ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ଫାଣ୍ଡି ଅଞ୍ଚଳରେ ଭାରସାମ୍ୟ ହରାଇ ଗଛରେ ବାଇକ ପିଟି ହେବାରୁ ଘଟଣା ସ୍ଥଳରେ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି l ଘଟଣା ରୁ ପ୍ରକାଶ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ଫାଣ୍ଡି ଅଞ୍ଚଳର ଚନ୍ଦ୍ର ମୋହନ ପାତ୍ର ଙ୍କ ପୁତ୍ର ସମ୍ବିତ ପାତ୍ର ଏକ ବାଇକ ନଂ. ଓଡି-୧୨-ସି -୯୭୩୪ ନାମକ ରେ ବାରଖମା ରୁ















