• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଷ୍ଟ୍ରୀୟ ସଡ଼କ ଗବେଷଣା ବୋର୍ଡ଼ର ୮୭ତମ ଅଧିବେଶନ : ଉନ୍ନତ ସଡ଼କ ବ୍ୟବସ୍ଥା ପାଇଁ ଆଧୁନିକ ପ୍ରଯୁକ୍ତି ସହ ସୃଜନଶୀଳତା ଗୁରୁତ୍ୱପୂର୍ଣ୍ଣ

Proprietor Abhimanyu Maharana by Proprietor Abhimanyu Maharana
November 9, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଷ୍ଟ୍ରୀୟ ସଡ଼କ ଗବେଷଣା ବୋର୍ଡ଼ର ୮୭ତମ ଅଧିବେଶନ : ଉନ୍ନତ ସଡ଼କ ବ୍ୟବସ୍ଥା ପାଇଁ ଆଧୁନିକ ପ୍ରଯୁକ୍ତି ସହ ସୃଜନଶୀଳତା ଗୁରୁତ୍ୱପୂର୍ଣ୍ଣ
Share on FacebookShare on TwitterWhatsapp

ଭୂବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଭାରତୀୟ ସଡ଼କ କଂଗ୍ରେସର ବାର୍ଷିକ ଅଧିବେଶନର ଦ୍ୱିତୀୟ ଦିନରେ ଆୟୋଜିତ ହୋଇଥିଲା ୮୭ତମ ହାଇୱେ ରିସର୍ଚ୍ଚ ବୋର୍ଡ ବୈଠକ । ଶ୍ରୀ ଭି. କେ. ରାଜାୱତ, ଅଧ୍ୟକ୍ଷ, ହାଇୱେ ରିସର୍ଚ୍ଚ ବୋର୍ଡ ଏହି ସଭାର ଅଧ୍ୟକ୍ଷତା କରିବା ସହ ଶ୍ରୀ ରାହୁଲ ଗୁପ୍ତା, ସଚିବ, ଏଚଆରବି, ପ୍ରଫେସର ମନୋରଞ୍ଜନ ପରିଡା, ଅଧ୍ୟକ୍ଷ, ଆଇଆରସି ଓ ନିର୍ଦ୍ଦେଶକ ଏବଂ ସିଆରଆରଆଇ ଉପସ୍ଥିତ ଥିଲେ ।

ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ (MoRTH), ପୂର୍ତ୍ତ ବିଭାଗ (PWD), ବୋର୍ଡର ରୋଡସ୍ ଅର୍ଗାନାଇଜେସନ୍ (BRO) ସହିତ ଆଇଆଇଟି ଓ ସିଆରଆରଆଇ ପରି ପ୍ରମୁଖ ସଂସ୍ଥାର ଅଧିକାରୀ ଓ ଗବେଷକମାନେ ଏଥିରେ ଅଂଶଗ୍ରହଣ କରିଥିଲେ। ସଭାରେ ସଡ଼କ ଗବେଷଣା ଏହାର ବିକାଶର ଓ ସ୍ଥାୟିତ୍ୱ ବୃଦ୍ଧି ପାଇଁ ବୈଜ୍ଞାନିକ ଗବେଷଣାକୁ ପ୍ରାୟୋଗିକ ଭିତ୍ତିରେ କାର୍ଯ୍ୟକାରୀ କରିବା ବିଷୟରେ ଆଲୋଚନା ହୋଇଥିଲା ।

ଏହା ସହ ଭାରତୀୟ ସଡ଼କ କଂଗ୍ରେସ (IRC) ଜର୍ଣ୍ଣାଲ୍‌କୁ ‘ସ୍ପ୍ରିଙ୍ଗର’ ଭଳି ଏକ ଅନ୍ତର୍ଜାତୀୟ ପ୍ରକାଶକ ମାଧ୍ୟମରେ ପ୍ରକାଶିତ କରାଯିବା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଯାହାଦ୍ୱାରା ଏହାକୁ ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତି ମିଳିବା ସହ ଏହା ଅଧିକ ଲୋକଙ୍କ ନିକଟରେ ପହଂଚିପାରିବ। ଏଥିପାଇଁ ଏକ ସ୍ୱତନ୍ତ୍ର ଦଳ ମଧ୍ୟ ଗଠନ କରାଯାଇଛି । ସଭାରେ, ସଡ଼କ ଗବେଷଣାରେ ପ୍ରତିଯୋଗିତାମୂଳକ ପ୍ରକ୍ରିୟାକୁ ପ୍ରୋତ୍ସାହନ ଦେବା ପାଇଁ ଏସଓପି(SOP) ଅନୁଯାୟୀ ଖସଡ଼ା ପ୍ରସ୍ତୁତି ଉପରେ ଆଲୋଚନା କରାଗଲା ।

