• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅlରିକମା ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
December 22, 2025
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ହୋମ୍
0
ଅlରିକମା ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଯାପିତ
Share on FacebookShare on TwitterWhatsapp

ଶିକ୍ଷାନୁଷ୍ଠାନ ବିନା ଶିକ୍ଷାର ବିକାଶ ଓ ପ୍ରଗତି ଅସମ୍ଭବ

ବୋଲଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ବୋଲଗଡ଼ ଶିକ୍ଷା ବ୍ଲକ ଅନ୍ତର୍ଗତ ଅlରିକମା ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟର ପଚାଶ ବର୍ଷ ପୂର୍ତ୍ତି ଅବସରରେ ପୁରାତନ ଛାତ୍ର ସଂଘଦ୍ୱାରା ରବିବାର ଦିନ ତିନିଦିନିଆ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦଯାପିତ ହୋଇଯାଇଅଛି ! ଏହି ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ବୋଲଗଡ଼ ଗୋଷ୍ଠୀଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱଇଁଙ୍କ ପୌରୋହିତ କରି ସ୍ୱାଗତ ଭାଷଣ ଦେଇଥିବାବେଳେ ମୁଖ୍ୟଅତିଥି ଭାବେ ଡ଼ ପ୍ରଫେସର ପ୍ରଫୁଲ କୁମାର ଯତି,

ମୁଖ୍ୟବକ୍ତା ଭାବେ ଇଂ ବସନ୍ତ କୁମାର ପରିଡା ଓ ସଂମ୍ମାନିତ ଅତିଥିଭାବେ ଡ଼ ବାସୁଦେବ ବେହେରା, ବିଜେପି ସଂଗଠକ ତଥା ସମାଜ ସେବୀ ବାସୁଦେବ ସାହୁ, ସିନେ କଳାକାର କୁନାଲ ପଟ୍ଟନାୟକ, ଜୀବନ ପଣ୍ଡା, ସାଇଟ୍ରଷ୍ଟ ଅଧ୍ୟକ୍ଷା ସୁପ୍ରଭା ମହାପାତ୍ର ପ୍ରମୁଖ ଯୋଗଦେଇ ଜଗତରନାଥ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ଫୁଲ,ଚନ୍ଦନ ଓ ପ୍ରଦୀପ ପ୍ରଜ୍ବଳନ କରି ଏହାକୁ ଶୁଭ ଉଦଘାଟନ କରିଥିଲେ !

ପୁରାତନ ଛାତ୍ର ସଙ୍ଘର ସଭାପତି ତଥା ଆବାହକଡ଼ ଡା ସୁଦର୍ଶନ ବେହେରା ମହୋତ୍ସବକୁ ପରିଚାଳନା କରି ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ ! ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବନମାଳୀ ସାହୁ ବାର୍ଷିକ ବିବରଣୀ ପଠନ କରିଥିଲେ ! ଶିକ୍ଷା ବିକାଶର ଚାବିକାଠି ଓ ଜୀବନର ମାନଦଣ୍ଡ ହୋଇଥିବାରୁ ପ୍ରତ୍ୟେକ ଛାତ୍ରଛାତ୍ରୀମାନେ ଗୁଣାତ୍ମକ ଶିକ୍ଷା ଗ୍ରହଣ କରି ସଫଳ ମଣିଷ ହେବାକୁ ମୁଖ୍ୟ ଅତିଥି ପ୍ରଫେସର ଡ଼ ପ୍ରଫୁଲ କୁମାର ଯତି ଅଭି ଭାଷଣରେ କହିଥିଲେ !

ଶିକ୍ଷାନୁଷ୍ଠାନ ବିନା ଶିକ୍ଷାର ବିକାଶ ଓ ପ୍ରଗତି ଅସମ୍ଭବ ବୋଲି ମୁଖ୍ୟବକ୍ତା ଇଂ ବସନ୍ତ କୁମାର ପରିଡା ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ ! ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ଡ଼ ପ୍ରଫୁଲ କୁମାର ଯତି, ଡ଼ ବାସୁଦେବ ବେହେରା, ଇଂ ବସନ୍ତ କୁମାର ପରିଡା, ସୁପ୍ରଭା ମହାପାତ୍ର ଏବଂ ସାଇଟ୍ରଷ୍ଟ ତରଫରୁ ଡ଼ ସୁଦର୍ଶନ ବେହେରା, ପ୍ରଭାତ କୁମାର ବାରିକ, କୁନାଲ ପଟ୍ଟନାୟକ ପ୍ରମୁଖଙ୍କୁ ଉତ୍ତରୀୟ, ଫୁଲତୋଡ଼ା, ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା !

ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଚମତ୍କାର ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା.! ସମସ୍ତ ଅତିଥିମାନେ ବିଦ୍ୟାଳୟର ସ୍ମରଣୀକl” ସ୍ମୃତି ଓ ଅନୁଭୂତି” ପୁସ୍ତକଙ୍କୁ ଉନ୍ମୋଚନ କରିଥିଲେ ! ସମସ୍ତ କାର୍ଯ୍ୟକ୍ରମକୁ ଦିଲୀପ କୁମାର ଯତି, ବିଦ୍ୟୁତ ଲତା ଯତି, ବିଶ୍ୱରଂଜନ ସେଠୀ, ରଶ୍ମିରୀତା ଚୌଧୁରୀ , ସୌଦାମିନୀ ଜୟସିଂ, ପ୍ରହଲ୍ଲାଦ ସୁବୁଦ୍ଧି ପ୍ରମୁଖ ସହଯୋଗ କରି ପରିଚାଳନା କରିଥିଲେ ! ପରିଶେଷରେ ପୁରାତନ ଛାତ୍ର ସଙ୍ଘର ସଦସ୍ୟ ନବକିଶୋର ଯତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Kandhamal Police Recover Maoist Arms, Ammunition and Explosives from Concealed Dump During Major Anti-Naxal Operation

Kandhamal Police Recover Maoist Arms, Ammunition and Explosives from Concealed Dump During Major Anti-Naxal Operation

June 17, 2026
ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Kandhamal Police Recover Maoist Arms, Ammunition and Explosives from Concealed Dump During Major Anti-Naxal Operation

Kandhamal Police Recover Maoist Arms, Ammunition and Explosives from Concealed Dump During Major Anti-Naxal Operation

June 17, 2026
ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version