• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ମେଡିକାଲ କଲେଜ ସ୍ଥାପନ ଦାବିକୁ ଅଧିକ କ୍ରିୟାଶୀଳ

Proprietor Abhimanyu Maharana by Proprietor Abhimanyu Maharana
December 12, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ମେଡିକାଲ କଲେଜ ସ୍ଥାପନ ଦାବିକୁ ଅଧିକ କ୍ରିୟାଶୀଳ
Share on FacebookShare on TwitterWhatsapp

ନୟାଗଡ   (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ନୟାଗଡ ଜିଲ୍ଲାର ସଦର ମହକୁମାରେ ନୟାଗଡ ମେଡିକାଲ କଲେଜ ସ୍ଥାପନ ଦାବିକୁ ଅଧିକ କ୍ରିୟାଶୀଳ କରିବାପାଇଁ ନୟାଗଡ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ଗଠନ କରାଯାଇଛି । ସ୍ଥାନୀୟ ନିଳମାଧବ କଲ୍ଯାଣ ମଣ୍ଡପ ଠାରେ ଆହୁତ ଏହି ବୈଠକରେ ଜିଲ୍ଲାର ବିଭିନ୍ନ ବ୍ଲକର ଶତାଧିକ ବୁଦ୍ଧିଜୀବୀ , ବରିଷ୍ଠ ନାଗରିକ , ବସ୍ ଆସୋସିଏସନ ସଦସ୍ଯ, ବଣକସଂଘ ସଦସ୍ଯ , ରୋଟାରିଆନ , ଟ୍ରେଡ୍ ୟୁନିଅନ୍ ସଦସ୍ଯ , ସାମ୍ବାଦିକ ଏବଂ ବିଭିନ୍ନ ରାଜନୈତିକ ଦଳର ବ୍ଯକ୍ତିମାନେ ଯୋଗଦେଇଥିଲେ । ରାଜ୍ଯର ସବୁ ଜିଲ୍ଲାରେ ମେଡିକାଲ କଲେଜ ସ୍ଥାପନ କରିବାକୁ ସରକାର ଘୋଷଣା କରିଥିଲେ ମଧ୍ଯ ନୟାଗଡ ଜିଲ୍ଲାର ନାମ ଘୋଷଣା କରାଯାଇନଥିବାରୃ ଏହାକୁ ନେଇ ବୈଠକରେ ଉଦବେଗ ପ୍ରକାଶ ପାଇଥିଲା ।

ଏହାସହିତ ମେଡିକାଲ କଲେଜ ଚାନ୍ଦପୁରରେ କରିବାକୁ ବିଧାନସଭାରେ ଆଲୋଚନା ପରେ ନୟାଗଡ ଜିଲ୍ଲାର ୭ଟି ବ୍ଲକରେ ସାଧାରଣ ଲୋକଙ୍କ ମଧ୍ଯରେ ତୀବ୍ର ବିରୋଧାଭାସ ଦେଖାଦେଇଛି । ଜିଲ୍ଲାର ମଧ୍ୟସ୍ଥଳରେ ନୟାଗଡ ସହର ରହିଥିବାରୁ ଏହିଠାରେ ହିଁ ମେଡିକାଲ କଲେଜ କରିବାକୁ ସମସ୍ତେ ସମ୍ମତି ଦେଇଥିଲେ । ନୟାଗଡ ସହରର ସଦରଥାନା ନିକଟରେ ଥିବା ୧୧୭ଏକର ସରକାରୀ ଯାଗାରେ ମେଡିକାଲ କଲେଜ କରିବାକୁ କ୍ରିୟାନୁଷ୍ଠାନ କମିଟି ଦାବି କରିଛି । ଆନ୍ଦୋଳନକୁ କିପରି ଆଗକୁ ନିଆଯିବ ସେନେଇ ସମସ୍ତ ସଦସ୍ଯ ନିଜର ମତ ଉପସ୍ଥାପନ କରିଥିଲେ ।

କ୍ରିୟାନୁଷ୍ଠାନ କମିଟି ଏଥିପାଇଁ ମୂଖ୍ଯମନ୍ତ୍ରୀ , ରାଜ୍ଯପାଳ ଏପରିକି ଦରକାର ହେଲେ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ରାଜ୍ଯର ସବୁ ଜିଲ୍ଲାରେ ସଦରମହକୁମାରେ ମେଡିକାଲ କଲେଜ ସ୍ଥାପନ କରାଯାଇଥିବାବେଳେ ନୟାଗଡରେ ରାଜନୈତିକରଣ ନକରିବାକୁ ବୈଠକରେ ମତପ୍ରକାଶ ପାଇଥିଲା । କ୍ରିୟାନୁଷ୍ଠାନ କମିଟିର ଦାବିକୁ ଗ୍ରହଣ କରିବାକୁ ତୀବ୍ର ଆନ୍ଦୋଳନ କରି ସରକାରଙ୍କୁ ବାଧ୍ଯ କରାଯିବବୋଲି ନିଷ୍ପତ୍ତି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । କ୍ରିୟାନୁଷ୍ଠାନ କମିଟିର ୩୦ଜଣିଆ ସଦସ୍ଯଙ୍କୁ ନେଇ ଏକ ଆକ୍ସନ୍ ପ୍ଲାନ୍ କମିଟି ଗଠନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

July 4, 2026
କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

July 4, 2026
ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ବିରୋଧରେ ସାଇବର ଥାନାରେ ଏତଲା

ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ବିରୋଧରେ ସାଇବର ଥାନାରେ ଏତଲା

July 4, 2026
ଜଳମଗ୍ନ ପଡାବାସୀଙ୍କ ଦୁଃଖ ଦୂର ପାଇଁ ବିଡିଓଙ୍କ ପଦକ୍ଷେପ, ପୋଲ ତଳେ ଡ଼୍ରେନ ନିର୍ମାଣର ପ୍ରତିଶ୍ରୁତି

ଜଳମଗ୍ନ ପଡାବାସୀଙ୍କ ଦୁଃଖ ଦୂର ପାଇଁ ବିଡିଓଙ୍କ ପଦକ୍ଷେପ, ପୋଲ ତଳେ ଡ଼୍ରେନ ନିର୍ମାଣର ପ୍ରତିଶ୍ରୁତି

July 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

NAFED Odisha and GM University Collaborate to Celebrate Cooperative Week, Empowering Farmers of Western Odisha

July 4, 2026
କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

କଟକ ଜିଲ୍ଲାରେ ଚୋରା ନିଶା କାରବାର ମନା” ଅବକାରୀ ଅଧିକ୍ଷକ

July 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version