• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଣସ୍ତରୀତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଯୋଗାସନ ପ୍ରତିଯୋଗିତା-୨୦୨୫-୨୬ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
November 26, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ଅଣସ୍ତରୀତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଯୋଗାସନ ପ୍ରତିଯୋଗିତା-୨୦୨୫-୨୬ ଉଦଘାଟିତ
Share on FacebookShare on TwitterWhatsapp

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ବିଦ୍ୟାଳୟ ଗଣଶିକ୍ଷା ବିଭାଗ ଓଡ଼ିଶା ସରକାରଙ୍କ ତରଫରୁ ଅଣସ୍ତରୀତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ପୋଗାସନ ପ୍ରତିଯୋଗିତା -୨୦୨୫- ୨୬ ଜଗନ୍ନାଥପଲ୍ଲୀ ଉଚ୍ଚ ବିଦ୍ୟାଳୟ ଏମଭି – ୭ ଠାରେ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଉଦଘାଟନି ସଭାରେ ମୁଖ୍ୟଅତିଥି ଭାବରେ ଲୋକସଭା ସାଂସଦ ବଳଭଦ୍ର ମାଝୀ , ମାଲକାନଗିରି ବିଧାୟକ ନରସିଂହ ମାଡକାମୀ , ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲୋ, ଶାରୀରିକ ଶିକ୍ଷା ସହକାରୀ ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ପରିଡ଼ା, ପୂର୍ବତନ ଯୁଗ୍ମ ନିର୍ଦେଶକ ସପନ କୁମାର ଜେନା, ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ଜିଲ୍ଲା କ୍ରୀଡ଼ା ଅଧିକାରୀ ମୁନା ତୁରୁକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ,ଅତିରିକ୍ତ ଶିକ୍ଷା ଅଧିକାରୀ ଭାଗୀରଥି ବେହେରା, ଅଶୋକ କୁମାର ପରିଡ଼ା, ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ କାର୍ତ୍ତିକ ଚନ୍ଦ୍ର ବେହେରା ଉପସ୍ଥିତ ଥିଲେ ।

ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ ସଭାର ସଭାପତିତ୍ବ କରିଥିଲେ । ଅତିଥି ପରିଚୟ ପରେ ପ୍ରଭୂ ଜଗନ୍ନାଥଙ୍କ ପାଖରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଵଳନ କରାଯାଇ ଥିଲା । ପରେ ରାଜ୍ୟରୁ ଆସିଥିବା ପ୍ରତିଭାଗୀଙ୍କ ଦ୍ୱାରା ଜିଲ୍ଲା ୱାରୀ ମାର୍ଚ୍ଚପାଷ୍ଟ ହୋଇଥିଲା । ମଶାଲ ପ୍ରଜ୍ବଳନ ପରେ ବିଦ୍ଯାଳୟର ଛାତ୍ରୀ ମାନେ ସ୍ୱାଗତ ସଙ୍ଗୀତ ଗାନ ଓ ଅଭିନୟ କରିଥିଲେ । ସହକାରୀ ନିର୍ଦ୍ଦେଶକ ଶ୍ରୀ ପରିଡ଼ା ବାର୍ଷିକ ବିବରଣୀ ପାଠ କରିଥିଲେ । ଜିଲ୍ଲାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଅଂଚଳ ପାଇଁ ସୌଭାଗ୍ୟର ବିଷୟ ବୋଲି ଅତିଥି ମାନେ ପ୍ରକାଶ କରିଥିଲେ । ନିରୋଗ ପାଇଁ ଯୋଗ ଏକ ମାଧ୍ୟମ ଏହା ଦ୍ୱାରା ପିଲାଙ୍କର ସର୍ବାଙ୍ଗୀନ ବିକାଶ ହେବା ସହ ଛୋଟ ବେଳୁ କ୍ରୀଡ଼ା କ୍ଷେତ୍ରରେ ପିଲାଙ୍କ ଭିତ୍ତି ସ୍ଥାପନ ହେବ ।

ଅଲମ୍ପିକ କ୍ରୀଡ଼ାରେ ପିଲାଙ୍କୁ ଭାଗ ନେବା ପାଇଁ କେହି ରୋକି ପାରିବେ ନାହିଁ ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ । ଏହି ସଭାରେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଜଗନ୍ନାଥ ବେହେରା, ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷାଧିକାରୀ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଏ ଇଶ୍ଵର ରାଓ ପ୍ରମୁଖ ଉପସ୍ଥିତ ଥିଲେ। ପରେ ମୁଖ୍ୟ ଅତିଥିଙ୍କ ଦ୍ୱାରା କ୍ରୀଡ଼ା ପତାକା ଉତ୍ତୋଳନ କରାଯାଇ ଅଣସ୍ତରୀତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଯୋଗାସନ ପ୍ରତିଯୋଗିତା-୨୦୨୫-୨୬ ଆନୁଷ୍ଠାନିକ ଘୋଷଣା କରିଥିଲେ । ସମୂହ ଶପଥ ପାଠ ପରେ ସ୍ଥାନୀୟ ବିଦ୍ୟାଳୟ ମାନଙ୍କ ଦ୍ୱାରା ଅତିଥି ମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ସଭାକୁ ଶେଷରେ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀ ରାଓ ଧନ୍ୟବାଦ ଅର୍ପଣ କରିଥିଲେ। ସମବେତ ଜାତୀୟ ସଂଗୀତ ଗାନ ପରେ ସଭାପତି ସଭା ସାଙ୍ଗ କରିଥିଲେ । ଠିକ୍ ପାଞ୍ଚଟା ତିରିଶ ମିନିଟ ସମୟରେ ପତକା ଅବତ୍ତୋଳନ ହୋଇଥିଲା, ପରେ ଅପରାହ୍ନ ଛଅ ଘଟିକା ସମୟରେ ପ୍ରତିଭାଗୀ ମାନଙ୍କର ସଂଧ୍ୟା ଜଳପାନ ବିରତି ହୋଇଥିଲା, ଜଳପାନ ପରେ ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version