• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳା ମୁନିସିପାଲିଟିର ଜବରଦଖଲ ଉଚ୍ଛେଦ ପାଲଟିଛି ପ୍ରହସନ : ରାସ୍ତାକଡ଼ର ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଗଲା  – ତେବେ ସରକାରୀ ଜାଗା ମାଡି ବସିଥିବା ବଡ଼ ବ୍ୟବସାୟୀଙ୍କୁ ଉଚ୍ଛେଦ କେବେ..?

Proprietor Abhimanyu Maharana by Proprietor Abhimanyu Maharana
November 12, 2025
in ଓଡ଼ିଶା, ଗଜପତି, ହୋମ୍
0
ପାରଳା ମୁନିସିପାଲିଟିର ଜବରଦଖଲ ଉଚ୍ଛେଦ ପାଲଟିଛି ପ୍ରହସନ  : ରାସ୍ତାକଡ଼ର ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଗଲା  – ତେବେ ସରକାରୀ ଜାଗା ମାଡି ବସିଥିବା ବଡ଼ ବ୍ୟବସାୟୀଙ୍କୁ ଉଚ୍ଛେଦ କେବେ..?
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ପାରଳାଖେମୁଣ୍ଡି ମୁନିସିପାଲିଟିର ଜବରଦଖଲ ଉଚ୍ଛେଦ ପାଲଟିଛି ପ୍ରହସନ. ରାସ୍ତାକଡ଼ର ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଗଲା, ତେବେ ସରକାରୀ ଜାଗା ମାଡି ବସିଥିବା ବଡ଼ ବ୍ୟବସାୟୀଙ୍କୁ ଉଚ୍ଛେଦ କେବେ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି. ବର୍ତ୍ତମାନ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ପୌରପରିଷଦ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୌରପରିଷଦ କାର୍ଯଳୟ ଠାରୁ ହାଇସ୍କୁଲ ଛକ ପର୍ଯ୍ୟନ୍ତ ଜବର ଦଖଲ ଉଚ୍ଛେଦ କରାଯାଇଛି ।

ରାସ୍ତା କଡରେ ବ୍ୟବସାୟ କରୁଥିବା ଉଠାଦୋକାନି ମାନଙ୍କୁ ପୌରପରିଷଦ ନିର୍ବାହୀ ଅଧିକାରୀ , ତହସିଲଦାର , ପୋଲିସ ଫୋର୍ଷ ଉପସ୍ଥିତିରେ ହଟା ଯାଇଥିଲା । ଏଥି ପୁର୍ବରୁ ହାଇସ୍କୁଲ ଛକ ଠାରୁ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ଟ୍ରଫିକ ସମସ୍ୟାକୁ ନେଇ ପୌରପରିଷଦ କାର୍ଯ୍ୟାଳୟକୁ ଅନେକ ଥର ଅଭିଯୋଗ ଆସିଥିଲା । ଯାହାଫଳରେ ବର୍ତ୍ତମାନ ଟ୍ରାଫିକ ସମସ୍ୟାକୁ ଏଡାଇବା ପାଇଁ ରାସ୍ତା କଡରେ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କ ସହ ଡ୍ରେନ ପାରକରି ଯେଉଁମାନେ ଠେଲା ଗାଡିରେ ଦୋକାନ କରିଥିଲେ ଓ ଯେଉଁ ଦୋକାନୀ ମାନେ ଡ୍ରେନ ଉପର ପର୍ଯ୍ୟନ୍ତ ଦୋକାନ ଗୃହକୁ ବଢାଇଥିଲେ ସେସବୁକୁ ଉଛେଦ କରାଯାଇଛି ।

ଏହାପରେ ନୋ ପାରକିଙ୍ଗ ଏବଂ ପସରା ଖୋଲିବା ମନା ଲେଖାଥିବା ବୋର୍ଡ ଲଗାଇ ନିଜ କାମ ସାରିଲା ପୌର ପ୍ରଶାସନ । ସେପଟେ ଏହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ତିବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ପୌରପରିଷଦ ଓ ଜିଲ୍ଲା ପ୍ରଶାସନ ଗରିବ ଓ ରାସ୍ତା କଡର ବେପାରି ଉପରେ ନିଜ ବଳ ପ୍ରୟୋଗ କରୁଥିବା ବେଳେ ବଡବଡିଆ ବେପାରି ସହରର ମଧ୍ୟ ଭାଗରେ ରହି ଡ୍ରେନ ଉପରେ ନିଜର ବେପାର କରୁଛନ୍ତି ସେମାନଙ୍କୁ ପ୍ରଶାସନ କି ପୌରପରିଷଦ ହାତ ମାରିବାକୁ କୁଣ୍ଠାବୋଧ କରୁଥିବା ଅଭିଯୋଗ କରିଛନ୍ତି ।

ଅନେକ ସମୟରେ ରାସ୍ତା କଡର ବ୍ୟବସାୟୀ କରି ପରିବାର ପ୍ରତିପୋଷଣ କରୁଥିବା ଉଠ ଦୋକାନୀ ମାନଙ୍କୁ ପ୍ରଶାସନ ଉଛେଦ କରୁଥିବା ବେଳେ ସେମାନଙ୍କୁ ଥଇଥାନ କରିବା ସକାସେ କୌଣସି ପଦକ୍ଷେପ ନେଉନାହାଁନ୍ତି । ପୌରପରିଷଦ ପକ୍ଷରୁ ଦାର୍ଘ ବର୍ଷ ହେବ ସହରର ଅନେକ ସ୍ଥାନରେ ବଜାର ଗୃହ ନିର୍ମାଣ ହୋଇ ପଡିରହି କ୍ଷତ ଖାଉଛି କିନ୍ତୁ ସେଗୁଡିକୁ ଆବଣ୍ଟନ କରାଯାଉନାହିଁ । ଉକ୍ତ ମାର୍କେଟ କମ୍ପେ୍ଲସ୍କ ନିମନ୍ତେ ଅନେକ ସମୟରେ ବ୍ୟବସାୟୀମାନେ ପୌରପରିଷଦ ନିକଟରେ ଆବେଦନ କରୁଥିଲେ ମଧ୍ୟ ଏହାକୁ ଗୁରୁତର ଭାବେ ନେଉନି ପୌରପରିଷଦ ।

ଯାହାଫଳରେ ପାରଳା ସହରରେ ରାସ୍ତା କଡରେ ଉଠାଦୋକାନିଙ୍କ ସଂଖ୍ୟା ବଢୁଥିବା ସହ ଟ୍ରାଫିକ ସମୟ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି । ସେପଟେ ବର୍ଷ ବର୍ଷ ଧରି ରାସ୍ତା କଡରେ ବ୍ୟବସାୟ କରି ଘର ଚଳଉଥିବା ଉଠ ଦୋକାନୀ ଏବେ କରିବେ କଣ ତାଙ୍କୁ ଥଇଥାନ କରିବାକୁ ଦାବି କରିବା ସହ ବିଧାୟକଙ୍କ ନିକଟରେ ସହଯୋଗ ପାଇଁ ଲିଖିତ ଅନୁରୋଧ କରିଛନ୍ତି । ପୌର ପ୍ରଶାସନ ଟାଳଟୁଳ ନୀତି ଆପଣାୟୀ ତାଙ୍କ ପେଟରେ ଲାତ ମାରିଛି, ଆଉ ସେମାନେ ରୋଜଗାର ହରାଇଥିବା କହିଛନ୍ତି ଉଠାଦୋକାନି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version