• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲୀଶ୍ରୀ ମେଳା, କୃଷି ଯନ୍ତ୍ରପାତି ମେଳା ଓ ପୁସ୍ତକ ମେଳା -୨୦୨୫

Proprietor Abhimanyu Maharana by Proprietor Abhimanyu Maharana
November 23, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲୀଶ୍ରୀ ମେଳା, କୃଷି ଯନ୍ତ୍ରପାତି ମେଳା ଓ ପୁସ୍ତକ ମେଳା -୨୦୨୫
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଅପରାହ୍ନ ୪.୦୦ ଘଣ୍ଟା ସମୟରେ ଜିଲ୍ଲା ପରିଷଦ ସଭାଗୃହ (ସୃଜନ) ଠାରେ ନୟାଗଡ଼ ଜିଲ୍ଲା ମହୋତ୍ସବ ଉପଲକ୍ଷେ ଏକ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ବିଧାୟକ, ନୟାଗଡ଼ ଡଃ ଅରୁଣ କୁମାର ସାହୁ ମାନ୍ୟବର ବିଧାୟକ ଖଣ୍ଡପଡ଼ା ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ସ୍ବାଇଁ ମାନ୍ୟବର ବିଧାୟକ , ଦଶପଲ୍ଲା, ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ବେହେରା ସମ୍ମାନୀୟ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଇଂ ଦେବାଶିଷ ପଟ୍ଟନାୟକ ଜିଲ୍ଲାପାଳ, ଅକ୍ଷୟ ସୁନିଲ ଅଗ୍ରୱାଲ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ,ଅତିରିକ୍ତ ଜିଲ୍ଲାପାଳ,ସାଧାରଣ ରୋଜିନା ଦାସ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ, ବିଜୟାନନ୍ଦ ନାୟକ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଉପ-ଜିଲ୍ଲାପାଳ, କର୍ଣଦେଵ ସମାଦାର ପ୍ରମୁଖ ଏଥିରେ ଯୋଗ ଦେଇଥିଲେ । ଏବର୍ଷ ନୟାଗଡ଼ ଜିଲ୍ଲା ମହୋତ୍ସବ ଡିସେମ୍ବର ମାସ ୨୪ ତାରିଖରେ ଆରମ୍ଭ ହୋଇ ପାଞ୍ଚ ଦିନ ଧରି ନୟାଗଡ଼ ‌ଷ୍ଟାଡିଅମ ରେ ଚାଲୁ ରହିବ । ‌ଜିଲ୍ଲାପାଳ, ଅକ୍ଷୟ ସୁନିଲ ଅଗ୍ରୱାଲ ଏଥିରେ ଅଧ୍ୟକ୍ଷତା କରିଥିଲେ। ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ସ୍ୱାଗତ ଭାଷଣ ରଖିଥିଲେ। ପୁର୍ଵ‌ବର୍ଷର ପ୍ରୋସିଡିଙ୍ଗ ଉପସ୍ଥାପନା କରିଥିଲେ ମୂଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ, ଲଗ୍ନଜିତ ରାଉତ।

ସମସ୍ତ କମିଟି ବିଷୟରେ ଆଲୋଚନା କରାଯାଇଥିଲା । ଏହାକୁ କିପରି ‌ସରଶ ସୁନ୍ଦର କରାଯାଇପାରିବ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନଙ୍କୁ ଦାୟିତ୍ଵ ନ୍ୟସ୍ତ କରାଗଲା। ବୈଠକରେ ଉପସ୍ଥିତ ବିଭିନ୍ନ ମତାମତ ପରବର୍ତ୍ତୀ ସମୟରେ ଆଲୋଚନା କରାଯାଇ କାର୍ଯ୍ୟକାରୀ କରିବାକୁ ମଞ୍ଚାସିନ ଅତିଥି ମାନେ ମତବ୍ୟକ୍ତ କରିଥିଲେ । ମାନ୍ୟବର ବିଧାୟକ ନୟାଗଡ଼ କହିଲେ ଜିଲ୍ଲା ‌ ମହୋତ୍ସବ ରେ ବିଭିନ୍ନ କମିଟିର ସଦସ୍ୟ ମାନଙ୍କୁ ଇନଭଲଭ ନିୟୋଜିତ କରିବା ‌ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ ।

ସେହିପରି ମାନ୍ୟବର ବିଧାୟକ, ଦଶପଲ୍ଲା ଭାଇଚାରାର ମହୋତ୍ସବ ହେଉଛି ଜିଲ୍ଲା ମହୋତ୍ସବ ‌ବୋଲି ମତବ୍ୟକ୍ତ କରିଥିଲେ। ମାନ୍ୟବର ବିଧାୟକ, ଖଣ୍ଡପଡ଼ା ମଧ୍ୟ ସହଯୋଗ ପୁର୍ଣ୍ଣ ମାତ୍ରା ରେ ରହିବ ‌ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନନୀୟ ଜିଲ୍ଲାପାଳ ସମସ୍ତ ଙ୍କ ସହାୟତାରେ ପୁର୍ବ ବର୍ଷ ଭଲ ହୋଇଥିଲା ଏବର୍ଷ ଆହୁରି ଭଲ ଭାବେ କରିବା ପାଇଁ ସହଯୋଗ ମାଗିଥିଲେ । ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ  ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୁଦ୍ଧିଜୀବୀ, ସ୍ୱେଚ୍ଛାସେବୀ ସଂଗଠନ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version