• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ଡବଲ ଇଂଜିନ ସରକାରର ବିକାଶ ମଡେଲ ଉପରେ ଆସ୍ଥା ପ୍ରକଟ କରି ସମସ୍ତେ ବିଜେପି ମୁହାଁ : ମନମୋହନ ସାମଲ

Proprietor Abhimanyu Maharana by Proprietor Abhimanyu Maharana
December 11, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ରାଜ୍ୟରେ ଡବଲ ଇଂଜିନ ସରକାରର ବିକାଶ ମଡେଲ ଉପରେ ଆସ୍ଥା ପ୍ରକଟ କରି ସମସ୍ତେ ବିଜେପି ମୁହାଁ : ମନମୋହନ ସାମଲ
Share on FacebookShare on TwitterWhatsapp

ବିଜେଡି ଛାଡି ବାସୁଦେବପୁର କାଉନସିଲରଙ୍କ ସହ ବିଜେପିରେ ଯୋଗଦେଲେ ଜଗନ୍ନାଥ ପ୍ରସାଦର ପୂର୍ବତନ ସରପଂଚ ତଥା ଜିଲ୍ଲା ସାଧାରଣ ସମ୍ପାଦକ ଭାଗିରଥୀ ବଳ ଓ ଅନେକ ସଂଖ୍ୟାରେ ସରପଂଚ ଏବଂ ବିଜେଡି ନେତା ଆନୁଷ୍ଠନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି l

 ଭଦ୍ରକ ଜିଲ୍ଲା ବାସୁଦେବପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଲେ ରାଜ୍ୟ ସଭାପତି l

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ବିଜେପି ହେଉଛି ବିଶ୍ୱର ସବୁଠାରୁ ବଡ଼ ରାଜନୈତିକ ଦଳ । ଦେଶର ୨୧ ରାଜ୍ୟରେ ବିଜେପି ଏବଂ ଏନଡିଏର ସରକାର ଅଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ୧୨ବର୍ଷ ହେବ ଅତି ନିଷ୍ଠାର ସହ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି । ସାରା ବିଶ୍ୱ ଆଜି ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ନେତୃତ୍ୱକୁ ଗ୍ରହଣ କରିଛି । ଓଡ଼ିଶାବାସୀଙ୍କ ସହଯୋଗରେ ରାଜ୍ୟରେ ବିଜେପି ସରକାର ୧୭ ମାସ ପୂରଣ କରିଛି । ଓଡ଼ିଶାରେ ଏକାକୀ ସରକାର ଗଠନ କରିବା ଦିନରୁ ସଂକଳ୍ପପତ୍ରରେ ଯାହା ସବୁ ପ୍ରତିଶ୍ରୁତି ଦେଇଥିଲା ସେଥିରୁ ଅଧିକାଂଶ ବିଜେପି ପୂରଣ କରିସାରିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଦିନକୁ ବଢ଼ିଚାଲିଛି ।

ରାଜ୍ୟରେ ଡବଲ ଇଂଜିନ ସରକାରର ବିକାଶ ମଡେଲ ଉପରେ ଆସ୍ଥା ପ୍ରକଟ କରି ସମସ୍ତେ ଏବେ ବିଜେପି ମୁହାଁ । ଦଳର ବିଚାରଧାରା ଉପରେ ଅନୁପ୍ରାଣିତ ହୋଇ ବିଜେପିରେ ନୂତନ କାର୍ଯ୍ୟକର୍ତାଙ୍କ ଯୋଗଦାନ ବଢ଼ିବାରେ ଲାଗିଛି । ରାଜ୍ୟରେ ବିକାଶମୂଳକ କାର୍ଯ୍ୟକୁ ତ୍ୱରାନିତ କରି ଓଡ଼ିଶାର ମୌଳିକ ସମସ୍ୟାର ସମାଧାନ ପାଇଁ ବିଜେପି କାର୍ଯ୍ୟ କରିବ । ଶିକ୍ଷା, ସ୍ୱାସ୍ଥ୍ର‌୍ୟ, ଗମନଗମନଠାରୁ ଆରମ୍ଭ କରି ରାଜ୍ୟର ସାମଗ୍ରିକ ବିକାଶ କରିବାକୁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ । ଭଦ୍ରକ ଜିଲ୍ଲା ବାସୁଦେବପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦଳର ସଂଗଠନ ଆହୁରୀ ଶକ୍ତିଶାଳୀ ହୋଇଯାଇଛି ।

