• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭଣ୍ଡାରି ପାଙ୍ଗାମ୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ୮୪ ଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
November 10, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ଭଣ୍ଡାରି ପାଙ୍ଗାମ୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର  ୮୪ ଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ
Share on FacebookShare on TwitterWhatsapp

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ମାଲକାନଗିରି ଜିଲ୍ଲା ମାଥିଲି ବ୍ଳକ୍ ସ୍ଥିତ ଭଣ୍ଡାରି ପାଙ୍ଗାମ୍ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ, ମାଲକାନଗିରି ଜିଲ୍ଲା ପରିଷଦ ସିଡିଓ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଶ୍ମୀ ରଞ୍ଜନ ସେନାପତି ଓ ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ ଉପସ୍ଥିତ ରହି ଜନ ସାଧାରଣଙ୍କ ଅଭିଯୋଗ ଗୁଡିକୁ ଶୁଣିଥିଲେ ।

ଏହି ଶିବିରରେ ମୋଟ ୮୪ ଟି ଅଭିଯୋଗର ଶୁଣାଣି ହୋଇଥିଲା । ତନ୍ମଧ୍ୟରୁ ୧୩ ଗୋଟି ବ୍ୟକ୍ତିଗତ ଓ ୭୧ ଟି ସାମୁହିକ ଅଭିଯୋଗ ରହିଥିଲା । ସେଥିରେ ୧୨ ଟି ପ୍ରଧାନମନ୍ତ୍ରୀ ଆବାସ ଗୃହ , ଗୋଟିଏ ପେନସନ, ୫ ଟି ନୂତନ ମଣ୍ଡି ସ୍ଥାପନ, ୬ଟି ଅଙ୍ଗନୱାଡି ଗୃହ, ୩ ଟି ମୋ ପୋଖରୀ ଯୋଜନା, ଗୋଟିଏ ନଳକୂପ, ୬ଟି ନୂତନ ଟେଲିଫୋନ ଟାୱାର, ୩ ଟି ବିଜୁଳି ସଂଯୋଗିକରଣ ଓ ୭ ଟି ଅନ୍ୟାନ୍ୟ ଅଭିଯୋଗ ରହିଥିଲା ।

ସେହିପରି ୪୦ ଗୋଟି ରାସ୍ତା, ସେତୁ ଓ ଅନ୍ୟାନ୍ୟ ଅଭିଯୋଗର ଶୁଣାଣି ହୋଇଥିଲା । ବିଭିନ୍ନ ଯୋଜନାର ହାତ ପାହାନ୍ତା ରେ ସେବା ଯୋଗାଇ ଦେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ୟାମ୍ପ ଆୟୋଜନ କରାଯାଇଥିଲା । ଅଭିଯୋଗ ପରେ ଜିଲ୍ଲାପାଳ ଭଣ୍ଡାରି ପାଙ୍ଗାମ୍ ସ୍ଥିତ ସ୍କୁଲ୍ ପରିଦର୍ଶନରେ ଯାଇ ମଧ୍ୟାହ୍ନ ଭୋଜନର ମାନ ପରଖିଛନ୍ତି । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026
Odisha Society of UK Celebrates Seventh Utkal Dibas

ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ

May 1, 2026
Odisha Society of UK Celebrates Seventh Utkal Dibas

Odisha Society of UK Celebrates Seventh Utkal Dibas

May 1, 2026
ସୁତନ ଗ୍ରାମରେ ୫ଦିନ ବ୍ୟାପୀ ବାଦିପାଲା ଓ ସମ୍ବର୍ଦ୍ଧନା ମହୋତ୍ସବ ଅନୁଷ୍ଠିତ

ସୁତନ ଗ୍ରାମରେ ୫ଦିନ ବ୍ୟାପୀ ବାଦିପାଲା ଓ ସମ୍ବର୍ଦ୍ଧନା ମହୋତ୍ସବ ଅନୁଷ୍ଠିତ

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026
Odisha Society of UK Celebrates Seventh Utkal Dibas

ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version