• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଛରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର  ଅଷ୍ଟାଦଶ ବାର୍ଷିକ ଉତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
December 23, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବାଛରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର  ଅଷ୍ଟାଦଶ ବାର୍ଷିକ ଉତ୍ସବ ପାଳିତ
Share on FacebookShare on TwitterWhatsapp

ଖୋର୍ଦ୍ଧା ଜିଲ୍ଲା ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର) ଜଟଣୀ :- ଖୋର୍ଦ୍ଧା ଜିଲ୍ଲା ଜଟଣୀ ସ୍ଥିତ ବାଛରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଅଷ୍ଟାଦଶ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ   ପରିଚାଳନା କମିଟି ର ସଭାପତି ପ୍ରଦୀପ୍ତ  ପଟ୍ଟନାୟକ ଓ ସମ୍ପାଦକ ଶ୍ରୀ ବିଶ୍ୱଜିତ ଭଞ୍ଜ ଙ୍କ ମିଳିତ ସହଯୋଗରେ ମହାଆଡମ୍ବରରେ ରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୂଖ୍ୟ ଅତିଥି ଶ୍ରୀମତୀ ଜୟନ୍ତୀ ଛୋଟରାୟ ଥିବାଵେଳେ ସମ୍ନାନୀତ ଅତିଥି କାର୍ତ୍ତିକ ଚନ୍ଦ୍ର ଦାସ ଉପସ୍ଥିତ ଥିଲେ ।

ମୁଖ୍ୟ ବକ୍ତା କାଜଲ ମ୍ୟାଡମ୍ ଙ୍କ ସହିତ ପ୍ରଶାନ୍ତ କୁମାର ଲେଙ୍କା, ଶ୍ରମତୀ ନମିତା ବେହେରା, ଶ୍ରୀମତି ସୁପ୍ରିୟା ରାୟ ସିଂ ଶ୍ରୀମତୀ ଶୁଭଶ୍ରୀ ନାୟକ     ସୈ।ମ୍ୟ ଶୁଭଦର୍ଶନୀ, ଶକୁନ୍ତଳା , ଶ୍ରୀୟା ବେହେରା ଆଦି ଗୁରୁଜୀ,ଗୁରୁମା ମାନେ ଉପସ୍ଥିତ ଥାଇ କାର୍ଯ୍ୟକ୍ରମ କୁ ଅତି ଶୃଙ୍ଖଳା ର ସହିତ ମନଭରି ଉପଭୋଗ କରିଥିଲେ । ଉକ୍ତ ବିଦ୍ୟାଳୟ ୨୦୦୭ ମସିହାରେ ଆରମ୍ଭ ହୋଇଥିଲା ।

ସେତେବେଳେ ପିଲା ସଂଖ୍ୟା ମୋଟ ୧୦ ଜଣ ଥିଲେ । ବର୍ତମାନ ୭୦ ଜଣ ପିଲା ଅଧ୍ୟୟନ ଭିତରେ ଅଛନ୍ତି । ଯାହାହେଉ ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଙ୍କ ନିର୍ଦ୍ଦେଶନାରେ କର୍ମଚାରୀ ମାନେ ନିତୀ-ନିୟମ,ଆଚାର -ଵିଚାରରେ ଅର୍ଗଣୀ ହୋଇ ପରିଶ୍ରମ କରି ପିଲା ମାନଙ୍କୁ ସଠିକ୍ ମାର୍ଗରେ ଭାଗ୍ୟ ନିର୍ଣ୍ଣୟ କରୁଥିବା ର ଅନେକ ଉଦାହରଣ ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version