• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଜିଠାରୁ : ୟୁନାଇଟେଡ୍‍ ଆରବ ଏମିରେଟ୍‍ସ (ୟୁଏଇ)ରେ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ୧୩ଶ ସଂସ୍କରଣ ଖେଳାଯିବ

Proprietor Abhimanyu Maharana by Proprietor Abhimanyu Maharana
September 19, 2020
in Uncategorized, ଓଡ଼ିଶା, ଖେଳ, ଦେଶ, ବିଶ୍ଵ, ହୋମ୍
0
ଆଜିଠାରୁ : ୟୁନାଇଟେଡ୍‍ ଆରବ ଏମିରେଟ୍‍ସ (ୟୁଏଇ)ରେ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ୧୩ଶ ସଂସ୍କରଣ ଖେଳାଯିବ
Share on FacebookShare on TwitterWhatsapp

ମୁମ୍ବଇ ଇଣ୍ଡିଆନ୍ସ-ଚେନ୍ନଇ ସୁପର କିଙ୍ଗସ୍‌ ଉଦ୍‌ଘାଟନୀ ମ୍ୟାଚ

ଓଡ଼ିଶା ତାଜା ନ୍ୟୁଜ (୧୯ ସେପ୍ଟେମ୍ବର ଶନିବାର) ଭୁବନେଶ୍ୱର :- ଶନିବାରଠାରୁ ୟୁନାଇଟେଡ୍‍ ଆରବ ଏମିରେଟ୍‍ସ (ୟୁଏଇ)ରେ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ୧୩ଶ ସଂସ୍କରଣ ଖେଳାଯିବ । ୟୁଏଇର ୩ଟି ସହର ଦୁବାଇ, ଆବୁଧାବି ଓ ଶାରଜାରେ ଆସନ୍ତା ୫୩ ଦିନରେ ୬୦ଟି ମ୍ୟାଚ୍‍ ଖେଳାଯିବ । ୮ଟି ଫ୍ରାଞ୍ଚାଇଜି ଏହି ଟୁର୍ଣ୍ଣାମେଣ୍ଟ ଖେଳିବେ । ଆଇପିଏଲ୍‍ ହେଉଛି ବିଶ୍ୱର ସବୁଠାରୁ ଧନଶାଳୀ ତଥା ଲୋକପ୍ରିୟ ଟ୍ୱେଣ୍ଟି-୨୦ କ୍ରିକେଟ୍‍ ଲିଗ୍‍ । ବିଶ୍ୱର ୧୦ରୁ ଅଧିକ ଦେଶର ଖେଳାଳି ଏଥିରେ ଖେଳିବାକୁ ଯାଉଛନ୍ତି । ମରୁଭୂମିରେ ଘୂର୍ଣ୍ଣିଝଡ଼ ପରି ଆସନ୍ତା ୫୩ ଦିନରେ ଚୌକା ଓ ଛକାର ବର୍ଷା ଦେଖିବାକୁ ମିଳିବ । ସାରାବିଶ୍ୱ ମହାମାରୀ କରୋନା କବଳରେ ଥିବା ବେଳେ ବିଦେଶରେ ହେଉ ପଛେ; ଆଇପିଏଲ୍‍ ପରି ମେଗା ଟୁର୍ଣ୍ଣାମେଣ୍ଟ ଆୟୋଜନ କରିବା ବିସିସିିଆଇ ପାଇଁ ବହୁତ ବଡ଼ ଉପଲବ୍‍ଧି ।  