ଏହା ସହିତ ଉନ୍ନତି ସଡ଼କ ନିର୍ମାଣ କ୍ଷେତ୍ରରେ ପ୍ରଚଳିତ ଗବେଷଣା ପ୍ରୟାସ ଯଥା ରିକ୍ଳେମଡ୍‌ ଆସ୍ଫାଲ୍ଟ ପେଭମେଣ୍ଟ (RAP) ପାଇଁ ହଟ ରିସାଇକଲଡ ମିକ୍ସ ଡିଜାଇନ୍ ଓ ରାସ୍ତା ନିର୍ମାଣରେ ଫସଫୋଜିପସମର ଅବଶିଷ୍ଟାଂଶକୁ ବିକଳ୍ପ ଓ ସ୍ଥାୟୀ ଉପାଦାନ ଭାବେ ବ୍ୟବହାର ଆଦି ବିଷୟରେ ସମୀକ୍ଷା କରାଗଲା ।
ଆଇଏଏଚଇ (IAHE) ପକ୍ଷରୁ ଆଇଆରସି କୋଡ୍‌ ଆଧାରିତ ଶିକ୍ଷା ମଡ୍ୟୁଲ୍‌ ପ୍ରସ୍ତାବ ରାଖାଯାଇଥିଲା, ଯାହା ବୃତ୍ତିଗତ ଦକ୍ଷତା ବୃଦ୍ଧିକୁ ସହାୟତା କରିବ ।

ଏହି ପ୍ରସ୍ତାବଟି ଆଇଆରସି କାଉନସିଲ୍ ଅନୁମୋଦନ ସାପେକ୍ଷରେ ନୀତିଗତ ମଞ୍ଜୁରୀ ପାଇଛି । ସଭା ଶେଷରେ ସମସ୍ତ ସଦସ୍ୟ ନୂତନ ପ୍ରଯୁକ୍ତି ଗ୍ରହଣ, ଗବେଷଣା ସହଯୋଗ ବୃଦ୍ଧି ଓ ଅନୁମୋଦିତ ପ୍ରସ୍ତାବଗୁଡିକର କାର୍ଯ୍ୟାନ୍ବୟନ ମାଧ୍ୟମରେ ଭାରତର ରାଜପଥ ନିର୍ମାଣକୁ ଆଗେଇ ନେବା ପାଇଁ ପ୍ରତିବଦ୍ଧତା ବ୍ୟକ୍ତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ।  ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ :  ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ। ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ : ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

ଦେଶର ଅଗ୍ନିବୀର ପରୀକ୍ଷାରେ ଓଡ଼ିଶା ଯୁବ ପ୍ରଶିକ୍ଷଣ ଏକାଡ଼େମୀରେ ସଫଳତା ପାଇଥିବା ପ୍ରାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ସଭା

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

OJPT Felicitates Agniveer Success Stories; First Batch of 2026 Records 100% Success

August 28, 2026
Saksham hosts Disabled Empowerment Camp

ସକ୍ଷମ ଦ୍ୱାରା ଦିବ୍ୟାଙ୍ଗ ସଶକ୍ତିକରଣ ଶିବିର ଆୟୋଜନ

August 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ।  ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ :  ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ। ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ : ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

ଦେଶର ଅଗ୍ନିବୀର ପରୀକ୍ଷାରେ ଓଡ଼ିଶା ଯୁବ ପ୍ରଶିକ୍ଷଣ ଏକାଡ଼େମୀରେ ସଫଳତା ପାଇଥିବା ପ୍ରାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ସଭା

August 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version