ବାଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ବାଣପୁର ସ୍ଥିତ ନେହେରୁ ସେବା ସଂଘ ର କନକ ଭବନ ପରିସରରେ ବିଶ୍ଵ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସଭାରେ ସଂଘ ର ଉପାଧ୍ୟକ୍ଷ ତଥା ବାଲୁଗାଁ ମହାବିଦ୍ୟାଳୟ ର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ନନ୍ଦ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ ଭାବେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷ ମିଟୁ ନାୟକ, ମୁଖ୍ୟ ବକ୍ତା ଭାବେ ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଝରଣା ରାଣୀ ଓଝା,