ସଶକ୍ତ ସଂଗଠନ ଗଢି ତୋଳିବାର ଦାୟୀତ୍ୱ ଆମ ସମସ୍ତଙ୍କର ବୋଲି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି । ଏହି ଅବସରରେ ଭଦ୍ରକ ଜିଲ୍ଲା ବାସୁଦେବପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଜଗନ୍ନାଥ ପ୍ରସାଦ ପଂଚାୟତର ପୂର୍ବତନ ସରପଂଚ ତଥା ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ଭାଗିରଥୀ ବଳ ବିଜେଡି ଦଳ ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ଆଜି ବିଜେପିରେ ସାମିଲ ହୋଇଛନ୍ତି । ଶ୍ରୀ ବଳଙ୍କ ସମେତ ଭଦ୍ରକ ଜିଲ୍ଲା ବାସୁଦେବପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଗୋବିନ୍ଦପୁର ପଂଚାୟତର ସମିତିସଭ୍ୟ ଅର୍ଚ୍ଚନା ଜେନା,

ଅସିତ୍ ନାୟକ, ପୂର୍ବତନ ସରପଂଚ ପୀତବାସ ଖିଲାର; ଆନ୍ଦୋଳା ପଂଚାୟତର ସରପଂଚ କାମଦେବ ମଲ୍ଲିକ, ସମିତିସଭ୍ୟ ଶାନ୍ତିବାଳା ନାୟକ, ରଶ୍ମୀ ରଞ୍ଜନ ନାୟକ, ନାୟବ ସରପଂଚ ସୁଶାନ୍ତ ପରିଡା; ଜଗନ୍ନାଥ ପ୍ରସାଦ ପଂଚାୟତର ପୂର୍ବତନ ସମିତିସଭ୍ୟ ହରେକୃଷ୍ଣ ଦତ, ବିପିନି ମଲ୍ଲିକ, ସମିତିସଭ୍ୟ ଉର୍ମିଳା ପରିଡା, ନାୟବ ସରପଂଚ ଯୋଗେନ୍ଦ୍ର ଦାସ, ବିଜେଡି ପୂର୍ବତନ ଯୁବ ସଭାପତି ଅରୁଣ ନାୟକ, ପୂର୍ବତନ ଜିଲ୍ଲା ପରିଷଦ ମଞ୍ଜୁଲତା ବଳ; ବାସୁଦେବପୁର ମ୍ୟୁନିସିପାଲଟିର କାଉନସିଲର୍ ସୁଚିସ୍ମିତା ଗିରି, ଗରପଦା ଗିରି, ବଂଶୀଧର ବେହେରା, ନିରୋଦ ବେହେରା ପ୍ରମୁଖ ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି ।

ବିଜେପିର ଡବଲଇଞ୍ଜିନ ସରକାର ଗୋଟିଏ ପରେ ଗୋଟିଏ ବିକାଶମୂଳକ କାର୍ଯ୍ୟ କରିଚାଲିଛି । ବାସୁଦେବପୁରର ସ୍ୱାର୍ଥ ଏବଂ ବିକାଶ ପାଇଁ ବିଜେପିରେ ସାମିଲ ହେଲୁ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗଦେଇଛୁ ବୋଲି ଶ୍ରୀ ଭାଗିରଥୀ ବଳ କହିଛନ୍ତି ।

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ କରିଛନ୍ତି । ଏହି ଅବସରରେ ରାଜ୍ୟ ଉପସଭାପତି ଡ. ଯତୀନ ମହାନ୍ତି, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମହିଳାମୋର୍ଚ୍ଚା ସଭାନେତ୍ରୀ ଡ. ଐଶ୍ୱର୍ଯ୍ୟା ବିଶ୍ୱାଳ, ଭଦ୍ରକ ଜିଲ୍ଲା ସଭାପତି ଭଗବାନ ପଣ୍ଡା, ବାସୁଦେବପୁର ବିଧାୟକ ପ୍ରାର୍ଥୀ ବାଣୀକଲ୍ୟାଣ ମହାନ୍ତି ଓ ବାସୁଦେବପୁରର ଅନ୍ୟାନ୍ୟ କାର୍ଯ୍ୟକର୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version