• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଘାଟିରେ ଟ୍ରାକ୍ଟର ଓଲଟି ଚାଳକ, ହେଲ୍ପର ଗୁରୁତର: ଦୁଇଘଣ୍ଟା ଧରି ରାସ୍ତା ଅବରୋଧ

Proprietor Abhimanyu Maharana by Proprietor Abhimanyu Maharana
November 9, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଘାଟିରେ ଟ୍ରାକ୍ଟର ଓଲଟି ଚାଳକ, ହେଲ୍ପର ଗୁରୁତର: ଦୁଇଘଣ୍ଟା ଧରି ରାସ୍ତା ଅବରୋଧ
Share on FacebookShare on TwitterWhatsapp

ଦାରିଙ୍ଗବାଡି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ- ବ୍ରହ୍ମପୁର ମୁଖ୍ୟରାସ୍ତା ଝିଞ୍ଜିରିଗୁଡ଼ା ନିକଟ ବାଡୁନ ଘାଟି ବୁଲାଣିରେ ଅପରାହ୍ନରେ ଏକ ଟ୍ରାକ୍ଟର ଭାରସାମ୍ୟ ହାରାଇ ଓଲଟି ପଡିବା ଫଳରେ ଚାଳକ ସହ ହେଲ୍ପର ଗୁରୁତର ହୋଇଛନ୍ତି । ସେମାନେ ହେଲେ ଡ୍ରାଇଭର କୁମ୍ଭାରୀ ଗାଁ ପଞ୍ଚାୟତ ଅନ୍ତର୍ଗତ ରାଜନ ଗଡ଼ ଗ୍ରାମର କର୍ନେଲିୟ ଶବର ( ४४) ଓ ଅଡବା ଥାନା ଅନ୍ତର୍ଗତ ପଣସଡିହ ଗ୍ରାମର ସନ୍ତୋଷ ମଣ୍ଡଳ (୧୫) ।

ଦୁହେଁ ଟ୍ରାକ୍ଟର ଯୋଗେ ପାଣିଗଣ୍ଡାରୁ ନିଜ ଗ୍ରାମ ରାଜନଗଡ଼କୁ ଯାଉଥିବା ବେଳେ ଝିଞ୍ଜିରି ଗୁଡା ନିକଟ ବାଡ଼ୁନୁଘାଟି ବୁଲାଣିରେ ଭାରସାମ୍ଯ ହରାଇ ଟ୍ରାକ୍ଟର ଓଲଟି ପଡ଼ିଥିଲା । ଦୁହେଁ ଟ୍ରାକ୍ଟର ତଳେ ଚାପି ହୋଇ ରହିଥିଲେ । ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ପ୍ରଥମେ ବ୍ରାହ୍ମଣୀଗାଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।

ଚାଳକ କର୍ଣ୍ଣେଲିୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡ଼ିକାଲ ନେବାକୁ ଡାକ୍ତର ପରାମର୍ଶ ଦେଇଥିବା ବେଳେ ସନ୍ତୋଷଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିରଥ‌ିବା ଜଣାପଡ଼ିଛି । ବ୍ରାହ୍ମଣୀଗାଁ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାର ତଦନ୍ତ ଜାରି ରଖୁଛି । ଜେସିପି ମାଧ୍ୟମ ରେ ରାସ୍ତା ଉପରୁ ଟ୍ରାକ୍ଟର ହଟାଯାଇଛି । ମୁଖ୍ୟ ରାସ୍ତା ମଝିରେ ଟ୍ରାକ୍ଟର ଓଲଟି ପଡ଼ିଥିବାରୁ ଯାନବାହନ ଚଳାଚଳ ଦୁଇଘଣ୍ଟା ଧରି ବାଧାପ୍ରାପ୍ତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ।  ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ :  ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ। ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ : ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

ଦେଶର ଅଗ୍ନିବୀର ପରୀକ୍ଷାରେ ଓଡ଼ିଶା ଯୁବ ପ୍ରଶିକ୍ଷଣ ଏକାଡ଼େମୀରେ ସଫଳତା ପାଇଥିବା ପ୍ରାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ସଭା

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

OJPT Felicitates Agniveer Success Stories; First Batch of 2026 Records 100% Success

August 28, 2026
Saksham hosts Disabled Empowerment Camp

ସକ୍ଷମ ଦ୍ୱାରା ଦିବ୍ୟାଙ୍ଗ ସଶକ୍ତିକରଣ ଶିବିର ଆୟୋଜନ

August 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ।  ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ :  ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ। ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ : ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

ଦେଶର ଅଗ୍ନିବୀର ପରୀକ୍ଷାରେ ଓଡ଼ିଶା ଯୁବ ପ୍ରଶିକ୍ଷଣ ଏକାଡ଼େମୀରେ ସଫଳତା ପାଇଥିବା ପ୍ରାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ସଭା

August 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version