• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ : ବିଦ୍ୟୁତ କାଟ ନିରାଶ କରିଲା

Proprietor Abhimanyu Maharana by Proprietor Abhimanyu Maharana
December 22, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ : ବିଦ୍ୟୁତ କାଟ ନିରାଶ କରିଲା
Share on FacebookShare on TwitterWhatsapp

ବାଲିଗୁଡ଼ା  (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :-  ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ ହୋଇଥିଲା । ଡ଼ୁଲୁରୀ ପାଇନ ବଣ ସମେତ ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା ଜଳପ୍ରପାତ, କିସୁବାଡ଼ି ଜଳପ୍ରପାତରେ ପର୍ଯ୍ୟଟକ ମାନେ ବଣଭୋଜି କରି ମଜା ନେଇଥିଲେ । ସାଙ୍ଗସାଥୀ ପରିବାର ବନ୍ଧୁ ବର୍ଗଙ୍କ ସହ ଦାରିଙ୍ଗବାଡ଼ି ଆସି ଏହି ବଣ ଭୋଜି କରିଥିବା ଜଣାପଡ଼ିଛି ।

ତେବେ ବିଦ୍ୟୁତ ବିଭାଗ ପକ୍ଷରୁ ରବିବାର ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟି ଦିଆଯାଇଥିଲା । ବିଦ୍ୟୁତ ରକ୍ଷଣାବେକ୍ଷଣ ପାଇଁ ଏଭକି ବିଦ୍ୟୁତ୍‌ କାଟ କରାଯିବାକୁ ପୂର୍ବ ସୂଚନା ମୁତାବକ କରାଯାଇଥିଲା, କିନ୍ତୁ ସକାଳ ୮ଟାରୁ କଟାଯାଇଥିବା ବିଦ୍ୟୁତ୍‌ ସନ୍ଧ୍ୟା ୫ଟା ପରେ ମଧ୍ୟ ଆସି ନ ଥିବାରୁ ହିଲଭିୟୁ ପାର୍କରେ ଶତାଧିକ ପର୍ଯ୍ୟଟକ ସନ୍ଧ୍ୟା ପର୍ଯ୍ୟନ୍ତ ଅପେକ୍ଷା କରି ନିରାଶ ହୋଇ ଫେରିଥିବା ଦେଖିବାକୁ ମିଳିଥିଲା ।

ସେମାନଙ୍କ ଉଦ୍ଦେଶ୍ୟ ରହିଥିଲା ଶିଶୁ ପର୍ଯ୍ୟଟକଙ୍କୁ ଟୟ ଟ୍ରେନରେ ବୁଲାଇବା ଓ ନୂତନ ଭାବେ ସ୍ଥାପନ ହୋଇଥିବା ମ୍ୟୁଜିକାଲ ଫାଉଣ୍ଟେନ ତଥା ରଙ୍ଗବେରଙ୍ଗ ଆଲୁଅରେ ମ୍ୟୁଜିକ୍‌ ଫାଉଣ୍ଟେନକୁ ଦର୍ଶକ ତଥା ପର୍ଯ୍ୟଟକ ମଜା ନେବେ। କିନ୍ତୁ ଏଥିରେ ମଜା ନେବାରୁ ବଞ୍ଚିତ ହେଲେ ପର୍ଯ୍ୟଟକ ଓ ନିରାଶରେ ଫେରୁଥିବା ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ହିଲଭିୟୁ ପାର୍କକୁ ଆସିଥିବା ଶହ ଶହ ପର୍ଯ୍ୟଟକ ନିରାଶ ହୋଇଛନ୍ତି ।

ବିଡିଓ ଏନେଇ ବିଦ୍ୟୁତ ବିଭାଗକୁ ଶୀଘ୍ର ବିଦ୍ୟୁତ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବିଦ୍ୟୁତ ବହୁ ବିଳମ୍ବରେ ଆସିଥିବାରୁ ପର୍ଯ୍ୟଟକ ନିରାଶ ହୋଇଛନ୍ତି ଓ ହିଲଭିୟୁ ପାର୍କରେ ଟିକେଟ ବାବଦକୁ ରାଜସ୍ବ ହାନି ହୋଇଥିବା ଜଣାପଡ଼ିଛି । ଏନେଇ ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ ଶିବ ପ୍ରସାଦ ନାୟକଙ୍କୁ ପଚାରି ବୁଝିବାରୁ ରକ୍ଷଣାବେକ୍ଷଣ କାର୍ଯ୍ୟ ସରିବାରେ ବିଳମ୍ବ ଘଟିବାରୁ ବିଦ୍ୟୁତ ବିଳମ୍ବରେ ଦିଆଗଲା ବୋଲି କହିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version