• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦୁର୍ଗା ପୂଜା ; ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ନେଇ ରାଜ୍ୟ ସରକାରଙ୍କର ମାର୍ଗଦର୍ଶିକା ଜାରି – କଟକ

Proprietor Abhimanyu Maharana by Proprietor Abhimanyu Maharana
September 19, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ଦୁର୍ଗା ପୂଜା ; ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ନେଇ ରାଜ୍ୟ ସରକାରଙ୍କର ମାର୍ଗଦର୍ଶିକା ଜାରି – କଟକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ସେପ୍ଟେମ୍ବର ଶନିବାର) କଟକ :- କଟକ, କରୋନା ସଂକ୍ରମଣ ଦୃଷ୍ଟିରେ ରଖି ଶାରଦୀୟ ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ନେଇ ଗୁରୁବାର ରାଜ୍ୟ ସରକାର ଏକ ମାର୍ଗଦର୍ଶିକା ଜାରି କରିଥିଲେ । ଯେଉଁଥିରେ ପୂଜା ମଣ୍ଡପରେ ମାଆଙ୍କ ମୂର୍ତ୍ତିର ଉଚ୍ଚତା ୪ ଫୁଟରୁ ଅଧିକ ରହିବନି । ପୂଜା ମଣ୍ଡପର ୩ ପାର୍ଶ୍ବକୁ ଓ ଚତୁର୍ଥ ପାର୍ଶ୍ବ ଆଂଶିକ ବନ୍ଦ ନିର୍ଦ୍ଦେଶ ରହିଥିଲା । ଏନେଇ ବହୁ ପୂଜା କମିଟି ହାଇକୋର୍ଟଙ୍କ ଦ୍ବାରସ୍ଥ ହେବା ସହ ଜନସ୍ବାର୍ଥ ମାମଲା ଦାୟର କରିଥିଲେ । ମୂର୍ତ୍ତିର ଉଚ୍ଚତା ଓ ଆବଦ୍ଧ ମଣ୍ଡପକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ମାମାଲରେ ମୂର୍ତ୍ତି ତିଆରିର ସ୍ଥିତି ଜଣାଇବାକୁ ପୂଜା କମିଟିଗୁଡ଼ିକୁ ହୋଇକୋର୍ଟଙ୍କ ନିର୍ଦେଶ ଦେଇଛନ୍ତି ।

ମୂର୍ତ୍ତି ତିଆରିର ସ୍ଥିତି ଅନୁସାରେ ମୂର୍ତ୍ତିର ଉଚ୍ଚତାକୁ  ଅନୁମତି ମିଳିବ । ଡିସିପିଙ୍କୁ ଜଣାଇବା ପରେ ପୁଲିସ ପୂଜା ମଣ୍ଡପ ବୁଲି ଦେଖିବେ । କମିଟି ଆବେଦନ ଅନୁସାରେ ମୂର୍ତ୍ତିର ଉଚ୍ଚତା ପାଇଁ ଅନୁମତି ଦିଆଯିବ ।  ଦୁର୍ଗା ମୂର୍ତ୍ତିର ଉଚ୍ଚତା ସମ୍ପର୍କରେ କଟକ ଡିସିପିଙ୍କୁ ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆଜି ସନ୍ଧ୍ୟା ୭ଟା ସୁଦ୍ଧା କଟକ ଡିସିପିଙ୍କୁ ପୂଜା କମିଟିମନେ ମୂର୍ତ୍ତିର ଇଚ୍ଚାତା ବିଷୟରେ ଜଣାଇବେ ।  (କଟକ /ରିପୋର୍ଟ ରଶ୍ମିତା ମହାପାତ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version