• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏବର୍ଷ ଅବକାରୀ ରାଜସ୍ୱ ଆଦାୟ ଲକ୍ଷ୍ୟ ୯୭୫୩ କୋଟି ଟଙ୍କା

Proprietor Abhimanyu Maharana by Proprietor Abhimanyu Maharana
November 29, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଏବର୍ଷ ଅବକାରୀ ରାଜସ୍ୱ ଆଦାୟ ଲକ୍ଷ୍ୟ ୯୭୫୩ କୋଟି ଟଙ୍କା
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଚଳିତ ଆର୍ଥିକ ବର୍ଷରେ ଅବାକରୀ ରାଜସ୍ୱ ବାବଦରେ ସରକାର ୯୭୫୩ କୋଟି ୬୨ଲକ୍ଷ ଟଙ୍କା ପାଇବାର ଲକ୍ଷ୍ୟ ରଖିଛନ୍ତି । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ମନ୍ତ୍ରୀ ତାଙ୍କ ଉତ୍ତରରେ ଦର୍ଶାଇଛନ୍ତି ଯେ ୨୦୨୦-୨୧ ବର୍ଷରେ ରାଜ୍ୟରେ ଅବକାରୀ ରାଜସ୍ୱ ବାଦରେ ୫୪୦୦ କୋଟି ୨୧ଲକ୍ଷ ଟଙ୍କା ଆଦାୟ ହୋଇଥିବାବେଳେ ୨୦୨୪-୨୫ ବର୍ଷରେ ଏହି ପରିମାଣ ୧୧,୪୨୯ କୋଟି ୭୪ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ଚଳିତ ଆର୍ଥିକ ବର୍ଷରେ ସରକାର ଏ ବାବଦରୁ ୯୭୫୩ କୋଟି ୬୨ଲକ୍ଷ ଟଙ୍କା ପାଇବାର ଲକ୍ଷ୍ୟ ରଖିଛନ୍ତି ।ମନ୍ତ୍ରୀ ତାଙ୍କ ଉତ୍ତରର ଉଲ୍ଲେଖ କରିଛନ୍ତି ଯେ ଗତ ଆର୍ଥିକ ବର୍ଷରେ ଓଡିଶରେ ୮୪୦ ଲକ୍ଷ ବଲ୍କ ଲିଟର ଭାରତ ତିଆରି ବିଦେଶୀ ମଦ ବିକ୍ରି ହୋଇଥିବା ବେଳେ ଏଥିରୁ ରାଜ୍ୟ ବାହାରୁ ପାଖପାଖି ୬୪ଲକ୍ଷ ଲିଟର ମଦ ଆମଦାନୀ ହୋଇଥିଲା । ସେହିଭଳି ଗତ ବର୍ଷ ରାଜ୍ୟରେ ୧୬୭୮ ଲକ୍ଷ ବଲ୍କ ଲିଟର ବିୟର ବିକ୍ରି ହୋଇଥିବାବେଳେ ଏଥି ମଧ୍ୟରୁ ୨୪୬ ଲକ୍ଷ ବଲ୍କ ଲିଟର ରାଜ୍ୟ ବାହାରୁ ଆମଦାନୀ ହୋଇଥିଲା । ତେବେ ବିକ୍ରି ହେଉଥିବା ଦେଶୀ ମଦ ଓ ବାହାର ଭାଟି ମଦ ସବୁ ଓଡିଶାରେ ପ୍ରସ୍ତୁତ ହେଉଛି । ଗତ ଆର୍ଥିକ ବର୍ଷରେ ଓଡିଶରେ ୧୮୩ଲକ୍ଷ ଲିଟର ଦେଶୀମଦ ବିକ୍ରି ହୋଇଥିବାବେଳେ ୧୩୧୪ ଲକ୍ଷ ଲିଟର ବାହାରଭାଟି ମଦ ବିକ୍ରି ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

July 4, 2026
ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

July 4, 2026
NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

July 4, 2026
କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

July 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

July 4, 2026
ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

ରାଜ୍ୟରେ ଡାକ୍ତର ମାନଙ୍କ ଆନେ୍ଦାଳନ ପ୍ରସଙ୍ଗ

July 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version