• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳା ମହୋଉତ୍ସବ କାଉଁରୀ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
December 9, 2025
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରାଜସୁନାଖଳା ମହୋଉତ୍ସବ କାଉଁରୀ ଉଦଘାଟିତ
Share on FacebookShare on TwitterWhatsapp

କଳା ସାହିତ୍ୟ, ସଂସ୍କୃତି, ଐତିହ୍ୟ, ଓ ଭାଇଚାରାକୁ ବିକଶିତ କରେ ମହୋତ୍ସବ

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ମହୋତ୍ସବ କମିଟିର ସଭାପତି ତଥା ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନଙ୍କ ଅଧକ୍ଷତାରେ ଏବଂ ମହୋତ୍ସବ କମିଟି ସମ୍ପାଦକ ଜୟେନ୍ଦ୍ର ବେହେରାଙ୍କ ଆବାହକତ୍ୱରେ ନୟାଗଡ଼ ଜିଲ୍ଲା ଜିଲ୍ଲା ଶିକ୍ଷା ଓ ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ପଡିଆରେ ସୋମବାର ଦିନ ୭ ତମ ବାର୍ଷିକ କାଉଁରୀ ମହୋତ୍ସବ ୨୦୨୫ ଉଦଘାଟିତ ହୋଇଯାଇଅଛି l

ଆଜି ପୂର୍ବାହ୍ନ ୧୧ଟାରେ ମହା ଆଡମ୍ବର ସହକାରେ ବିଶାଳ ମଶାଲ ଶୋଭାଯାତ୍ରା ରାଜସୁନାଖଳା ଗ୍ରାମ ପରିକ୍ରମା କରି ମହୋତ୍ସବ ମଣ୍ଡପରେ ମଶାଲ ସ୍ଥାପନ କରଯାଇଥିଲା ! ଉଦଘାଟନୀ ସନ୍ଧ୍ୟାରେ ବିଭିନ୍ନ ମନୋରଞ୍ଜନ ଧର୍ମୀ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା  l

ଏହି କାଉଁରୀ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧିକାରୀ ସୁବାଷ ଚନ୍ଦ୍ର ପଣ୍ଡା, ମୂଖ୍ୟବକ୍ତା ଭାବେ ମଣ୍ଡଳ ଉନ୍ନୟନ ଅଧିକାରୀ ମନେ।ଜ କୁମାର ନାୟକ ଓ ସମ୍ମାନୀତ ଅତିଥି ଭାବରେ ତହସିଲଦାର ଡ. ଆର୍ଯ୍ୟ କୁମାର ସର୍ବଦମନ, ଶରଣକୁଳ ଉପ ଖଣ୍ଡୀୟ ଆରକ୍ଷୀ ଅଧିକାରୀ ଦିପ୍ତୀକାନ୍ତ ପ୍ରଧାନ, ରଣପୁର ଥାନା ନିରୀକ୍ଷକ ଆଶିଷଦେବ ସାହୁ, ଶିକ୍ଷାବିତ ବିଜୟ କୁମାର ତ୍ରିପାଠୀ,

ସାମ୍ବାଦିକ ଶିବ ପ୍ରସାଦ ମହାପାତ୍ର ସମାଜ ସେବୀ ତଥା ଆଇନ ଜିବୀ ଶିବାରମ ମହାପାତ୍ର, ଯୁବ ଶିଳ୍ପପତି ସମ୍ବିତ କୁମାର ସାହୁ ଓ ସମାଜ ସେବୀ ସ୍ବର୍ଣ୍ଣ ପ୍ରକାଶ ରାଉତ ପ୍ରମୁଖ ଯୋଗଦେଇ ଜଗତର ନାଥ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ଫୁଲ, ଚନ୍ଦନ ଓ ପ୍ରଦୀପ ପ୍ରଜ୍ବଳନ କରି ଏହାକୁ ଶୁଭ ଉଦଘାଟନ କରିଥିଲେ l ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ସ୍ୱାଗତ ଭାଷଣ ଦେଇ ଅତିଥିପରିଚୟ ପ୍ରଦାନ କରିଥିଲେ l

ମହୋତ୍ସବ କମିଟିର ସମ୍ପାଦକ ଜୟେନ୍ଦ୍ର ବେହେରା ସମ୍ୱାଦକୀୟ ବିବରଣୀ ପଠନ କରିଥିଲେ l ରାଜସୁନାଖଳା କାଉଁରୀ ମହୋତ୍ସବ ସାଂସ୍କୃତିକ କମିଟିର କଳାକାରମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ l ରାଜ ସୁନାଖଳା ସଂସ୍କୃତି, ସାହିତ୍ୟ ଓ ଐତିହ୍ୟ ଉପରେ ମୁଖ୍ୟଅତିଥି ଅତିରିକ୍ତ ଆରକ୍ଷୀ ଅଧିକାରୀ ଶ୍ରୀ ସୁବାସ ଚନ୍ଦ୍ର ପଣ୍ଡା ଅଭିଭାଷଣ କହିଥିଲେ ।

ହଜାର ହଜାର ଦର୍ଶକ ଚଟପଟି ଖାଦ୍ୟର ମଜlଉଠାଇଥିଲେ। ଏହି ମହୋତ୍ସବ ଡିସେମ୍ବର ୮ରୁ ୧୨ତାରିଖ ପର୍ଯ୍ୟନ୍ତ ପାଞ୍ଚଦିନ ବ୍ୟାପୀ ଅନୁଷ୍ଠିତ ହେବ କିମିଟିର ସମ୍ପାଦକ ଶ୍ରୀ ବେହେରା ଗଣମାଧ୍ୟମ କୁ ସୂଚନା ଦେଇଥିଲେ । ପରିଶେଷରେ ମହୋତ୍ସବ କମିଟିର ସଭାପତି ଚିତ୍ତରଞ୍ଜନ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version