• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପାରଳାଖେମୁଣ୍ଡି ପୋଲିସର ସଫଳତା ୫ ଲକ୍ଷ ଟଙ୍କାର ଚୋରି ଅଳଙ୍କାର ଉଦ୍ଧାର : ୪ ଜଣ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
November 20, 2025
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ପୋଲିସର ସଫଳତା ୫ ଲକ୍ଷ ଟଙ୍କାର ଚୋରି ଅଳଙ୍କାର ଉଦ୍ଧାର : ୪ ଜଣ ଗିରଫ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସକୁ ମିଳିଛି ବଡ ସଫଳତା l ଚୋରି ୫ ଲକ୍ଷ ଟଙ୍କା ମୂଲ୍ୟର ସୁନା ଓ ରୂପା ଅଳଙ୍କାରକୁ ଉଦ୍ଧାର କରିବା ସ‌ହ ଏଥିରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରି କୋୖର୍ଟକୁ ଚାଲାଣ କରାଯାଇଥିବା ସୂଚନା ମିଳିଛି । ଗିରଫ ଅଭିଯୁକ୍ତ ହେଲେ ରାଣୀପେଣ୍ଠ ଗ୍ରାମର ଜି. ଲକ୍ଷ୍ମୀନାରାୟଣା ରାଓ (22). ଦାନାନା ଗଣେଶ (୨୫), ମିଶାଲା ବିବେକ (୨୭) ଏବଂ ପାରଳାଖେମୁଣ୍ଡି ସହରର କଣ୍ଡରା ସାହିର କିରଣ ଧବାଲ୍ (୨୦) ବୋଲି ଜଣା ପଡିଛି l

ଘଟଣାରୁ ପ୍ରକାଶ, ଚଳିତ ମାସ ୧୦ ତାରିଖରେ ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ରାଣୀପେଣ୍ଠ ଗ୍ରାମର ପି ଚିନ୍ନପାଡୁ ନାମକ ଜଣେ ବ୍ୟକ୍ତିଙ୍କ ଘରେ କିଛି ଦୁର୍ବୃତ୍ତ ପଶିଥିଲେ। ଆଲମିରା ତାଲା ଭାଙ୍ଗି ୨ ତୋଳା ସୁନାର ଗହଣା, ୫୦ ତୋଳାରୁ ଅଧିକ ରୁପା ଗହଣା ସହ ନଗଦ ୨୫ ହଜାର ଟଙ୍କା ଚୋରି କରିଥିବା ନେଇ ପାରଳା ଥାନାରେ ଅଭିଯୋଗ ହୋଇଥିଲା. ଏହାପରେ ପାରଳାଖେମୁଣ୍ଡି ଥାନାରେ ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା l

ତଦନ୍ତ ସମୟରେ, ତଦନ୍ତକାରୀ ଅଫିସର ଘଟଣାସ୍ଥଳକୁ ଯାଇ ସିସିଟିଭି ଫୁଟେଜ ଯାଞ୍ଚ କରିଥିଲେ ଏବଂ ଘର ଚାରିପାଖର ଫୁଟେଜ ବିଶ୍ଳେଷଣ କରି ଦୁର୍ବୃତ୍ତଙ୍କ ପରିଚୟ ଜାଣିପାରିଥିଲେ l ମୁଖ୍ୟ ଦୁର୍ବୃତ୍ତଙ୍କୁ ଧରି ପୁଲିସ ପଚରାଉଚରା କଲାପରେ ସେ ଦୋଷ ସ୍ଵୀକାର କରି ତାଙ୍କ ସହଯୋଗୀଙ୍କ ନାମ ପ୍ରକାଶ କରିଥିଲେ I ଚୋରି ହୋଇଥିବା ସୁନା ଓ ରୂପା ଗହଣା ଅଭିଯୁକ୍ତ ମାନଙ୍କଠାରୁ ଜବତ କରାଯାଇଛି । ଜବତ ସାମଗ୍ରୀର ମୋଟ ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କା ହେବ ବୋଲି କୁହାଯାଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

August 25, 2026
ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ

ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରଦ୍ଧାବର୍ଷିକ ପାଳିତ : ଅଞ୍ଚଳର ବିକାଶ ପୁରୁଷ ଥିଲେ : ସାଂସଦ

ଲଗାଣ ବର୍ଷାରେ ଗ୍ରାମାଞ୍ଚଳ ର ବିଭିନ୍ନ ରାସ୍ତା କେନାଲ ଧୋଇଗଲା : ମାତି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

August 25, 2026
ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ

ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ

August 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version