କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଠକେଇ ଅଭିଯୋଗରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ଟାଉନ୍ ଥାନା ପୋଲିସ୍ ଜଣେ ବ୍ୟବସାୟୀ ଙ୍କୁ ଗିରଫ କରିଛି । ଗିରଫ ବ୍ୟକ୍ତି ଜଣକ ସୁଧୀର କୁମାର ତ୍ରିପାଠୀ ( ୪୫) ଘର ଗଞ୍ଜାମ ଜିଲ୍ଲାର ଶେରଗଡ଼ ଗ୍ରାମରେ I ତେବେ ସୁଧୀରଙ୍କୁ ଭୁବନେଶ୍ୱର ପୋଲିସ ଏୟାର ପୋର୍ଟ ଥାନା ଅର୍ନ୍ତଗତ ଫରେଷ୍ଟ ପାର୍କ ନିକଟ ଏକ ଆପାର୍ଟମେଣ୍ଟ ରୁ ଗିରଫ କରିଛି I ଶ୍ରୀ ତ୍ରିପାଠୀ ଗୋଟେ ଇଲେକ୍ଟ୍ରୋନିକ୍ସ କମ୍ପାନୀରେ ଅଫିସର ଭାବେ କାର୍ଯ୍ୟ କରୁଥିଲେ I















