• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗ୍ଲୋବାଲ୍‍ ସିକ୍ୟୁରିଟି ଇନ୍‍ଷ୍ଟିଚ୍ୟୁଟ୍‍ର ମୁଖ୍ୟ ଜୋନାଥନ ଗ୍ରାନଫ୍‍ଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର

Proprietor Abhimanyu Maharana by Proprietor Abhimanyu Maharana
November 17, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଗ୍ଲୋବାଲ୍‍ ସିକ୍ୟୁରିଟି ଇନ୍‍ଷ୍ଟିଚ୍ୟୁଟ୍‍ର ମୁଖ୍ୟ ଜୋନାଥନ ଗ୍ରାନଫ୍‍ଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ବିଶ୍ୱ ଶାନ୍ତି, ପରମାଣୁ ନିରସ୍ତ୍ରୀକରଣ ଓ ଆଇନର ଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଗ୍ଲୋବାଲ୍‍ ସିକ୍ୟୁରିଟି ଇନ୍‍ଷ୍ଟିଚ୍ୟୁଟ୍‍ର ସଭାପତି ଜୋନାଥନ୍‍ ଗ୍ରାନଫ୍‍ଙ୍କୁ ଶନିବାର କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି। କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ଗ୍ରାନଫ୍‍ ହେଉଛନ୍ତି ଜଣେ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଆଇନଜ୍ଞ ଏବଂ ସେ ଦୀର୍ଘ ଦଶନ୍ଧୀ ଧରି ପରମାଣୁ ନିରସ୍ତ୍ରୀକରଣ ସପକ୍ଷରେ ବିଶ୍ୱବ୍ୟାପୀ ଅଭିଯାନ ଚଳାଇ ଆସୁଛନ୍ତି। ଏ ନେଇ ସେ ଆମେରିକା ସଂସଦ, ବ୍ରିଟେନ୍‍ ସଂସଦ ଓ କାନାଡ଼ା ସଂସଦରେ ନିଜର ଯୁକ୍ତି ଉପସ୍ଥାପନ କରିଛନ୍ତି।

ଗ୍ରାନଫ୍‍ ନୋବେଲ୍‍ ଶାନ୍ତି ପୁରସ୍କାର ବିଜେତାଙ୍କ ବିଶ୍ୱ ସମ୍ମିଳନୀର ବରିଷ୍ଠ ପରାମର୍ଶଦାତା ଭାବେ କାମ କରିବା ସହ ଅନେକ ଆନ୍ତର୍ଜାତିକ ବୋର୍ଡରେ  ବିଭିନ୍ନ ପଦବୀରେ ରହିଛନ୍ତି। ଆଇନ୍‍ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ତାଙ୍କୁ ଆମେରିକା ବାର୍‍ ଆସୋସିଏସନ୍‍ ୨୦୨୦ରେ ଜୀବନ ବ୍ୟାପୀ ସାଧନା ସମ୍ମାନରେ ସମ୍ମାନୀତ କରିଥିଲେ। ଏହି ସମ୍ମାନ ଗ୍ରହଣ କରି ଗ୍ରାନଫ୍‍ କିସ୍‍ର ଉଚ୍ଚ ପ୍ରଶଂସା କରିଥିଲେ।

ସେ ତାଙ୍କ ଅଭିଭାଷଣରେ କିସ୍‍କୁ ଶିକ୍ଷା ଓ ଶୃଙ୍ଖଳା କ୍ଷେତ୍ରରେ ଏକ ଅସାଧାରଣ ଅନୁଷ୍ଠାନ ଭାବେ ଅଭିହିତ କରିଥିଲେ। ସେ କହିଲେ, ସେ ସାରା ଜୀବନ ବିବେକ ସହ ସମନ୍ୱୟ ରଖି ବଞ୍ଚବାକୁ ଚେଷ୍ଟା କରିଆସିଛନ୍ତି। ଜନଜାତି ସମ୍ପ୍ରଦାୟର ପିଲାମାନେ ସେମାନଙ୍କ ଭବିଷ୍ୟତ ଗଠନ ପାଇଁ କିସ୍‍ ଓ କିଟ୍‍ ପ୍ରତି କୃତଜ୍ଞ ରହିବାକୁ ସେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଗ୍ରାନଫ୍‍ ତାଙ୍କ ଭାଷଣରେ ଅଚ୍ୟୁତ ସାମନ୍ତଙ୍କ ପରିଚାଳିତ ଆର୍ଟ ଅଫ୍‍ ଗିଭିଂ ସମ୍ପର୍କରେ ଉଲ୍ଲେଖ କରି କହିଲେ, ଏହା ହେଉଛି ଦୟା ଓ ପ୍ରେମର ଏକ ଆନ୍ଦୋଳନ । ଆର୍ଟ ଅଫ୍‍ ଗିଭିଂ ଜୀବନ ସହିତ ଜ୍ଞାନର ବିକଶିତ କରିଥାଏ।

ଗ୍ରାନଫ୍‍ ଏକବିଂଶ ଶତାବ୍ଦୀର ଆହ୍ୱାନ ଭାବେ ଜଳବାୟୁ ସଙ୍କଟ, ପରିବେଶ ଅବକ୍ଷୟ ଓ ଗଣବିନାଶର ଅସ୍ତ୍ର ଉପରେ ରୋକ ଲଗାଇବା ନେଇ ଗୁରୁତ୍ୱାରୋପ କରିଥିଲେ। ଗ୍ରାନଫ୍‍ଙ୍କୁ ଏହି ସମ୍ମାନ ପ୍ରଦାନ କରି କିସ୍‍ ନିଜକୁ ଧନ୍ୟ ମନେକରୁଛି ବୋଲି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ତାଙ୍କ ବକ୍ତବ୍ୟରେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ କିସ୍‍ ବିଶ୍ୱବିଦ୍ୟାଳୟ କୁଳସଚିବ ଡ. ପ୍ରଶାନ୍ତ କୁମାର ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ବହୁ ସଂଖ୍ୟାରେ କିଟ୍‍ ଓ କିସ୍‍ର ଅଧ୍ୟପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026
ଅବକାରୀ ବିଭାଗର ଚଢ଼ାଉ ୨୪୮୫ ଲିଟର ଦେଶୀମଦ ସମେତ ୧୮୪୧୦ ଲିଟର ମଦ ସାମଗ୍ରୀ ଜବତ

ଅବକାରୀ ବିଭାଗର ଚଢ଼ାଉ ୨୪୮୫ ଲିଟର ଦେଶୀମଦ ସମେତ ୧୮୪୧୦ ଲିଟର ମଦ ସାମଗ୍ରୀ ଜବତ

May 10, 2026
ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026
ଅବକାରୀ ବିଭାଗର ଚଢ଼ାଉ ୨୪୮୫ ଲିଟର ଦେଶୀମଦ ସମେତ ୧୮୪୧୦ ଲିଟର ମଦ ସାମଗ୍ରୀ ଜବତ

ଅବକାରୀ ବିଭାଗର ଚଢ଼ାଉ ୨୪୮୫ ଲିଟର ଦେଶୀମଦ ସମେତ ୧୮୪୧୦ ଲିଟର ମଦ ସାମଗ୍ରୀ ଜବତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version