• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜୁନିଅର ରେଡ଼କ୍ରସ ପ୍ରଦର୍ଶନୀରେ କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ

Proprietor Abhimanyu Maharana by Proprietor Abhimanyu Maharana
December 18, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଜୁନିଅର ରେଡ଼କ୍ରସ ପ୍ରଦର୍ଶନୀରେ କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ
Share on FacebookShare on TwitterWhatsapp

କୃତୀ ଛାତ୍ରଛାତ୍ରୀମାନେ ଖୋର୍ଦ୍ଧା ଜିଲ୍ଲାସ୍ତରରୁ ରାଜ୍ୟସ୍ତରକୁ ଉର୍ତ୍ତିନ୍ନ ହୋଇଅଛନ୍ତି !

ବୋଲଗଡ଼  (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଭୁବନେଶ୍ୱରସ୍ଥିତ ୟୁନିଟ୍ ୧ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଖୋର୍ଦ୍ଧାଜିଲ୍ଲା ସ୍ତରୀୟ ଜୁନିଅର ରେଡ଼କ୍ରସ ପ୍ରଦର୍ଶନୀ ରେ ଭାଗ ନେଇ ବୋଲଗଡ଼ ଶିକ୍ଷାବ୍ଲକ ଅନ୍ତର୍ଗତ ଭୀମପଡ଼ାସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ ଗିଭ ପବ୍ଲିକ ସ୍କୁଲର ଛାତ୍ର ସାଇ ସୋମ୍ୟକାନ୍ତ, ଛାତ୍ରୀ ପ୍ରାଞ୍ଜଳ ପ୍ରତ୍ୟାଶା ରାଉତରାୟ, ସ୍ଵାତିପ୍ରଜ୍ଞା ମହାରଣା, ପ୍ରମୁଖ ନୃତ୍ୟ ଗ୍ରୁପ ଡ୍ୟାନ୍ସରେ ପ୍ରଥମସ୍ଥାନରେ କୃତିତ୍ୱ ଅର୍ଜନ କରି ସଫଳ ହୋଇଅଛନ୍ତି !

ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ବୁଧବାର ଦିନ ଏକ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା !’
ଏହି ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥିଭାବେ ବୋଲଗଡ଼ ଗୋଷ୍ଠୀଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁ,ମୁଖ୍ୟବକ୍ତା ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶେଖ ମୁସ୍ତକ ଅଲ୍ଲୀ ଓ ସଂମ୍ମାନିତ ଅତିଥିଭାବେ ନୃତ୍ୟ ଗୁରୁ ସତ୍ୟବାନ ପଶ୍ଚିମ କବାଟ ପ୍ରମୁଖ ଯୋଗଦେଇ ଜଗନ୍ନାଥଙ୍କ ପ୍ରତିମୃତିରେ ଫୁଲଚନ୍ଦନ ଦେଇ ,ପ୍ରଦୀପ ପ୍ରଜ୍ବଳନ କରି ଏହାକୁ ଶୁଭ ଉଦଘାଟନ କରିଥିଲେ !

କାର୍ଯ୍ୟକ୍ରମ ର ପ୍ରାରମ୍ଭରେ ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେଇ ଦେଶ ଓ ରାଜ୍ୟ ପାଇଁ କନିଷ୍ଠ ରେଡ଼କ୍ରସ ସଂସ୍ଥାର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ! ଶିକ୍ଷାନୁଷ୍ଠାନର ସମ୍ପାଦକ ମହମ୍ମଦ ଆଜାଦ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିବାବେଳେ କନିଷ୍ଠ ରେଡ଼କ୍ରସ କାଉନସିଲର ମାନେ ନିଷ୍ଠାପର ଭାବେ ଦେଶ ଓ ଜାତିର ସେବlକରିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ !

ମୁଖ୍ୟଅତିଥି ପ୍ରମୋଦ କୁମାର ସ୍ୱାଇଁ କୃତୀ କନିଷ୍ଠ ରେଡ଼କ୍ରସ ସଂସ୍ଥାର କାଉନସିଲରମାନଙ୍କୁ ବିଜୟ ମୁକୁଟ ପିନ୍ଧାଇ ଉତ୍ତରୀୟ, ମାନପତ୍ର,ଫୁଲତୋଡ଼ା ଓ ଟ୍ରଫି ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ ! ଦେଶ, ରାଜ୍ୟ ଓ ଜାତିର ପ୍ରଗତିରେ କନିଷ୍ଠ ରେଡ କ୍ରସ ସଂସ୍ଥାର କାଉସିଲର ମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱ ପୂର୍ଣ୍ଣ ବୋଲି ମୁଖ୍ୟଅତିଥି ଶ୍ରୀ ସ୍ୱାଇଁ ମତ ରଖିଥିଲେ !

ସମସ୍ତ କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ପୁଷ୍ପଲତା ଚୌଧୁରୀ, ପ୍ରମୋଦିନୀ ମହାପାତ୍ର, ଭାରତୀ ସ୍ୱାଇଁ, ସୁବାଶିନୀ ମହାରଣା, ସନାତନ ପରିଡା,ମନୋସ୍ବୀନ ମାନସିଂହ, ଶିକ୍ଷକ ଅବଦୁଲ ରୌଫ ଖାଁ ଓ ପ୍ରବାସ ଷଡ଼ଙ୍ଗୀ ପ୍ରମୁଖ ସହଯୋଗ କରି ପରିଚାଳନା କରିଥିଲେ ! ପରିଶେଷରେ ଶିକ୍ଷକ ପ୍ରିୟବ୍ରତ ଦାଶ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version