• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବସ ଚାପିଦେଲା : ଘଟଣା ସ୍ଥଳରେ ବାଇକ୍ ଆରୋହି ମୃତ

Proprietor Abhimanyu Maharana by Proprietor Abhimanyu Maharana
December 10, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବସ ଚାପିଦେଲା : ଘଟଣା ସ୍ଥଳରେ ବାଇକ୍ ଆରୋହି ମୃତ
Share on FacebookShare on TwitterWhatsapp

ବେଗୁନିଆ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ୧୬ ନମ୍ବର  ଜାତୀୟ ରାଜପଥ ଟାଙ୍ଗୀ ନିକଟସ୍ଥ  ବିନ୍ଧାଣିଆ ଠାରେ  ବାଇକ ଆରୋହୀଙ୍କ ଉପରେ ଚଢିଗଲା ଦ୍ରୁତଗାମୀ ବସ, ବାଇକ ଆରୋହୀ ଉପରେ ବସ ଚଢ଼ିଯିବା ଯୋଗୁଁ ଘଟଣା ସ୍ଥଳରେ ବାଇକ ଆରୋହୀ ଙ୍କର ମୁଣ୍ଡ ରୁ ଗଣ୍ଡି ହୋଇଗଲା ଅଲଗା ଭୟାବହ ଦୁର୍ଘଟଣା  ଫଳରେ ବାଇକ ଆରୋହୀଙ୍କର ଚାଲିଗଲା ପ୍ରାଣବାୟୁ  ମୃତ ବାଇକ ଆରୋହୀ ଙ୍କ ନାମ ସୁବ୍ରତ  ପ୍ରଧାନ, ୩୨ ବର୍ଷ ଘର,ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା କୁହୁଡି ଗ୍ରାମରେ ଯୁବକ ଜଣକ ଟାଙ୍ଗୀ ରୁ ବାଇକ ରେ ନିଜର ଜଣେ ବନ୍ଧୁଙ୍କ ସହ କୁହୁଡି ଅଭିମୁଖେ ଯାଉଥିବା ବେଳେ ପଛ ପଟୁ ପିଟିଥିଲା ଗୋଟିଏ ଦ୍ରୁତଗାମୀ ବସ ସୁବ୍ରତ ଙ୍କ ବନ୍ଧୁ ମଧ୍ୟ ଗୁରୁତର ହୋଇ ଟାଙ୍ଗୀ ରୁ ଭୁବନେଶ୍ୱର କୁ ସ୍ଥାନାନ୍ତର ହୋଇଛନ୍ତି  l

ଦୁର୍ଘଟଣା ଘଟାଇବା ପରେ ବସ ଦୁର୍ଘଟଣା ସ୍ଥଳରୁ  ଫେରାର ହୋଇ ଯାଇଥିଲା l ଖବର ପାଇ ଶତାଧିକ ଉତ୍ୟକ୍ତ ଲୋକ ବିନ୍ଧାଣିଆ ନିକଟରେ ରାସ୍ତା ଜାମ କରିଥିଲେ l ରାସ୍ତା ଜାମ  ରହିବା ଯୋଗୁଁ ୧୬ ନମ୍ବର ଜାତୀୟ ରାଜପଥ ର ଉଭୟ ପାର୍ଶ୍ୱ ରେ ସହ ସହ ଗାଡି  ମୋଟର ଅଟକି ରହିଥିଲା l ଫଳରେ ଦୁରଦୂରାନ୍ତର କୁ ଯାତ୍ରା କରୁଥିବା ଯାତ୍ରୀ ମାନେ ଜାତୀୟ ରାଜପଥ ରେ ହନ୍ତ ସନ୍ତ ହେଉଥିଲେ l

ଖବର ପାଇ ଟାଙ୍ଗୀ ଥାନା ଆଇ ଆଇ ସି  ରବିନ୍ଦ୍ର କୁମାର ଭୁଜବଳ  ସଦଳ ବଳେ ଘଟଣା ସ୍ଥଳରେ ପହଁଚି ଥିଲେ l ଘଟଣା ସ୍ଥଳରେ ପହଁଚି ଉତ୍ୟକ୍ତ ଲୋକଙ୍କୁ ବୁଝା ସୁଝା କରିବା ସହ ଶବ ଓ ବାଇକ ଜବତ କରିଥିଲେ l ଶବ ଓ ବାଇକ ଜବତ କରି ଉତ୍ୟକ୍ତ ଲୋକଙ୍କୁ ପ୍ରତିଶୃତି ଦେବା ପରେ ଜାତୀୟ ରାଜପଥ ରେ ଗାଡି ଚଳା ଚଳ ସ୍ୱାଭାବିକ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version