• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଘର ପଟ୍ଟା ପାଇଁ ଲାଞ୍ଚ – ଭିଡିଓ ଭାଇରାଲ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
September 15, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଘର ପଟ୍ଟା ପାଇଁ ଲାଞ୍ଚ – ଭିଡିଓ ଭାଇରାଲ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ସେପ୍ଟେମ୍ବର ମଙ୍ଗଳବାର) ହିଞ୍ଜିଳିକାଟୁ :– ଘର ପଟ୍ଟା ପ୍ରଦାନ ନେଇ ରାଜସ୍ବ କର୍ମଚାରୀ ୪ ଜଣ ହିତାଧିକାରୀଙ୍କ ଠାରୁ ୧ହଜାର ଟଙ୍କା ଲେଖାଏଁ ଲାଞ୍ଚ ନେଇଥିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି । ଏଭଳି ଏକ ସମ୍ବେଦନଶୀଳ ଘଟଣା ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ପ୍ରକାଶ ଯେ, ହିଞ୍ଜିଳିକାଟୁ ତହସିଲ ବେଲଗାଁ ରାଜସ୍ବ ଗ୍ରାମ ପଞ୍ଚାୟତର ୪ ଜଣ ହିତାଧିକାରୀ ଘର ପଟ୍ଟା ପାଇଁ ଆବେଦନ କରିଥିଲେ । ଦୀର୍ଘ ଦିନ ଧରି ପଟ୍ଟା ନହୋଇପାରିଵା ଯୋଗୁଁ ଘଟଣା ନେଇ ବେଲଗାଁ ଅମିନଙ୍କ ସହିତ ଯୋଗାଯୋଗ କରିଥିଲେ । ପଟ୍ଟା ପ୍ରଦାନ ପାଇଁ କିଛି ଖର୍ଚ୍ଚ ହେବ ବୋଲି ସଂପୃକ୍ତ ଅମିନ ପ୍ରମୋଦ କୁମାର ପାଢ଼ୀ କହିଥିଲେ ବୋଲି ସଂପୃକ୍ତ ଗ୍ରାମର ୪ ଜଣ ହିତାଧିକାରୀ କହିଛନ୍ତି ।

ପ୍ରତ୍ୟେକ ହିତାଧିକାରୀଙ୍କ ଠାରୁ ୧ ହଜାର ଟଙ୍କା ଲେଖାଏଁ ନେବା ପରେ ପ୍ରତ୍ୟେକ ହିତାଧିକାରୀଙ୍କୁ ଶହେ ଟଙ୍କାର ରସିଦ ଦିଆଯାଇଛି । ପରବର୍ତ୍ତୀ ସମୟରେ ହିତାଧିକାରୀଙ୍କୁ, ଅମିନ ମହୋଦୟ ଲାଞ୍ଚ ଟଙ୍କା ମାଗୁଥିଵାର ଭିଡିଓକୁ ସଂପୃକ୍ତ ଗ୍ରାମର ଜଣେ ଯୁବକ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିଛନ୍ତି । ଏହି ଭିଡିଓ ବର୍ତ୍ତମାନ ଭାଇରାଲ ହେଵା ସ‌ହ ମୋବାଇଲ୍ ରୁ ମୋବାଇଲକୁ ଘୁରି ଵୁଲୁଛି । ଏ ନେଇ ସଂପୃକ୍ତ ଅମିନ ପାଢିଙ୍କୁ ପଚାରିବାରୁ ସେ କହିଲେ ବେଲଗାଁ ସରପଞ୍ଚଙ୍କ ପୁଅ ପ୍ରଦୀପ ପାଣିଗ୍ରାହୀ ବେଆଇନ ଭାବେ ଟ୍ରାକ୍ଟର ଯୋଗେ ମୋରମ ଚୋରା ଚାଲାଣ କରୁଥିବାବେଳେ ରାଜସ୍ବ କର୍ମଚାରୀ ମାନେ ଟ୍ରାକ୍ଟର ଜଵତ କରିଥିବା ଯୋଗୁଁ ଯୁଵକ ଜଣକ ଉତ୍ୟକ୍ତ ହୋଇ ସମ୍ପର୍କୀୟ ମାନଙ୍କୁ କହି ଏଭଳି ଲାଞ୍ଚ ନେବାର ମିଛ ଭିଡିଓ କରି ସାମାଜିକ ଗଣମାଧ୍ୟମରେ ଭାଇରାଲ କରିଛନ୍ତି । ଘଟଣା ନେଇ ଅତିରିକ୍ତ ତହସିଲଦାର ଦେବରାଜ ପାତ୍ରଙ୍କ ସହିତ ଯୋଗାଯୋଗ କରିବାରୁ ସେ କହିଥିଲେ ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । (ରିପୋର୍ଟ : ଶୁସାନ୍ତ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version