• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବେଆଇନ ଦାଦନ ଶ୍ରମିକ ଚାଲାଣ ବେଳେ କଣ୍ଟାବାଞ୍ଜି ପୋଲିସ ଦ୍ବାରା ଉଦ୍ଧାର

Proprietor Abhimanyu Maharana by Proprietor Abhimanyu Maharana
November 20, 2025
in ଅପରାଧ, ଓଡ଼ିଶା, ବଲାଙ୍ଗିର, ହୋମ୍
0
ବେଆଇନ ଦାଦନ ଶ୍ରମିକ ଚାଲାଣ ବେଳେ କଣ୍ଟାବାଞ୍ଜି ପୋଲିସ ଦ୍ବାରା ଉଦ୍ଧାର
Share on FacebookShare on TwitterWhatsapp

ବେଲପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ବଲାଙ୍ଗୀର କଣ୍ଟାବାଞ୍ଜି ରେ ବେଆଇନ ଦାଦନ ଚାଲାଣ କୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି।ଦାଦନ ଋତୁ ରେ ହଜାର ହଜାର ସଂଖ୍ୟାରେ ଶ୍ରମିକ ମାନେ ପେଟ ପୋଷିବା ପାଇଁ ଦାଦନ ଖଟି ଅନ୍ୟ ସ୍ଥାନ ଓ ଅନ୍ୟ ରାଜ୍ୟ କୁ ଯାଆନ୍ତି । ହେଲେ ବେଆଇନ ଦାଦନ ଚାଲାଣ ହେଉଥିବା ବିଶେଷ ସୂତ୍ରରୁ ଖବର ପାଇ କଣ୍ଟାବାଞ୍ଜି ପୋଲିସର ସ୍ୱତନ୍ତ୍ର ଟିମର ଅଧିକାରୀ ପଞ୍ଚାନନ୍ଦ ନେଗୀ ସହ ଗୋଟିଏ ଟିମ୍ ୮ ଜଣ ଦାଦନ ଶ୍ରମିକ ସହ ୫ ଛୋଟ ଛୁଆଙ୍କୁ ଉଦ୍ଧାର କରିଛି ।

ତେବେ କଣ୍ଟାବାଞ୍ଜି ରେଳଷ୍ଟେସନ୍ ନିକଟରୁ ଏହି ମାନଙ୍କୁ ଉଦ୍ଧାର କରାଯାଇଛି ବୋଲି ଥାନା ଅଧିକାରୀ ଗୋପାଳ ଚନ୍ଦ୍ର କର୍ଣ୍ଣ ସୂଚନା ଦେଇଛନ୍ତି । ଶ୍ରମିକ ମାନେ ସର୍ଦ୍ଦାରଙ୍କ ଠାରୁ ଅଗ୍ରୀମ ଟଙ୍କା ନେଇ ହାଇଦ୍ରାବାଦକୁ ଇଟା ଗଢିବା ପାଇଁ ଯିବା ଯୋଜନା କରିଥିଲେ । ଉଦ୍ଧାର ଦାଦନ ଶ୍ରମିକ ମାନେ ମୁରିବାହାଲ ଥାନା ସରଗୁଲ ଓ ପାଟଣାଗଡ ଥାନା ଖଲିପତର ଅଞ୍ଚଳର ବୋଲି ଜଣାପଡିଛି । ଏହି ଘଟଣାରେ ପୋଲିସ ଗୋଟିଏ ମାମଲା ୪୧୨/୨୦୨୫ ରୁଜୁ କରି ଦାଦନଙ୍କ ସହ ଉପସ୍ଥିତ ସର୍ଦ୍ଦାର ସୁଶୀଲ ବେଣ୍ଟକାରକୁ ଗିରଫ କରି ଅଧିକ ତଦନ୍ତ କରିବା ସହ କୋର୍ଟ ଚାଲାଣ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

Utkal Hospital Observes World Laboratory Professionals Week

April 26, 2026
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

April 26, 2026
ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

April 26, 2026
ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

Utkal Hospital Observes World Laboratory Professionals Week

April 26, 2026
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version