• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: କାର୍ଯ୍ୟଛାଡ ଆନ୍ଦୋଳନ କଲେ ସ୍ବାସ୍ଥ୍ୟକର୍ମୀ, ଅଟକିଲା ଟିକାକରଣ

Proprietor Abhimanyu Maharana by Proprietor Abhimanyu Maharana
November 28, 2025
in ଓଡ଼ିଶା, ପୁରୀ, ହୋମ୍
0
ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: କାର୍ଯ୍ୟଛାଡ ଆନ୍ଦୋଳନ କଲେ ସ୍ବାସ୍ଥ୍ୟକର୍ମୀ, ଅଟକିଲା ଟିକାକରଣ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସୋନପୁର ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀ (ଏଏନଏମ)ବୁଲିଦେଇ ସାହୁଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ବାଟୁଳି ଖଡା ରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ବ୍ଲକ ଅଞ୍ଚଳର ଅନ୍ୟ ୨୫ ପଞ୍ଚାୟତରେ ଥିବା ଉପସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀମାନେ ଏହାର ଘୋର ନିନ୍ଦା କରିବା ସହ ପ୍ରତିବାଦ ଜଣାଇ କାର୍ଯ୍ୟଛାଡ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ବୁଧବାର ରହିଥିବା ଟିକାକରଣ କାର୍ଯ୍ୟକୁ ବନ୍ଦ ରଖିଥିଲେ। ଫଳରେ ଶିଶୁ, ଗର୍ଭବତୀ ଓ ପ୍ରସୂତୀଙ୍କୁ ଟିକାକାରଣରେ ବାଧାପ୍ରାପ୍ତ ହୋଇଛି ।

କାର୍ଯ୍ୟବନ୍ଦ ସମ୍ପର୍କରେ ମହିଳା ସ୍ବାସ୍ଥ୍ୟକର୍ମୀ ମାନେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟକୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି । ସେଥିରେ ସେମାନେ ଉଲ୍ଲେଖ କରିଛନ୍ତି ଯେ ସରକାରୀ କାର୍ଯ୍ୟରେ ରହିଥିବା ବେଳେ ସୋନପୁର ପଞ୍ଚାୟତ ମହିଳା ସ୍ବାସ୍ଥ୍ୟକର୍ମୀ ବୁଲିଦେଇ ସାହୁଙ୍କୁ ଆକ୍ରମଣ କରାଯାଇଛି । ସେ ଗୁରୁତର ହୋଇ ଏମ୍ସରେ ଚିକିତ୍ସାଧୀନ ରହିଛନ୍ତି ।

ସରକାର ତାଙ୍କର ସମସ୍ତ ଖର୍ଚ୍ଚ ବହନ କରିବା ସହ ତାଙ୍କ ପରିବାରର ଦାୟିତ୍ୱ ନେବାକୁ କୁହାଯାଇଛି। ସେହିପରି ଯେଉଁ ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି ତାଙ୍କ ବିରୋଧରେ ମଧ୍ୟ ଆଇନଗତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଦାବିରେ ଉଲ୍ଲେଖ କରାଯାଇଛି। ସେହିପରି କାର୍ଯ୍ୟରତ ସମସ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ସରକାର ନୂଆ ନିୟମ ଆଣିବାକୁ ସେମାନେ ଦାବି କରିବା ସହ ଅନିର୍ଦ୍ଦିଷ୍ଟକାଳ କାର୍ଯ୍ୟବନ୍ଦ ଆନ୍ଦୋଳନ ପାଇଁ ସେମାନେ ଲିଖିତ ଜଣାଇଛନ୍ତି ।

ତାଙ୍କ ଦାବି ପୂରଣ ନ ହେବା ଯାଏ ଏଭଳି ଆନ୍ଦୋଳନ ଚାଲିବ ବୋଲି କହିଛନ୍ତି। ମହିଳା ସ୍ବାସ୍ଥ୍ୟକର୍ମୀ ଶୋଭାଯାତ୍ରାରେ ବାହାରି ଆହତ ହୋଇଥିବା ବୁଲିଦେଇ ସାହୁଙ୍କ ଆହତ ଚିତ୍ର ରହିଥିବା ବ୍ୟାନର ଧରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଇନଚାର୍ଜଙ୍କ ସମେତ ଦାରିଙ୍ଗବାଡି ଥାନା, ବିଡ଼ିଓ, ତହସିଲଦାରଙ୍କ କାର୍ଯ୍ୟାଳୟକୁ ଯାଇ ଦାବିପତ୍ର ପ୍ରଦାନ କରିଥିବା ଜଣାପଡିଛି। ସେହିପରି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ, ବିଭାଗୀୟ ସଚିବ, ମନ୍ତ୍ରୀ ଆଦି ସମସ୍ତଙ୍କୁ ଚିଠି ମାଧ୍ୟମରେ ଜଣାଇଥିବା ମହିଳା ସ୍ବାସ୍ଥ୍ୟକର୍ମୀ ସଙ୍ଘର ବ୍ଲକ ସଭାନେତ୍ରୀ ବିଦେଶିନୀ ଦାସ, ନର୍ମଦା ମହାରଣା, ନିରୁପମା ପ୍ରଧାନ ପ୍ରମୁଖ କହିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version