• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଡଦିନ ଓ ନୂଆ ବର୍ଷ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 17, 2025
in ଓଡ଼ିଶା, ପୁରୀ, ହୋମ୍
0
ବଡଦିନ ଓ ନୂଆ ବର୍ଷ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ବଡଦିନ ଓ ନୂଆ ବର୍ଷ ରେ କେବଳ ସିଂହଦ୍ବାର ଦେଇ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ପ୍ରବେଶ କରିବେ ଏବଂ ଅନ୍ୟ ତିନି ଦ୍ଵାର ଦେଇ ପ୍ରସ୍ଥାନ କରିବେ । ପଞ୍ଚୁକ ସମୟରେ ଏହି ବ୍ୟବସ୍ଥା ଅନୁସାରେ ଶ୍ରଦ୍ଧାଳୁ ମାନେ ଶୃଙ୍ଖଳିତ ଭାବେ ଦର୍ଶନ କରିଥିଲେ । ତେଣୁ ସମସ୍ତ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ସୁବିଧା ପାଇଁ ଏହା କରାଯିବ ବୋଲି ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ସୂଚନା ଦେଇଛନ୍ତି । ଅପରାହ୍ନରେ ସର୍କିଟ ହାଉସ ଠାରେ ଆଗାମୀ ବଡଦିନ ଓ ନୂଆ ବର୍ଷ ସମୟରେ ଶୃଙ୍ଖଳିତ ଦର୍ଶନ ଓ ଅନ୍ୟାନ୍ୟ ବ୍ୟବସ୍ଥା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।

ଜିଲ୍ଲାପାଳ ଶ୍ରୀ ପରିଡା ଏଥିରେ ଅଧ୍ୟକ୍ଷତା କରିବା ସହ ବର୍ଷ ଶେଷ ସହିତ ଛୁଟି ଦିନ ରହୁଥିବାରୁ ବଡଦିନ ଓ ନୂଆ ବର୍ଷ ରେ ମହାପ୍ରଭୁଙ୍କ ଦର୍ଶନ ନିମିତ୍ତ ଲୋକ ମାନଙ୍କ ର ଗହଳି ହୋଇଥାଏ।ତେଣୁ ଶୃଙ୍ଖଳିତ ଦର୍ଶନ ସହ ସୁରକ୍ଷା ବ୍ୟବସ୍ଥା, ଆଇନ ଶୃଙ୍ଖଳା, ସ୍ବାସ୍ଥ୍ୟ ସେବା, ପାନୀୟ ଜଳ ଯୋଗାଣ, ଗମନାଗମନ, ଟ୍ରାଫିକ ନିୟନ୍ତ୍ରଣ, ସ୍ବଛତା ଇତ୍ୟାଦି ଅତ୍ୟାବଶ୍ୟକୀୟ ବ୍ୟବସ୍ଥା ପାଇଁ ପରାମର୍ଶ ଦେଇଥିଲେ।ଶ୍ରଦ୍ଧାଳୁ ମାନଙ୍କ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା ହୋଇ ଥିବାରୁ ପାନୀୟ ଜଳ ପ୍ରଦାନ ବ୍ୟବସ୍ଥା ମନ୍ଦିର ଭିତରେ ଓ ବାହାରେ କରାଯିବ ।

ଅଗ୍ନି ଶମ ବିଭାଗ ପକ୍ଷରୁ କୌଣସି ଦୁର୍ଘଟଣା ପାଇଁ ପ୍ରସ୍ତୁତ ରହିବା,ସମୁଦ୍ର ନିକଟରେ ଆନୁସଙ୍ଗିକ ସୁରକ୍ଷା ବ୍ୟବସ୍ଥା, ଲାଇଫଗାର୍ଡ ମୁତୟନ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ନୀତି କାନ୍ତି ସଠିକ ସମୟରେ ପରିଚାଳନା ପାଇଁ ଜିଲ୍ଲାପାଳ ଶ୍ରୀମନ୍ଦିର ପ୍ରଶାସନ କୁ ପରାମର୍ଶ ଦେଇଥିଲେ । ଯାହା ଫଳରେ ଦର୍ଶନ ଯଥା ଶୀଘ୍ର ତ୍ବରାନ୍ବିତ ହୋଇ ପାରିବ । ସେହିପରି ପାନୀୟ ଜଳ ଓ ଶୌଚାଳୟ ପାଇଁ ୱ୍ବାଟକୋ, ସ୍ବାସ୍ଥ୍ୟ ବ୍ୟବସ୍ଥା ପାଇଁ ସିଡିଏମଓ,ସ୍ବଛତା, ପରିଷ୍କାର ପରିଛନ୍ନତା ଓ ଶୌଚାଳୟ ପାଇଁ ପୁରୀ ପୌରପାଳିକା, ଶ୍ରଦ୍ଧାଳୁ ଙ୍କୁ ବିବିଧ ସୂଚନା ପ୍ରଦାନ ପାଇଁ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ,

