• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଗଜପତି ଷ୍ଟାଡିୟମରେ ରୋଟାରୀ କ୍ଲଵ ଅଫ ବ୍ରହ୍ମପୁର ଇଷ୍ଟ ତରଫରୁ ଦିବ୍ୟାଙ୍ଗଙ୍କ ପାଇଁ ମାଗଣା କୃତ୍ରିମ ଅଙ୍ଗ ପ୍ରତିରୋପଣ ଶିବିର

Proprietor Abhimanyu Maharana by Proprietor Abhimanyu Maharana
November 28, 2025
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ପାରଳାଖେମୁଣ୍ଡି ଗଜପତି ଷ୍ଟାଡିୟମରେ ରୋଟାରୀ କ୍ଲଵ ଅଫ ବ୍ରହ୍ମପୁର ଇଷ୍ଟ ତରଫରୁ ଦିବ୍ୟାଙ୍ଗଙ୍କ ପାଇଁ ମାଗଣା କୃତ୍ରିମ ଅଙ୍ଗ ପ୍ରତିରୋପଣ ଶିବିର
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ରୋଟାରୀ କ୍ଲଵ ଅଫ ବ୍ରହ୍ମପୁର ଇଷ୍ଟ ଆନୁକୂଲ୍ୟରେ ତଥା ବିଜୁ ମହାବୀର ଜୟପୁର ଫୁଟ ସେଣ୍ଟର, ଖୋର୍ଦ୍ଧାଙ୍କ ସହାଭାଗୀତା ଏବଂ ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନ କ୍ଷମ ସଶକ୍ତିକରଣ ବିଭାଗ ସହାୟତାରେ ଦିବ୍ୟାଙ୍ଗମାନଙ୍କ ପାଇଁ କୃତ୍ରିମ ଅଙ୍ଗ ପ୍ରତିରୋପଣ ଶିବିର ଆୟୋଜିତ ହୋଇଯାଇଛି l ଗତ ସୋମବାର ଠାରୁ ଆରମ୍ଭ ହୋଇଥିବା ଏହି ଶିବିରକୁ ଜିଲ୍ଲା ଏଡିଏମ ଫାଲ୍ଗୁନୀ ମାଝୀ ଉଦ୍ଘାଟନ କରିଥିଲେ l

ସମ୍ମାନିତ ଅତିଥି ରୂପେ ଜିଲ୍ଲା ଡ଼ିଏସଏସ ଉତ୍ସରଗୀତା ବଡ଼ ରଇତ ଯୋଗ ଦେଇ ରାଜ୍ୟ ସରକାରଙ୍କ ଏହି ଜନହିତ୍କାରୀ ଯୋଜନାକୁ ବ୍ରହ୍ମପୁର ରୋଟୀରୀ ଇଷ୍ଟ ସଫଳତାର ସହ ପରିଚାଳନା କରି ଜନ ଆଦୃତ ଲାଭ କରିଥିବାରୁ ପ୍ରଶଂସା କରିଥିଲେ l ରୋଟାରୀ ଜିଲ୍ଳା 3262 ର କୃତିମ ଅଙ୍ଗ ପ୍ରତିରୋପଣ ଚେୟାରମ୍ୟାନ ଅଜିତ କୁମାର ପୃଷ୍ଟି ଶିବିରର ବିବରଣୀ ଦେଇ ପ୍ରକାଶ କରିଥିଲେଯେ ରୋଟାରୀ ଈଷ୍ଟର ଉଦ୍ୟମ କ୍ରମେ ନୟାଗଡ, ସୁନ୍ଦରଗଡ଼ ଏବଂ ଗଞ୍ଜାମ ଜିଲ୍ଲାରେ ଏହି ଭଳି ଶିବୀର ଆୟୋଜିତ ହେବାପରେ ଗଜପତି ଜିଲ୍ଲା ଦିବ୍ୟାଙ୍ଗ ମାନଙ୍କୁ ଏହି ସୁବିଧା ଯୋଗାଇ ଦିଆ ଯାଉଛି l

ହାତ, ଗୋଡ଼ କଟି ଯାଇଥିବା ଦିବ୍ୟାଙ୍ଗଙ୍କୁ କୁତ୍ରିମ ଅଙ୍ଗ, ଆଶା ବାଡ଼ି, କାଲିପର, ଶ୍ରବଣ ବାଧିତଙ୍କୁ ଶ୍ରବଣ ୟନ୍ତ୍ର ପ୍ରଭୃତି କୃତ୍ରିମ ଅଙ୍ଗ ରୋପଣ କରାଯିବ l ଏହି ଶିବର ପରଚଳନା ଓ ଅଙ୍ଗ ସଂସ୍ଥାପନ ପାଇଁ ଦିବ୍ୟଜ୍ଞାନ ବେଉରାଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ସଫଳତାର ସହ ଚାଲୁ ରହିଛି l ଆଗାମୀ 27 ତାରିଖ ପର୍ଯ୍ୟନ୍ତ ଶିବିର ପରିଚାଳନା ପାଇଁ ପ୍ରସ୍ତାବ ରହିଥିବା ବିଷୟ ଚେୟାରମ୍ୟାନ ପୃଷ୍ଟିଙ୍କ ଠାରୁ ପ୍ରକାଶ l ଉଦ୍ଘାଟନ ଦିବସରେ ରୋଟାରୀ ଇଷ୍ଟର ପୂର୍ଵତନ ସଭାପତି ଅସିତ ଦତ୍ତ, ସୁଧାଂଶୁ ଶେଖର ଖଡ୍ଗରାୟ ସନ୍ତୋଷ ତ୍ରିପାଠୀ, ଭିକାରୀ ଚରଣ ସାହୁ ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l

ଦ୍ଵିତୀୟ ଦିବସରେ କ୍ଳବର ସମ୍ପାଦକ ଅଶ୍ୱିନୀ ପାତ୍ର, ପୂର୍ଵତନ ସଭାପତି କାମରାଜୂ ମହାରଣା, ପ୍ରତ୍ୟୁଷ ଦାଶ, ଶାନ୍ତନୁ ପାତ୍ର ଯୋଗଦେଇ ଶିବୀର ପରିଚାଳନାରେ ସହଯୋଗ କରିଥିଲେ l ଶିବିରରେ ଦିବ୍ୟାଙ୍ଗ ଉପଭୁକ୍ତାଙ୍କୁ ସହଯୋଗ କରିବା ପାଇଁ ସ୍ଥାନୀୟ ସତ୍ୟସାଇ ସେବା ଦଳର ସ୍ବେଛାସେବୀ ଅଂଶୁମାନ ପାଢ଼ୀ,ପ୍ରବୀଣ, ବାମେୟା ରେଡ଼ି, ସୁଦର୍ଶନ ମହାରଣା, ଜି. ରବି ଏବଂ ସମର୍ଥ ଅନୁଷ୍ଠାନର ସରୋଜିନୀ ରଇତ, ଗୁରୁବାରୀ ଗମାଙ୍ଗ ଓ ସନ୍ତୋଷ କୁମାର ମହାରଣା ପ୍ରମୁଖ ସକ୍ରିୟ ଭୂମିକା ଗ୍ରହଣ କରୁଛନ୍ତି l ଏହି ଭଳି ଶିବିର ଆୟୋଜିତ ହୋଇଥିବା ଯୋଗୁଁ ଉପଭୋକ୍ତାମାନେ ଖୁସୀ ବ୍ୟକ୍ତ କରିଛନ୍ତି ଏବଂ ଜିଲ୍ଲାବାସୀ ପ୍ରଶଂସା କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version