• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନ୍ଦେ ମାତରମ ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ : ବନ୍ଦେ ମାତରମ ପ୍ରତ୍ୟେକ ଭାରତୀୟ ଙ୍କ ହୃଦୟର ସ୍ପନ୍ଦନ

Proprietor Abhimanyu Maharana by Proprietor Abhimanyu Maharana
November 8, 2025
in ଓଡ଼ିଶା, ପୁରୀ, ହୋମ୍
0
ବନ୍ଦେ ମାତରମ ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ : ବନ୍ଦେ ମାତରମ ପ୍ରତ୍ୟେକ ଭାରତୀୟ ଙ୍କ ହୃଦୟର ସ୍ପନ୍ଦନ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :-  ପୁରୀ ଜିଲ୍ଲା ସ୍ତରୀୟ ରାଷ୍ଟ୍ର ଗୀତ ବନ୍ଦେ ମାତରମ ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଆଜି ପୂର୍ବାହ୍ନରେ ଓସୱ୍ବାନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ବନ୍ଦେ ମାତରମ କେବଳ ଏକ ରାଷ୍ଟ୍ର ଗୀତ ନୁହେଁ ଏହା ପ୍ରତେକ ଭାରତୀୟ ଙ୍କ ହୃଦୟର ସ୍ପନ୍ଦନ ଓ ଆତ୍ମା ବୋଲି କହିଥିଲେ । ଯେଉଁଠି ଯେଉଁଠି ବି ରାଷ୍ଟ୍ର ପ୍ରତି ଦେଶପ୍ରେମ, ସମର୍ପଣ, ବୀରତ୍ବ ଓ ସେବାର କଥା ଉଠିଛି ପ୍ରତ୍ୟେକ ଭାରତୀୟ ଙ୍କ କଣ୍ଠରୁ ବନ୍ଦେ ମାତରମ ଧ୍ବନି ଉଚାରିତ ହୋଇ ସମସ୍ତଙ୍କୁ ପ୍ରେରଣା ଦେଇଛି, ସାହସ ଦେଇଛି ବୋଲି ସେ କହିବା ସହ ବନ୍ଦେ ମାତରମ ର ରଚୟିତା ବଙ୍କିମ ଚନ୍ଦ୍ର ଚାଟାର୍ଜୀ ଙ୍କ ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ବନ୍ଦେ ମାତରମ ରଚନା ର ପୃଷ୍ଠ ଭୂମି ସମ୍ପର୍କରେ ସୂଚନା ଦେଇ ବଙ୍କିମ ଚନ୍ଦ୍ର ଚାଟାର୍ଜୀ ଙ୍କ ରଚିତ ପ୍ରସିଦ୍ଧ ଆନନ୍ଦ ମଠ ଉପନ୍ୟାସ ର ଏହା ଏକ କବିତା ବୋଲି ମତ ଦେଇଥିଲେ । ଏଥିରେ ସନ୍ୟାସୀ ବିପ୍ଳବ କୁ ଆଧାର କରି ଦେଶାତ୍ମବୋଧ ଜାଗ୍ରତ କରିବା ର ପ୍ରଚେଷ୍ଟା ଅତ୍ୟନ୍ତ ଉଚ୍ଚ କୋଟୀର । ଏହା ସାମାଜିକ ଶୃଙ୍ଖଳାର ପ୍ରେରଣା କବିତା ସହ ଦେଶପ୍ରେମ କୁ ଉଦବୁଦ୍ଧ କରାଉଥିବା ଏକ ଚମତ୍କାର ରଚନା । ବଙ୍କିମ ଚନ୍ଦ୍ର ଯାଜପୁର ର ତତ୍କାଳୀନ ଉପଜିଲ୍ଲାପାଳ ବା ଏସ ଡି ଏମ ଭାବେ ୧୮୮୨ ରୁ ୧୮୮୪ ପର୍ଯ୍ୟନ୍ତ କାର୍ଯ୍ୟ ନିର୍ବାହ କରିଥିଲେ ବୋଲି ଶ୍ରୀ ସେଠୀ ସୂଚନା ଦେଇଥିଲେ ।

ପରେ ବନ୍ଦେ ମାତରମ ଭିଡିଓ ପ୍ରଦର୍ଶନ ସହ ସାମୁହିକ ଭାବେ ବନ୍ଦେ ମାତରମ ସଂଗୀତ ଗାନ କରାଯାଇଥିଲା । ଓସୱ୍ବାନ ମାଧ୍ୟମରେ ସମସ୍ତ ବ୍ଲକରେ ଅଧିକାରୀ ଓ କର୍ମଚାରୀ ମାନେ ଯୋଡି ହୋଇ ବନ୍ଦେ ମାତରମ ଗାନ କରିଥିଲେ । ପରେ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବନ୍ଦେ ମାତରମ ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିବା ସହ ବନ୍ଦେ ମାତରମ ଏକ ସ୍ବପ୍ନ, ଏକ ସନ୍ଦେଶ, ଏକ ପ୍ରେରଣା, ଏକ ଜାଗରଣ, ଏକ ଅନୁଭବ, ଏକ ଅଦଭୁତ ରୋମାଞ ଯାହା ପ୍ରତିଟି ହୃଦୟ କୁ ଆଲୋକିତ ଓ ଆଲୋଡିତ କରେ ।

ବଦଳୁଥିବା ଭାରତର ଏହା ଏକ ଅବିଶ୍ବନୀୟ ଅଗ୍ରଗତି ଯାହା ନିଜେ ନିଜର ଭାଗ୍ୟ ବିଧାତା ହେବାର ପ୍ରେରଣା ସଂଗୀତ ବୋଲି କହିଥିଲେ । କାର୍ଯ୍ଯକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ ଡ ଶରତ ଚନ୍ଦ୍ର ମହାପାତ୍ର, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହରା,ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ରାଷ୍ଟ୍ରୀୟ ବିଜ୍ଞାନ କେନ୍ଦ୍ର ର ଡିଆଇଓ ବିଶ୍ବନାଥ ପଣ୍ଡା,ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ,

ଅନୁସ୍ରବ ଗନ୍ତାୟତ, ସହଦେବ ସାହୁ,ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ବିନୋଦ ରଥ,ଜିଲ୍ଲା ମଙ୍ଗଳ ଅଧିକାରୀ ମମତାରାଣୀ ପରିଡା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ଅନ୍ୟାନ୍ୟ ବିଭାଗର ଅଧିକାରୀ, କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version