• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ମାସିକ ସାରସ୍ୱତ ଆସରରେ କବି ରାଜେନ୍ଦ୍ର କିଶୋର ପଣ୍ଡା ଓ ସୁକାନ୍ତ ସୁବୁଦ୍ଧିଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ

Proprietor Abhimanyu Maharana by Proprietor Abhimanyu Maharana
November 29, 2025
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ମହାନଗର, ହୋମ୍
0
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ମାସିକ ସାରସ୍ୱତ ଆସରରେ କବି ରାଜେନ୍ଦ୍ର କିଶୋର ପଣ୍ଡା ଓ ସୁକାନ୍ତ ସୁବୁଦ୍ଧିଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ
Share on FacebookShare on TwitterWhatsapp

ଭୁବନେଶ୍ୱର  (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଓଡ଼ିଶା ସଚିବାଳୟ ଲେଖକ ପରିଷଦର ନଭେମ୍ବର ମାସର ସ୍ୱାରସ୍ବତ ଆସର ଲୋକସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନିକଟରେ ଇହଲୀଳା ସମ୍ବରଣ କରିଥିବା ପ୍ରଖ୍ୟାତ କବି ରାଜେନ୍ଦ୍ର କିଶୋର ପଣ୍ଡା ଓ ପରିଷଦର ପ୍ରତିଷ୍ଠାତା ସଦସ୍ୟ ତଥା ପୂର୍ବତନ ସଭାପତି ସୁକାନ୍ତ ସୁବୁଦ୍ଧିଙ୍କ ଅମର ଆତ୍ମାର ସଦଗତି ପାଇଁ ସମସ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରିଥିଲେ । ଜଣାଶୁଣା ଗାଳ୍ପିକା  ବିଜନବାଳା ପାଟଯୋଷି ସ୍ବର୍ଗତ ପଣ୍ଡାଙ୍କର ସ୍ମୃତି ଚାରଣ କଲାପରେ ତାଙ୍କ ସଂଯୋଜନାରେ ସ୍ୱର୍ଗତ ପଣ୍ଡାଙ୍କ ରଚିତ କବିତା ଶ୍ରଦ୍ଧାଞ୍ଜଳି ସ୍ୱରୂପ  ପଠନ କରାଯାଇଥିଲା ।

ପରେ ପରେ ସାଧାରଣ ସମ୍ପାଦକ ସଞ୍ଜୟ ଆନନ୍ଦ କୁମାର ତ୍ରିପାଠୀ ପରିଷଦର ପୂର୍ବତନ ସଭାପତି ସ୍ବର୍ଗତ ସୁବୁଦ୍ଧିଙ୍କ ସ୍ମୃତିଚାରଣ କରିବା ସହିତ ଲେଖକ ପରିଷଦ ପ୍ରତି ତାଙ୍କର ଅବଦାନ ସମ୍ପର୍କରେ ବିଶଦ ଆଲୋଚନା କରିଥିଲେ ।  ତାପରେ ସ୍ୱର୍ଗତ ସୁବୁଦ୍ଧିଙ୍କ ଲିଖିତ କବିତା ପାଠ କରାଯାଇଥିଲା । ପୂର୍ବତନ ଯୁଗ୍ମ ଶାସନ ସଚିବ ବନ୍ଦିତା ଦାଶ,ପୁଷ୍ପାଞ୍ଜଳି ବିଶୋୟୀ,ସଞ୍ଜୟ ଆନନ୍ଦ କୁମାର ତ୍ରିପାଠୀ ,ବିଜନବାଳା ପାଟଯୋଷି ,

ସୁଶାନ୍ତ ଧର ,ମୌସୁମୀ ଦାଶ , ରଶ୍ମିତା ମହାନ୍ତ ନିବେଦିତା ବେହେରା କବିତା ପାଠରେ ଅଂଶଗ୍ରହଣ କରିଥିଲେ ।  ସହଯୋଗ କରିଥିଲେ ସଚିବାଳୟ ସେବା ସଙ୍ଘର ଉପ ସଭାପତି ବିଜୟ ସ୍ୱରୂପ ପଣ୍ଡା  ।  ପ୍ରକାଶ ଥାଉକି ଓଡ଼ିଶା ସଚିବାଳୟ ଲେଖକ ୧୯୭୭ ମସିହାଠାରୁ ନିରନ୍ତର ଭାବେ ସାହିତ୍ୟର ପ୍ରଚାର ଓ ପ୍ରସାର କରି ଆସୁଅଛି ।  ନିୟମିତ ଭାବେ ମାସିକ ସାହିତ୍ୟ ସଭା ଆୟୋଜନ କରି ସଚିବାଳୟରେ କାର୍ଯ୍ୟ କରୁଥିବା ଲେଖକ / ଲେଖିକା ,ପାଠକ/ପାଠିକାଙ୍କୁ ଏକାଠି ବାନ୍ଧି ରଖିବାର ପ୍ରୟାସ ଜାରି ରଖିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version