ଖୋର୍ଦ୍ଧା-ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ସ୍ଥାନୀୟ ଟାଉନହଲ ସ୍ରଷ୍ଟା ପରିସରରେ ତେଇଶି ତମ ପୁସ୍ତକମେଳା ଉଦଘାଟିତ ହୋଇଯାଇଛି l ପୁସ୍ତକ ମେଳା କମିଟିର କାର୍ଯ୍ୟକାରୀ ସଭାପତି ଜବାହରଲାଲ ସୁବୁଦ୍ଧିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଉଦଘାଟକ ଭାବେ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ ର ପ୍ରାକ୍ତନ କୁଳପତି ମେଜର କ୍ଷୀରୋଦ ପ୍ରସାଦ ମହାନ୍ତି ଯୋଗଦେଇ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।



© 2023 Odisha Taza News.