• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଜ୍ଜୟିନୀ-ଓଁକାରେଶ୍ବର ତୀର୍ଥ ଯାତ୍ରା ରେ ଅଭିମୁଖେ ବାହାରିଲେ ଗଜପତିର ୭୨ ଜଣ ବରିଷ୍ଠ ନାଗରିକ

Proprietor Abhimanyu Maharana by Proprietor Abhimanyu Maharana
November 17, 2025
in ଓଡ଼ିଶା, ଗଜପତି, ହୋମ୍
0
ଉଜ୍ଜୟିନୀ-ଓଁକାରେଶ୍ବର ତୀର୍ଥ ଯାତ୍ରା ରେ ଅଭିମୁଖେ ବାହାରିଲେ ଗଜପତିର ୭୨ ଜଣ ବରିଷ୍ଠ ନାଗରିକ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଉଜ୍ଜୟିନୀ-ଓଁକାରେଶ୍ବର ଅଭିମୁଖେ ଯାତ୍ରା କରିବାକୁ ଥିବା ଗଜପତିରୁ ୭୨ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଦୁଇଟି ବସ୍ କୁ ଜିଲ୍ଲାପାଳ ଗଜପତି ଶ୍ରୀମତୀ ମଧୁମିତା, ଅନ୍ୟାନ୍ୟ ଅତିଥି ତଥା ଭାରପ୍ରାପ୍ତ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ ଓ ଜିଲ୍ଲା ସଂସ୍କତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜଙ୍କ ଉପସ୍ଥିତିରେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ସୂଚନା ପ୍ରକାରେ ଏହି ତୀର୍ଥ ଯାତ୍ରା କାର୍ଯ୍ୟକ୍ରମ ଚଳିତ ମାସ ତା ୧୭-୧୧-୨୦୨୫ ରିଖରେ ବ୍ରହ୍ମପୁର ରୁ ଆରମ୍ଭ ହୋଇ ତା. 22-11-2025 ରିଖ ରେ ଶେଷ ହେବ।

ଉକ୍ତ ତୀର୍ଥ ଯାତ୍ରାରେ ଯୋଗଦେବା ନିମନ୍ତେ ଯାତ୍ରୀମାନେ ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ, ଦ୍ବାରା ପ୍ରଦତ୍ତ Website ରେ Online ପ୍ରକ୍ରିୟା ମାଧ୍ୟମରେ ଆବେଦନ କରିଥିଲେ। ସେଥି ମଧ୍ୟରୁ ୭୨ ଜଣ ଯାତ୍ରୀଙ୍କୁ e-randomization ପ୍ରକ୍ରିୟା ମାଧ୍ୟମରେ ରାଜ୍ୟ ପର୍ଯ୍ୟଟନ ବିଭାଗ, ଭୂବନେଶ୍ବର ଚିହ୍ନଟ କରିଛନ୍ତି ଏବଂ ସେମାନେ ହିଁ ଏହିଯାତ୍ରାରେ ସାମିଲ ହେବେ I ସେଥି ମଧ୍ୟରେ ଗୋଷାଣି ବ୍ଲକ ରୁ ୧୦ ଜଣ, ରାୟଗଡ଼ ବ୍ଲକ ରୁ 8 ଜଣ, ନୁଆଗଡ଼ ବ୍ଲକ ରୁ ୯ ଜଣ, ରା.ଉଦୟଗିରି ବ୍ଲକ ରୁ 6 ଜଣ, ମୋହନା ବ୍ଲକରୁ ୮ ଜଣ, ଗୁମ୍ମା ବ୍ଲକ ରୁ ୫ ଜଣ, କାଶୀନଗର ବ୍ଲକରୁ 9 ଜଣ, ପାରଳାଖେମୁଣ୍ଡି ମ୍ୟୁନିସିପାଲିଟିରୁ ୧୧ ଜଣ ଏବଂ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଜଣ ଲେଖାଏଁ ତୀର୍ଥଯାତ୍ରୀ ରହିଛନ୍ତି ।

ଜିଲ୍ଲା ପ୍ରଶାସନ ତରଫରୁ ଯାତ୍ରୀମାନଙ୍କ ସୁରକ୍ଷା ନିମନ୍ତେ ନିମ୍ନଲିଖିତ ପଦକ୍ଷେପ ମାନ ଗ୍ରହଣ କରାଯାଇଛି। ୧.ବ୍ରହ୍ମପୁର ଗସ୍ତ ପୂର୍ବରୁ ଯାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି।୨. ସମସ୍ତ ଯାତ୍ରୀଙ୍କୁ ସେମାନଙ୍କ ବ୍ଲକ କାର୍ଯ୍ୟାଳୟ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରୁ ସରକାରଙ୍କ ଖର୍ଚ୍ଚରେ ଅଣାଯାଇଛି ଏବଂ ଫେରିଲା ବେଳେ ମଧ୍ୟ ସମସ୍ତଙ୍କୁ ସେହି ସ୍ଥାନରେ ଛଡ଼ାଯିବ ।୩. ବ୍ରହ୍ମପୁର ପହଞ୍ଚିଲା ପରେ ସମସ୍ତଙ୍କୁ ଏକ କିଟ୍ ଦିଆଯିବ, ଯେଉଁଥିରେ କି ତାଙ୍କର ନିତ୍ୟ ଆବଶ୍ୟକ ଜିନିଷ ରହିଥିବ।୪. ଟ୍ରେନ୍ ଯାତ୍ରା ସମୟରେ IRCTC ତରଫରୁ ସ୍ବାସ୍ଥ୍ୟ ଜନିତ ସମସ୍ୟା ପାଇଁ ଆବଶ୍ୟକ ଡ଼ାକ୍ତର ଟିମ୍ ଟ୍ରେନ୍ ରେ ରହିବେ।

୫. ଆମ ଜିଲ୍ଲାରୁ ସମସ୍ତ ଯାତ୍ରୀଙ୍କ ତତ୍ତ୍ବାବଧାନ ପାଇଁ ଦୁଇଜଣ Escort Officer ସେମାନଙ୍କର ସାଙ୍ଗରେ ଯାତ୍ରା କରିବେ।୬. ବ୍ରହ୍ମପୁର ରେଳ ଷ୍ଟେସନରେ ଟ୍ରେନ ରେ ବସାଇବା ଏବଂ ଆସିବା ସମୟରେ ଯତ୍ନ ଓ ସୁରକ୍ଷାରେ ଆଣିବା ପାଇଁ ପର୍ଯ୍ୟଟନ ଅଧିକାରୀଙ୍କ ସହ ଏକ ଟିମ୍ ରହିବେ ୭ଜଣ. ଯାତ୍ରୀ ମାନଙ୍କର ଯାତ୍ରା ସମୟରେ ସମସ୍ତ ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ।ଉପସ୍ଥିତ ସମସ୍ତ ଅଧିକାରୀ ତଥା କର୍ମଚାରୀ ତୀର୍ଥଯାତ୍ରୀଙ୍କୁ ଉତ୍ସାହିତ କରିବା ସହ ତାଙ୍କର ଯାତ୍ରା ମଙ୍ଗଳମୟ ହେଉ ବୋଲି ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥିଲେ।ଏହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ ପାଇଁ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟର କର୍ମକର୍ତ୍ତା ଭାରପ୍ରାପ୍ତ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରୀପାଠୀଙ୍କ ନେତୃତ୍ବରେ ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version