶୀର୍ବାଦ ବେହେରା ଏବଂ ଅନ୍ଥୋନୀ ଭେଣ୍ଡ୍ରା,

କୋଚ୍ ଗଙ୍ଗରଧୀ ବେହେରା ଏବଂ ବିଜୟ ବେହେରାଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରିଥିଲେ । ସିଟି କ୍ଲବର ସମ୍ପାଦକ ଶ୍ରୀଯୁକ୍ତ ପ୍ରଦୀପ କୁମାର ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମହମ୍ମଦ ସହିଦ ଜବାର, ଶୁଭେନ୍ଦୁ ପଣ୍ଡା, ରିଣ୍ଟୁ ମିତ୍ର, ସହଦେବ ରାଉତ, ସଙ୍ଗୀତା ଶର୍ମା, ଅଶୋକ କୁମାର ମହାନ୍ତି, ବନୋଜ କୁମାର ପ୍ରଧାନ, ମଳୟ ବେହେରା, ତିଳୋତ୍ତମା ଦଳେଇ, ଗାୟତ୍ରୀ ସେଠୀ ପ୍ରମୁଖ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version