ଆଇପିଏଲ୍‍ର ସଫଳ ଆୟୋଜନ ବିଶ୍ୱରେ ଅନ୍ୟ କ୍ରୀଡ଼ା ପ୍ରତିଯୋଗିତା ପାଇଁ ମାର୍ଗଦର୍ଶକ ହେବ ବୋଲି କୁହାଯାଉଛି । ଇଂଲଣ୍ଡ ମାଟିରେ ୩ଟି ଦେଶ ବିପକ୍ଷରେ ଇଂଲଣ୍ଡ ଖେଳିବା ପରେ ବଡ଼ କ୍ରିକେଟ୍‍ ଟୁର୍ଣ୍ଣାମେଣ୍ଟ ଆୟୋଜନ କରିବାରେ ୟୁଏଇ ୨ୟ ଦେଶ ହେବ । ଶନିବାର ଗତବର୍ଷର ଦୁଇ ଫାଇନାଲିଷ୍ଟ ମୁମ୍ବଇ ଇଣ୍ଡିଆନ୍‍ସ ଓ ଚେନ୍ନଇ ସୁପର କିଙ୍ଗ୍‍ସ ମଧ୍ୟରେ ଉଦ୍‍ଘାଟନୀ ମ୍ୟାଚ୍‍ ଖେଳାଯିବ । ଆଇପିଏଲ୍‍ ଇତିହାସରେ ଏଦୁହେଁ ଦୁଇ ସଫଳ ଦଳ । ମୁମ୍ବଇ ସର୍ବାଧିକ ୪ ଥର ଆଇପିଏଲ୍‍ ଟ୍ରଫି ଜିତିଥିବା ଚେନ୍ନଇ ୩ ଥର ଏହି ସମ୍ମାନଜନକ ଟ୍ରଫି ଜିତିଛି। ଆଇପିଏଲ୍‍ ଇତିହାସରେ ପ୍ରଥମଥର ପାଇଁ ସଂସ୍କରଣ କେବଳ ଟିଭି ଦର୍ଶକଙ୍କ ପାଇଁ ଉଦ୍ଦିଷ୍ଟ ହେବ। କରୋନା ସଂକ୍ରମଣ ଯୋଗୁଁ ଷ୍ଟାଡିୟମ୍‍କୁ ଦର୍ଶକଙ୍କୁ ଛଡ଼ାଯିବ ନାହିଁ । କରୋନା ସଂକ୍ରମଣ ହେବା ପରେ ଦର୍ଶକଙ୍କ ପ୍ରଥମ ପସନ୍ଦ ଥିଲା ବଲିଉଡ୍‍ । ତେବେ ଶନିବାରରୁ ଆଇପିଏଲ୍‍ ହିଁ ହେବ ଟିଭି ଦର୍ଶକଙ୍କ ପ୍ରଥମ ପସନ୍ଦ । ଏଥର ଉଦ୍‍ଘାଟନୀ ଉତ୍ସବ ଅନୁଷ୍ଠିତ ହେବନାହିଁ କିମ୍ବା ବିଦେଶୀ ଚିଅରଗାର୍ଲ ଏଥିରେ ନାଚିବେନାହିଁ । ଫଳରେ ଆଇପିଏଲ୍‍ କିଛି ଚମକ ହରାଇବ ନିଶ୍ଚୟ ।

ହେଲେ କ୍ରିକେଟ୍‍ ଯାହା ଥିଲା;  ତାହା ରହିବ। ବିଦେଶରେ ଆଇପିଏଲ୍‍ ଆୟୋଜନ ହେବା କିଛି ନୂଆ କଥା ନୁହେଁ । ୨୦୦୯ରେ ସାଧାରଣ ନିର୍ବାଚନ ଯୋଗୁଁ ଦକ୍ଷିଣ ଆଫ୍ରିକାରେ ଆଇପିଏଲ୍‍ ଅନୁଷ୍ଠିତ ହୋଇଥିଲା । ୨୦୧୪ରେ ସମାନ କାରଣ ଯୋଗୁଁ ଆଇପିଏଲ୍‍ର ପ୍ରଥମାର୍ଦ୍ଧ ୟୁଏଇରେ ଆୟୋଜନ ହୋଇଥିଲା । ଚଳିତବର୍ଷ କେବଳ ଆଇପିଏଲ୍‍ର ଆୟୋଜନ ସ୍ଥଳ ବଦଳିନି, ନୂତନ ଟାଇଟଲ ପ୍ରାୟୋଜକ ଭାବେ ଡ୍ରିମ୍‍୧୧ର ଆବିର୍ଭାବ ଘଟିଛି । ଭାରତ-ଚୀନ୍‍ ତିକ୍ତତା ଯୋଗୁଁ ଟାଇଟଲ ପ୍ରାୟୋଜକ ଭିଭୋ ଓହରି ଯାଇଥିଲା । ଚଳିତବର୍ଷ ଆଇପିଏଲ୍‍ ମାର୍ଚ୍ଚ ୨୯ରୁ ଆରମ୍ଭହେବାର ଥିଲା । ତେବେ କରୋନା ସଂକ୍ରମଣ ଯୋଗୁଁ ଏହା ସ୍ଥଗିତ ହେବା ପରେ ୟୁଏଇରେ ଆୟୋଜନ ହେବାକୁ ଯାଉଛି ।  ତେବେ ଷ୍ଟୋକ୍‍ସ କେବେ ଦଳରେ ଯୋଗଦେବେ ; ତାହା କହିବା ଅସମ୍ଭବ । (ରିପୋର୍ଟ ରଶ୍ମିତା ମହାପାତ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version