• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମର୍ପଣ ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଓ ଯତ୍ନ ବିଷୟରେ ସଚେତନତା ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 18, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସମର୍ପଣ ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଓ ଯତ୍ନ ବିଷୟରେ ସଚେତନତା ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ନୟାଗଡ଼ ସହର ନିକଟସ୍ଥ ଲେଖନପୁର ଠାରେ ଗଢିଉଠିଥିବା ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅନୁଷ୍ଠାନ ତରଫରୁ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଓ ଯତ୍ନ ବିଷୟରେ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ତଥା ସିନିୟର ବିଭାଗ ବିଚାରପତି ଅଞ୍ଜଳୀ ମଛଖଣ୍ଡ ମୁଖ୍ଯ ଅତିଥି ଭାବେ ଯୋଗଦେଇଥିଲା ବେଳେ ସମ୍ମାନିତ ଅତିଥି ଭାବେ ବରିଷ୍ଠ ଆଇନଜୀବୀ କାମାକ୍ଷା ପ୍ରସାଦ ଦାଶ ଯୋଗଦେଇ ବୟସ୍କ ମାନଙ୍କ ମୌଳିକ ଅଧିକାର ଓ କର୍ତ୍ତବ୍ଯ ବିଷୟରେ ଅତି ସୁନ୍ଦର ଭାବେ ଆଲୋଚନା କରିଥିଲେ ।

ଜିଲ୍ଲା ଆଇନସେବା ପ୍ରାଧିକରଣର ସାମାଜିକକର୍ମୀ କ୍ଷଣପ୍ରଭା କର ଯୋଗଦେଇ ବରିଷ୍ଠ ନାଗରିକ ମାନଙ୍କ ପ୍ରତି ସମସ୍ତଙ୍କର କି ପ୍ରକାର ଉତ୍ତର ଦାୟିତ୍ୱ ଓ କର୍ତ୍ତବ୍ଯ ଅଛି କବିତା ଆବୃତ୍ତି କରି ସେ ବିଷୟରେ ବୁଝାଇଥିଲେ। ବରିଷ୍ଠ ନାଗରିକ ମାନଙ୍କୁ ଉତ୍ତମ ବ୍ଯବହାର ପ୍ରଦର୍ଶନ କରିବା, ସେମାନଙ୍କର ସେବା ସୂଷୁଶ୍ରା କରିବା ଆଦି ବହୁ ଉପାଦେୟ ବିଷୟରେ ଅତିଥି ମାନେ ପରାମର୍ଶ ଦେଇଥିଲେ। ପୁଅବୋହୂ ମାନେ ବୃଦ୍ଧବୃଦ୍ଧା ପିତାମାତାଙ୍କୁ ନିର୍ଯ୍ୟାତନା ଦେଲେ ଆଇନ୍ ର ବିଭିନ୍ନ ବ୍ଯବସ୍ଥା ସହିତ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ କିପରି ପଦକ୍ଷେପ ଗ୍ରହଣ କରେ ସେ ସମ୍ପର୍କରେ ସୁନ୍ଦର ଆଲୋଚନା ହୋଇଥିଲା।

ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଶ୍ରୀମତୀ ମଛଖଣ୍ଡ ମହୋଦୟା ଅନ୍ତେବାସୀ ମାନଙ୍କ ବାର୍ଦ୍ଧକ୍ଯ ଜନିତ ବିଭିନ୍ନ ସମସ୍ଯାର ସମାଧାନ ପାଇଁ ଉତ୍ତମ ପରାମର୍ଶ ଦେବା ସହିତ ଆଇନ୍ ସମ୍ପର୍କିତ ସମସ୍ତ ପ୍ରକାର ସେବା ଓ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅନୁଷ୍ଠାନର ସାମାଜିକ କର୍ମୀ ପ୍ରମିଳା ମଲ୍ଲିକ, ଗଦାଧର ବିଶ୍ବାଳ ଓ ପ୍ରଶାନ୍ତ ସାହୁ ବରିଷ୍ଠ ନାଗରିକଙ୍କ ପ୍ରତି ସନ୍ତାନ ମାନଙ୍କ କର୍ତ୍ତବ୍ଯ ବିଷୟରେ ଆଲୋଚନା କରିବା ସହିତ ନିଜ ନିଜର ମତାମତ ରଖିଥିଲେ। ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ କର୍ମଚାରୀ ପବନ କୁମାର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲା ବେଳେ ସମର୍ପଣ ସଂପାଦକ ଶ୍ରୀଧର ସାହୁ ଧନ୍ଯବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

June 24, 2026
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

June 24, 2026
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version