ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ଯୋଗ ଦେଇଥିଲେ । ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ କନ୍ଧମାଳ ସାଂସଦ ଙ୍କ ପ୍ରତିନିଧି ପର୍ଶୁରାମ ସ୍ୱାଇଁ , କୃଷି ବିଜ୍ଞାନ କେନ୍ଦ୍ର, ନୟାଗଡ଼ର ପ୍ରମୁଖ ବୈଜ୍ଞାନିକ ,ଅନିଲ କୁମାର ସ୍ବାଇଁ, ଅତିରିକ୍ତ ପ୍ରାଣୀ ଧନ ଚିକିତ୍ସା ଅଧିକାରୀ ଡ.ଅକ୍ଷୟ କୁମାର ଜେନା ପ୍ରମୁଖ ଯୋଗ ଦେଇଥିଲେ।

ପରିଶେଷରେ କୃତୀ ଛାତ୍ରଛାତ୍ରୀ, ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଏବଂ ସଫଳ କୃଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସ୍ୱାଗତିକା ପତି ଜିଲ୍ଲା ଯୋଜନା ଅଧିକାରୀ ସଂଯୋଜନା କରିଥିବା ବେଳେ ନିହାର ରଞ୍ଜନ ପୃଷ୍ଟି , ଗୋଷ୍ଠୀ କୃଷି ଅଧିକାରୀ,ନୁଆ ଗାଁ ବ୍ଲକ୍ ମଞ୍ଚ ପରିଚାଳନା ଏବଂ ସୁଶ୍ରୀ ଅମ୍ବିକା ଦତ୍ତ ଜିଲ୍ଲା ପ୍ରକଳ୍ପ ସଂଯୋଜିକା ସହଯୋଗ କରିଥିଲେ । ପରିଶେଷରେ ଜିଲ୍ଲା କୃଷି ଅଧିକାରୀ ପବିତ୍ର ମୋହନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

© 2023 Odisha Taza News.