• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆପଡାର ବିକାଶ ପାଇଁ ଶ୍ରୀଜଗନ୍ନାଥଙ୍କ ପାଖରେ ଗୁହାରି କଲେ : ନବନିର୍ବାଚିତ ବିଧାୟକ ଜୟ ଢୋଲକିଆ

Proprietor Abhimanyu Maharana by Proprietor Abhimanyu Maharana
November 15, 2025
in ଓଡ଼ିଶା, ପୁରୀ, ହୋମ୍
0
ନୂଆପଡାର ବିକାଶ ପାଇଁ ଶ୍ରୀଜଗନ୍ନାଥଙ୍କ ପାଖରେ ଗୁହାରି କଲେ : ନବନିର୍ବାଚିତ ବିଧାୟକ ଜୟ ଢୋଲକିଆ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଓଡିଶାର ନୂଆପଡା ଉପନିର୍ବାଚନରେ ବିପୁଳ ଭୋଟ ବ୍ୟବଧାନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଜୟ ହୋଇଛନ୍ତି । ଶନିବାର ପୂର୍ବାହ୍ନରେ ସପରିବାର ଶ୍ରୀମନ୍ଦିର ଆସି ଶ୍ରୀଜୀଉଙ୍କ ଦର୍ଶନ କରି ଫେରିବା ପରେ ସିଂହଦ୍ଵାର ଠାରେ ଗଣମାଧ୍ୟମକୁ କହିଛନ୍ତି ଏହି ବିଜ୍ଞାନ ପାଇଁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ରହିଛି । ନୂଆପଡା ବାସୀଙ୍କ ଭଲପାଇବା,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,

ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ଯ କର୍ମକର୍ତ୍ତା, ଜିଲ୍ଲା କର୍ମକର୍ତ୍ତାଙ୍କ ସହଯୋଗ ଯୋଗୁ ଏହି ବିପୁଳ ବିଜୟ ହାସଲ କରିଥିଲେ । ନୂଆପଡା ବାସୀଙ୍କ ବିକାଶ ସହ ମଙ୍ଗଳକାମନା କରିଥିଲେ । ନୂଆପଡା ବାସୀଙ୍କ ପୂର୍ଣ୍ଣ ଉର୍ନ୍ନତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରିଥିଲେ । ଉପନିର୍ବାଚନରେ ଏହି ବିଜୟ ଡବଲ ଇଞ୍ଜିନ ସରକାର ଦ୍ବାରା ନୁଆପଡା ବିକଶିତ ହେବ ।

ଏହି ଦର୍ଶନ ସମୟରେ ସାଂସଦ ଡା ସମ୍ବିତ ପାତ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର, ପୁରୀର ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ,

ସେବାୟତ ମଧୁସୂଦନ ସିଂହାରୀ, ଜିଲ୍ଲା ସଭାପତି ଡାକ୍ତର ଦେବେନ୍ଦ୍ର ନାଥ ତରାଇ, ଯୁବନେତା ଜୟନ୍ତ ଦାଶ,ସତରୂପା ମିଶ୍ର ଓ ବିଜେପି ବରିଷ୍ଠ କର୍ମକର୍ତ୍ତା ଓ ସମର୍ଥକ ମାନେ ସ୍ବାଗତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଯାତ୍ରା ପାଇଁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଓ ରୋଗୀ ସ୍ଥାନାନ୍ତର ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା

ରଥଯାତ୍ରା ପାଇଁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଓ ରୋଗୀ ସ୍ଥାନାନ୍ତର ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା

July 8, 2026
ଘରୁ ପଳାଇ ଆସିଥିବା ୨ ନାବାଳକଙ୍କୁ ପୋଲିସ ଉଦ୍ଧାର କରି ପରିବାରକୁ ହସ୍ତାନ୍ତର

ଘରୁ ପଳାଇ ଆସିଥିବା ୨ ନାବାଳକଙ୍କୁ ପୋଲିସ ଉଦ୍ଧାର କରି ପରିବାରକୁ ହସ୍ତାନ୍ତର

July 8, 2026
ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ୪୬ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ୪୬ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

July 8, 2026
ଵନ ମହୋତ୍ସବ ସପ୍ତାହ ପାଳିତ

ଵନ ମହୋତ୍ସବ ସପ୍ତାହ ପାଳିତ

July 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଯାତ୍ରା ପାଇଁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଓ ରୋଗୀ ସ୍ଥାନାନ୍ତର ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା

ରଥଯାତ୍ରା ପାଇଁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଓ ରୋଗୀ ସ୍ଥାନାନ୍ତର ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା

July 8, 2026
ଘରୁ ପଳାଇ ଆସିଥିବା ୨ ନାବାଳକଙ୍କୁ ପୋଲିସ ଉଦ୍ଧାର କରି ପରିବାରକୁ ହସ୍ତାନ୍ତର

ଘରୁ ପଳାଇ ଆସିଥିବା ୨ ନାବାଳକଙ୍କୁ ପୋଲିସ ଉଦ୍ଧାର କରି ପରିବାରକୁ ହସ୍ତାନ୍ତର

July 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version