• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପୂର୍ବଶତ୍ରୁତାରୁ ଡ୍ରାଇଭରକୁ ମାଲିକର ମରଣାନ୍ତକ ଆକ୍ରମଣ ; ଥାନାରେ ମାମଲା

Proprietor Abhimanyu Maharana by Proprietor Abhimanyu Maharana
September 19, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପୂର୍ବଶତ୍ରୁତାରୁ ଡ୍ରାଇଭରକୁ ମାଲିକର ମରଣାନ୍ତକ ଆକ୍ରମଣ ; ଥାନାରେ ମାମଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ସେପ୍ଟେମ୍ବର ଶନିବାର) କୋରାଇ :- କୋରାଇ ଥାନା ବନ୍ଦାଳୋ ପଂଚାୟତ ବାଲିଆପାଳ ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଗାଡି ମାଲିକ ଜଣେ ଡ୍ରାଇଭରକୁ ମରଣାନ୍ତକ ଆକ୍ରମଣ କରିଛନ୍ତି । ଏନେଇ ଡ୍ରାଇଭର ଜଣକ କୋରାଇ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ମୁତାବକ, ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା କଂଟାପଡା ଗ୍ରାମର ଅନଙ୍ଗ ଦାସ (୪୫) ବୋଲି ଜଣାପଡ଼ିଛି । ଅନଙ୍ଗ ପୂର୍ବରୁ କୋରାଇ ଥାନା ମୁକୁନ୍ଦପୁର ଗ୍ରାମର ସନାତନ ଜେନାଙ୍କ ଗାଡି ଚଳାଉଥିଲେ । ୫ମାସ ଗାଡି ଚଲାଇବା ପରେ ସନାତନ ଅନଙ୍ଗଙ୍କୁ ମାସିକ ଦରମା ଦେଉନଥିବା ମାଲିକଙ୍କ ନାମରେ କୋରାଇ ଥାନାରେ ଅଭିଯୋଗ କରିଥିଲେ ।

ଯାହାକୁ ନେଇ ପୂର୍ବରୁ ସନାତନ ଓ ଅନଙ୍ଗଙ୍କ ମଧ୍ୟରେ କଥାକଟାକଟି ହୋଇ ମାଡପିଟ ହୋଇଥିଲା । ଗୁରୁବାର ବିଶ୍ୱକର୍ମା ପୂଜା ଥିବାରୁ ଅନଙ୍ଗର ଜଣେ ସାଙ୍ଗ ତାଙ୍କୁ ଡକାଇଥିଲେ । ଅନଙ୍ଗ ଉକ୍ତ ସାଙ୍ଗ ଘରକୁ ଆସିଥିବାର ଖବର ପାଇ ସନାତନ ସେଠାରେ ପହଂଚି ହଠାତ ଅନଙ୍ଗଙ୍କୁ ଏକ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ । ଫଳରେ ଅନଙ୍ଗଙ୍କ ମୁଣ୍ଡରୁ ପ୍ରବଳ ରକ୍ତଶ୍ରାବ ହେବା ସହିତ ଅଚେତ ହୋଇ ପଡିଥିଲେ । ପରେ ସ୍ଥାନୀୟ ଲୋକ ଅନଙ୍ଗଙ୍କୁ କୋରାଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ନେଇ ଚିକିତ୍ସିତ କରିଥିଲେ । ଶୁକ୍ରବାର ଏନେଇ ଅନଙ୍ଗ କୋରାଇ ଥାନାରେ ଅଭିଯୋଗ କରିଛନ୍ତି । ଏନେଇ ଥାନା ଅଧିକାରୀ ରଞ୍ଜିତ ମହାନ୍ତିଙ୍କୁ ପଚାରିବାରୁ ଅଭିଯୋଗ ହୋଇଥିବା ସ୍ୱୀକାର କରିବା ସହିତ ଘଟଣାର ତଦନ୍ତ କରାଯାଉଥିବା ସୂଚନା ପ୍ରକାଶ କରିଥିଲେ । (କୋରାଇ ରିପୋର୍ଟ/ରଶ୍ମିରେଖା ମଲ୍ଲିକଙ୍କ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version