କଟକ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କଟକ ଜିଲ୍ଲା, କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ସୁନ୍ଦରଗ୍ରାମ ସ୍ଥିତ ଦଧିଚି ଶିଳ୍ପ ତାଲିମ କେନ୍ଦ୍ରରେ ଆଜି ସମାବର୍ତ୍ତନ ଉତ୍ସବ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱରସ୍ଥିତ ବିଶ୍ଵ ଦକ୍ଷତା କେନ୍ଦ୍ରର ଉପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ସୁଭାସିସ ଦାସ, ମୁଖ୍ୟ ବକ୍ତା ଭାବେ ଓଡିଶା ଡିଜେଲ ଇଞ୍ଜିନ ପ୍ରାଇଭେଟ୍ ଲିମିଟେଡର ପରିଚାଳନା ନିର୍ଦେଶକ ଅଳି କିଶୋର ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ଅନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ମନୋଜ କୁମାର ଦାଶ, ମ୍ୟାନେଜିଂ ଟ୍ରଷ୍ଟି ଶ୍ରୀମତୀ ବବିତା ଦାଶ, ଯୋଗଦେଇଥିଲେ ।















