• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୃଷି ବିଜ୍ଞାନ କେନ୍ଦ୍ରରେ ଆରୟା ପ୍ରକଳ୍ପର ଜିଲ୍ଲାସ୍ତରୀୟ ବାର୍ଷିକ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
November 9, 2025
in ଓଡ଼ିଶା, ପୁରୀ, ହୋମ୍
0
କୃଷି ବିଜ୍ଞାନ କେନ୍ଦ୍ରରେ ଆରୟା ପ୍ରକଳ୍ପର ଜିଲ୍ଲାସ୍ତରୀୟ ବାର୍ଷିକ ବୈଠକ
Share on FacebookShare on TwitterWhatsapp

ସାକ୍ଷୀଗୋପାଳ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ରାଜକିଶୋର ସେନାପତି – କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଏକ ଦିବସିଆ ଜିଲ୍ଲାସ୍ତରୀୟ ଆରୟା(Arya) ପ୍ରକଳ୍ପ ବାର୍ଷିକ ବୈଠକ ଅନୁଷ୍ଠିତ ହୋଯାଇଅଛି। କାର୍ଯ୍ୟକ୍ରମରେ ଜାତୀୟ ସ୍ତରରେ ଅଟାରି ଜୋନର ପ୍ରକଳ୍ପ ନିର୍ଦ୍ଦେଶକ ଡକ୍ଟର ଅଭିଜିତ ହଲଦାର, କୃଷି ସମ୍ପ୍ରସାରଣର ସହ ନିର୍ଦ୍ଦେଶକ ଡକ୍ଟର୍ ରବି ରତନ ଦାସ, ରାଜ୍ୟ ଆରୟା ପ୍ରକଳ୍ପ ନିର୍ଦ୍ଦେଶିକା ଡକ୍ଟର ଶ୍ରବଣୀ ଦାସ ପ୍ରକଳ୍ପ ଅର୍ନ୍ତଗତ ଯୁବଚାଷୀ ଜିଲ୍ଲାରେ କାର୍ଯ୍ୟରତ ଉଦ୍ୟାନ ଅଧିକାରୀ , କୃଷି ଅଧିକାରୀ, ମତ୍ସ୍ୟ ଅଧିକାରୀ, ପ୍ରାଣୀ ସମ୍ପଦ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

କୃଷି ବିଜ୍ଞାନ କେନ୍ଦ୍ରର ମତ୍ସ୍ୟ ବିଜ୍ଞାନୀ ଅଧିକାରୀ ଡକ୍ଟର ଅମ୍ବିକା ପ୍ରସାଦ ନାୟକ ସ୍ବାଗତ ଭାଷଣ ଦେଇଥିଲେ। ଏହି କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଓ ମୁଖ୍ୟ ଡକ୍ଟର ସୁର୍ଯ୍ୟ ନାରାୟଣ ମିଶ୍ର ଉକ୍ତ କାର୍ଯ୍ୟକ୍ରମର ବିଗତ ବର୍ଷର କାର୍ଯ୍ୟକ୍ରମ ଓ ଚଳିତ ବର୍ଷର କାର୍ଯ୍ୟକ୍ରମ ସମ୍ପକ ରେ ଆଲୋଚନା କରିଥିଲେ। ଓୟୁଏଟି ସମ୍ପ୍ରସାରଣ ସହ ନିର୍ଦ୍ଦେଶକ ଡକ୍ଟର ରବିରତନ ଦାସ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ପ୍ରକଳ୍ପର ସଫଳତା ଦୃଷ୍ଟାନ୍ତମୂଳକ ଏବ° ବର୍ତ୍ତମାନ ଏହାକୁ ଲୋକଲୋଚନକୁ ଆଣିବା ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ଜୋନାଲ ପ୍ରକଳ୍ପ ନିର୍ଦ୍ଦେଶକ ଡକ୍ଟର ଅଭିଜିତ ହଲଦାର ମଧ୍ୟ ମହୁମାଛି, ମତ୍ସ୍ୟ, କୁକୁଡ଼ା ପାଳନ ଓ ଛତୁ ଚାଷରେ ଦକ୍ଷତା ଅବଲମ୍ବନ ପରେ କେନ୍ଦ୍ର ସହାୟତାରେ ସଫଳ ଯୁବପିଢିଙ୍କୁ ଅଭିନନ୍ଦନ ଜଣାଇଥିଲେ।

ରାଜ୍ୟ ପ୍ରକଳ୍ପର ନିରେଦେଶିକା ସଫଳତା ଏବ ° ବିଫଳତାର କାହାନୀ କିପରି ଯୁବଚାଷୀଙ୍କୁ ଅନୁପ୍ରାଣିତ କରିବା ଏବ ° ଚାଷ କ୍ଷେତ୍ରରେ ଅନୁବଦ୍ଧିତ କରି ରଖିବ ସେ ଦିଗରେ ଆଲୋକପାତ କରିଥିଲେ। ଯୁବ ଚାଷୀ ମାନେ ପ୍ରକଳ୍ପ ମାଧ୍ୟମରେ କିପରି ସଫଳ ହୋଇପାରିଛନ୍ତି ତାହା ଅବଗତ କରିଥିଲେ। ସମସ୍ତ ଜିଲ୍ଲା ଅଧିକାରୀ ବୃନ୍ଦ ମଧ୍ୟ ପ୍ରକଳ୍ପର ସଫଳତାରେ କିପରି ଅନ୍ୟାନ୍ୟ ସରକାରୀ ସୁବିଧା ସଂଯୋଗ କରିହେବ ସେ ବିଷୟରେ ଆଲୋଚନା କରିଥିଲେ।

ପ୍ରକଳ୍ପ ଅଧିକାରୀ ବୃନ୍ଦ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ମାନଙ୍କ ସହିତ ମହୁଚାଷରେ ସଫଳତା ପାଇଥିବା ପିପିଲି ବ୍ଲକର ଶ୍ରୀ ସୁଶାନ୍ତ କୁମାର ସାହୁ ଏଂବ ସଦର ବ୍ଲକର ମତ୍ସ୍ୟ ଚାଷୀ ଶ୍ରୀ ସନ୍ତୋଷ ଦାସଙ୍କ କ୍ଷେତ୍ର ପରିଦର୍ଶନ କରିଥଲେ । କ୍ଷେତ୍ରର ପ୍ରକଳ୍ପ ଅଧିକାରୀ ଡକ୍ଟର ସୁମିତା ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ।ଡକ୍ଟର ଦୀପଶିଖା ପରମଜିତା , ଡକ୍ଟର ବିଷ୍ଣୁପଦ ଗିରି, ଡକ୍ଟର ସାର୍ଥକ ପଟ୍ଟନାୟକ, ରାଜେଶ ମହାପାତ୍ର, ବିଭୁପ୍ରସାଦ ଦାଶ, ଗୋପାଳ କୃଷ୍ଣ ଓଝା, ଶୁଭମ ସାଗର ନାୟକ, ସ୍ମୃତିମୟୀ ମିଶ୍ର, ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଆୟୋଜନ ଓ ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version