• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଇନ ସଚେତନତା ଶିବିର

Proprietor Abhimanyu Maharana by Proprietor Abhimanyu Maharana
November 9, 2025
in ଓଡ଼ିଶା, ପୁରୀ, ହୋମ୍
0
ଆଇନ ସଚେତନତା ଶିବିର
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ପୁରୀ ଜିଲ୍ଲା ଆଇନ ସେବା ପ୍ରାଧ୍ଵକରଣର ଅଧକ୍ଷ୍ୟ ତଥା ଜିଲ୍ଲା ଓ ଦୌରାଜଜ୍‌ ଶ୍ରୀମତୀଅଜନ୍ତା ଷଡଙ୍ଗୀଙ୍କ ନିର୍ଦେଶ ଅନୁଯାଇ ରବିବାର ପୂର୍ବାହ୍ନରେ ଜାତୀୟ ଆଇନ ସେବା ଦିବସ ଉପଲକ୍ଷେ ଆଇନ ସେବା ପ୍ରାଧିକରଣ ତରଫରୁ ଏକ ଆଇନ ସଚେତନତା ରାଲି,ଆଇନ ସଚେତନ କାର୍ଯକ୍ରମ ଏବଂ ବକ୍ତୃତା ପ୍ରତିଯୋଗିତା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପୁରୀଙ୍କ ସମ୍ମିଳନୀ କକ୍ଷ୍ୟରେ ଅନୁଷ୍ଠିତ ହୋଇଯାଇଅଛି ।

ରବିବାର ଏହି କାର୍ଯ୍ଯକ୍ରମକୁ ପୁରୀଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ପରିତୋଷ କୁମାର ସେଠୀ ଉଦଘାଟନ କରିବା ସହ ନିଜ ବକ୍ତବ୍ୟରେ ପାଇଁ ରହିଥ‌ିବା ଆଇନ ସହାୟତା ବ୍ୟବସ୍ଥା ଉପରେ ଆଲୋଚନା କରିବା ସହ ଆଇନସେବା ପ୍ରାଧିକରଣ ଅଧିନିୟମ ୧୯୮୭ ରେ ଥିବା ବିଭିନ୍ନ ବିଧିବ୍ୟବସ୍ଥାର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ,ନିଶୁଳ୍କ ଆଇନ ସେବା ଯୋଗ୍ୟ ହିତାଧିକାରୀ, ଲୋକ ଅଦାଲତ, ମଧ୍ୟସ୍ଥତା କେନ୍ଦ୍ର, ନ୍ୟାୟ ସଂଯୋଗ,

୧୫୧୦୦ ଏବଂ ସମୁଖ କାର୍ଯ୍ୟାଳୟ ବିଷୟରେ ଅବଗତ କରାଇବା ସହ ଆଇନ ସେବା କଣ ଏବଂ ଆଇନ ସେବା ପାଇବା ପାଇଁ କେଉଁ କେଉଁମାନେ ଯୋଗ୍ୟ,ସେହି ବିଷୟରେ ଆଲୋଚନା କରିଥିଲେ ।ଆଜିର ଏହି କାର୍ଯ୍ଯକ୍ରମରେ ମୁଖ୍ୟ ଅତିଥି ଭାବେ ଫାମିଲି କୋର୍ଟ ଜଜ, ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ, ବରିଷ୍ଠ ଦେୱାନି ବିଚାରପତି ଯୋଗ ଦେଇଛନ୍ତି। କାର୍ଯ୍ଯକ୍ରମରେ ବେଦ କର୍ମକାଣ୍ଡ ମହାବିଦ୍ୟାଳୟର ଛାତ୍ର,ଛାତ୍ରୀ ବକ୍ତୃତା ପ୍ରତିଯୋଗିତାରେ ଭାଗ ନେଇଥିଲେ ।

ସେଥିମଧ୍ୟରୁ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଆଜିର ଏହିକାର୍ଯକ୍ରମରେ ବିଚାରପତି ବୃନ୍ଦ, ସମ୍ପାଦକ, ଓକିଲ ସଂଘ,ପୁରୀ ,ବେଦ କର୍ମକାଣ୍ଡ ମହାବିଦ୍ୟାଳୟର ଛାତ୍ର,ଛାତ୍ରୀ, ଅଧୀକାରୀମିତ୍ର,ପ୍ୟାନେଲ୍ ଲୟର ଯୋଗଦେଇଥିଲେ । ଶେଷରେ ଧନ୍ୟବାଦ ଅର୍ପଣ ସହ ଆଇନ ସେବାର ଉପଯୋଗୀତା ଓ ଉପଦେୟତାକୁ ଜନସାଧାରଣଙ୍କ ମଧ୍ୟରେ ପ୍ରଚାରକରିବା ସହ ଏହା କିପରି ଜନସାଧାରଣଙ୍କ ଉପଯୋଗୀ ହୋଇପାରିବ ଏଥ‌ିପାଇଁ ଆହ୍ୱାନ ଦେଇଥିଲେ। ଏହି କାର୍ଯ୍ଯକ୍ରମକୁ ପରିଚାଳନା କରିବାରେ ପ୍ରାଧିକାରଣର କର୍ମଚାରୀ ମାନେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ।  ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ :  ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ। ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ : ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

ଦେଶର ଅଗ୍ନିବୀର ପରୀକ୍ଷାରେ ଓଡ଼ିଶା ଯୁବ ପ୍ରଶିକ୍ଷଣ ଏକାଡ଼େମୀରେ ସଫଳତା ପାଇଥିବା ପ୍ରାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ସଭା

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

OJPT Felicitates Agniveer Success Stories; First Batch of 2026 Records 100% Success

August 28, 2026
Saksham hosts Disabled Empowerment Camp

ସକ୍ଷମ ଦ୍ୱାରା ଦିବ୍ୟାଙ୍ଗ ସଶକ୍ତିକରଣ ଶିବିର ଆୟୋଜନ

August 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ।  ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ :  ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

ସୁଭଦ୍ରା ୫ କିସ୍ତି ଅର୍ଥ ପ୍ରଦାନ। ପୁରୀ ଜିଲ୍ଲାର ୪୨୨୧୧୨ ହିତାଧିକାରୀ ଉପକୃତ : ମହିଳା ସଶକ୍ତ ହେଲେ ସମାଜ ସୁଦୃଢ଼ ହେବ – ରାଜସ୍ୱ ମନ୍ତ୍ରୀ

August 28, 2026
OJPT Felicitates Agniveer Success Stories; First Batch of 2026 Records 100% Success

ଦେଶର ଅଗ୍ନିବୀର ପରୀକ୍ଷାରେ ଓଡ଼ିଶା ଯୁବ ପ୍ରଶିକ୍ଷଣ ଏକାଡ଼େମୀରେ ସଫଳତା ପାଇଥିବା ପ୍ରାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ସଭା

August 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version