
ଓଡ଼ିଶା ତାଜା ନ୍ୟୁଜ (୧୯ ସେପ୍ଟେମ୍ବର ଶନିବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨୬,୬୭,୭୪୭ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୧,୭୧,୩୪୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
୧,୩୭,୫୬୭ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା-୪୧୦୧) ୬୮୨ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩୩,୦୩୯ ରହିଛି । ୩୭,୧୪୦ ଜଣ ହସ୍ ପିଟାଲ୍ ଆଇସୋଲେସନ୍ରେ ରହିଛନ୍ତି ।