ଟ୍ରାଫିକ ନିୟନ୍ତ୍ରଣ, ଶୃଙ୍ଖଳା ରକ୍ଷା ପାଇଁ ଆରକ୍ଷୀ ବିଭାଗ, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ଟିପିସିଓଡିଏଲ,ପାର୍କିଂ ସ୍ଥଳ ଓ ଯାନବାହନ ନିୟନ୍ତ୍ରଣ ପାଇଁ ଆରଟିଓ,ବ୍ୟାରିକେଡ ନିର୍ମାଣ, ଆବଶ୍ୟକ ଅନୁସାରେ ରାସ୍ତା ମରାମତି ପାଇଁ ପୂର୍ତ୍ତ ବିଭାଗ ଉପଯୁକ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହା ଏକ ସାମୁହିକ କାର୍ଯ୍ୟକ୍ରମ । ଏହାକୁ ସମ୍ମିଳିତ ସହଯୋଗ ରେ ସଫଳ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।

ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂ ଅନ୍ୟ ଦିନ ମାନଙ୍କ ଅପେକ୍ଷା ଛୁଟି ଦିନ ପଡୁଥିବା ରୁ ବଡଦିନ ଓ ନୂଆ ବର୍ଷରେ ବ୍ୟାପକ ଗହଳି ର ଆଶା କରାଯାଉଛି । ଆଇନ ଶୃଙ୍ଖଳା ରକ୍ଷା, ପାର୍କିଂ ବ୍ୟବସ୍ଥା,ଟ୍ରାଫିକ ନିୟନ୍ତ୍ରଣ, ଧାଡିରେ ଥିବା ଶ୍ରଦ୍ଧାଳୁ ଙ୍କୁ ନିୟନ୍ତ୍ରଣ, ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା ଇତ୍ୟାଦି ପାଇଁ ପୋଲିସ ବିବିଧ ପଦକ୍ଷେପ ନେଇଛନ୍ତି । ଶ୍ରଦ୍ଧାଳୁ ଙ୍କୁ ସୂଚନା ପ୍ରଦାନ ଓ ସଚେତନତା ପାଇଁ ସାଇନଏଜ ବିଭିନ୍ନ ସ୍ଥାନରେ ଲଗାଯିବ ।

ତେବେ ନିତି ଠିକ ସମୟରେ ସମ୍ପାଦନ ପାଇଁ ମନ୍ଦିର କର୍ତ୍ତୃପକ୍ଷ ପଦକ୍ଷେପ ନେବାକୁ ସେ ଅନୁରୋଧ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବେନ୍ଦ୍ର ନାଥ ସାହୁ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ପିକେଡିଏ ସଚିବ ଦିଲ୍ଲୀପ କୁମାର ମହାରଣା,

ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ, ଅତିରିକ୍ତ ଏସପି ଦେବୀ ଶଙ୍କର ପ୍ରତାପ, ସଚିବ ପାଟିଲ, ସ୍ୟୌମ୍ୟ ରଞ୍ଜନ ମଲ୍ଲିକ, ସହକାରୀ ନିତୀ ପ୍ରଶାସକ ରଞ୍ଜନ କୁମାର ବେହେରା,ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ, ଲାଇନ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

October 13, 2026
ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

October 13, 2026
EESL AND THERMOGREEN COOL JOIN HANDS TO ADVANCE PASSIVE COOLING AND COOL-ROOF SOLUTIONS FOR A CLIMATE-RESILIENT INDIA

EESL AND THERMOGREEN COOL JOIN HANDS TO ADVANCE PASSIVE COOLING AND COOL-ROOF SOLUTIONS FOR A CLIMATE-RESILIENT INDIA

October 13, 2026
ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

October 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

October 13, 2026
ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

October 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version