ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲା ମୋହନା ବ୍ଲକ ଚାନ୍ଦିପୁଟ ପଞ୍ଚାୟତ କାଳିଆପଟା ଗାଁ ରେ ଥିବା ଧାନଖଳାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କା ର ଧାନ ନଷ୍ଟ ହୋଇଛି l ଚାଷୀ ତ୍ରିନାଥ ଦଳାଇ ଏବଂ ତାଙ୍କ ଭାଇ ମହେଶ୍ଵର ଦଳାଇ ଧାନ କାଟି ଖଳlରେ ରଖିଥିଲେ l




© 2023 Odisha Taza News.