• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଜପତିରେ ନିଯୁକ୍ତି ନାଁରେ ପଶ୍ଚିମବଙ୍ଗର ଠକ ସଂସ୍ଥାର ଉଦ୍ୟମ ଫସର ଫାଟିଲା ୩ ଜଣଙ୍କୁ ଅଟକ ରଖି ପୋଲିସର ତଦନ୍ତ ଜାରି

Proprietor Abhimanyu Maharana by Proprietor Abhimanyu Maharana
December 24, 2025
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ଗଜପତିରେ ନିଯୁକ୍ତି ନାଁରେ ପଶ୍ଚିମବଙ୍ଗର ଠକ ସଂସ୍ଥାର ଉଦ୍ୟମ ଫସର ଫାଟିଲା ୩ ଜଣଙ୍କୁ ଅଟକ ରଖି ପୋଲିସର ତଦନ୍ତ ଜାରି
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲାର ବେକାର ଯୁବକ ଯୁବତୀଙ୍କୁ ବିଭିନ୍ନ ଚାକିରୀ ଆଉ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲ ମାଧ୍ୟମରେ କିପରି ହଜାର ହଜାର ଟଙ୍କା ଅର୍ଜନ କରିବେ ଏପରି କିଛି ପ୍ରୋଲଭନ ଦେଖାଇ ଠକିବା ପାଇଁ ଉଦ୍ୟମ ଆରମ୍ଭ କରିଥିବା ବେଳେ ପଶ୍ଚିମବଙ୍ଗର ଏକ ଠକ ସଂସ୍ଥାର ୩ ଠକ ମାନଙ୍କୁ ପାରଳା ପୋଲିସ ଉଠାଇ ନେଇଛି. ସେମାନଙ୍କୁ ଅଟକ ରଖି ସମସ୍ତ ଖୋଳତାଡ଼ ଆରମ୍ଭ କରାଯାଇଛି. ପ୍ରାଥମିକ ଭାବେ ସୂଚନା ମିଳିଛି ଏହି ଠକ ସଂସ୍ଥା ଓଡ଼ିଶାର ବଲାଙ୍ଗୀର, ସୋନପୁର, ସମ୍ବଲପୁର ଆଦି ଅଞ୍ଚଳର ବହୁ ଯୁବକ ଯୁବତୀଙ୍କ ଠାରୁ ଏଭଳି ପ୍ରଲୋଭନ ଦ୍ୱାରା ଲକ୍ଷ ଲକ୍ଷ ଟଙ୍କା ଠକିଛନ୍ତି l

ଏହି ଠକ ସଂସ୍ଥା ଓ ଠକମାନେ ଏତେ ଚାଲକ ଯେ ବିନା ଅନୁମତିରେ ସରକାରୀ ସଭାଗୃହରେ କର୍ମଶାଳାର ଆୟୋଜନ କରି ଶହ ଶହ ଯୁବକ ଯୁବତୀଙ୍କ ଠାରୁ ଠକିବା ପାଇଁ ଉଦ୍ୟମ ଆରମ୍ଭ କରିଥିଲେ । ତେବେ କେତେକ ଗଣମାଧ୍ୟମ ପ୍ରତିନିଧିଙ୍କ ଦୃଷ୍ଟିଗୋଚର ହେବା ପରେ ସମସ୍ତ ତଥ୍ୟ ସାମନାକୁ ଆସିଥିଲା । ଘଟଣାରୁ ପ୍ରକାଶ ଯେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ସଭାଗୃହରେ ପଶ୍ଚିମ ବଙ୍ଗର ସୁହାନା ଟ୍ରଷ୍ଟ/ସୁଇମ ଗ୍ରୁପ ଅଫକମ୍ପାନୀ ନାମକ ଏକ ସଂସ୍ଥା କିଛି ବେକାର ଯୁବକ ଯୁବତୀଙ୍କୁ ନେଇ କର୍ମଶାଳା କରୁଥିବା ଖବର ସାମନାକୁ ଆସିଥିଲା ।

ଉକ୍ତ ସଂସ୍ଥା ଉକ୍ତ ଯୁବକ ଯୁବତୀ ଙ୍କୁ ଋଣ କରାଇବା, ଚାକିରୀ ଦେବା ଏବଂ ଘରେ ବସି ମାସିକ ହଜାର ହଜାର ଟଙ୍କା କିପରି ରୋଜଗାର କରିବେ ସେନେଇ ଡିଜିଟାଲ କର୍ମଶାଳା କରିଥିଲା । ସଂସ୍ଥାର ତିନି ଅଧିକାରୀଙ୍କ ସମେତ କିଛି ଯୁବତୀ ମାନେ ମଞ୍ଚାସୀନ ହୋଇ ପ୍ରଲୋଭନ ସମ୍ପର୍କିତ ଲମ୍ବା ଭାଷଣ ମଧ୍ୟ ଦେଇଚାଲିଥିଲେ । ତେବେ କିଛି ଗଣମାଧ୍ୟମ ପ୍ରତିନିଧି ପହଞ୍ଚି ତଥ୍ୟ ସଂଗ୍ରହ କଲାବେଳେ ଶତାଧିକ ଯୁବକ ଯୁବତୀମାନେ ସଂସ୍ଥା ପକ୍ଷରୁ ୨୫୦ ଟଙ୍କାରୁ ୫୦୦୦ ଟଙ୍କା ପର୍ଯ୍ୟନ୍ତ ନେଇଥିବା ପ୍ରକାଶ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ପାରଳାଖେମୁଣ୍ଡି ଆଦର୍ଶ ଥାନାର ଦ୍ବାରସ୍ଥ ହୋଇଥିଲେ ।

ତେବେ ଏପରି ଏକ କର୍ମଶାଳା ହେଉଥିବା ଖବର ପାଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଡେପୁଟି କଲେକ୍ଟର ତ୍ରିନାଥ ସାହୁ ପହଞ୍ଚି ତଦନ୍ତ କରି ସ୍ଥାନୀୟ ପାରଳାଖେମୁଣ୍ଡି ଆଦର୍ଶ ଥାନାକୁ ସୂଚନା ଦେଇ ଥିଲେ। ଏହାପରେ ଆଦର୍ଶ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରି ଠକ ସଂସ୍ଥାର ତିନି ଜଣ ଅଧିକାରୀଙ୍କୁ ଥାନାକୁ ଆଣି ଅଟକ ରଖିଛି । ତିନି ଜଣ ଅଟକଙ୍କ ମଧ୍ୟରେ ସମ୍ବଲପୁରର ରବିରତନ ସିଂ ଏବଂ ଅନ୍ତର୍ଯ୍ୟାମୀ ବାଗ ଏବଂ ଅନ୍ୟ ଜଣେ ଗଜପତି ଜିଲ୍ଲା ଲାଇଲାଇ ଅଞ୍ଚଳର ସୋମନାଥ ଭୂୟାଁ ବୋଲି ଜଣାପଡିଛି । ସବୁଠାରୁ ବଡ଼ କଥା ଯେ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ସଭା ଗୃହ ଯାହାକି ଜିଲ୍ଲାପରିଷଦ ଅନ୍ତର୍ଗତରେ ପରିଚାଳିତ ହେଉଛି ଏପରି ସ୍ଥଳେ ଏମାନଙ୍କୁ କିଏ ଅନୁମତି ଦେଲା ।

ନା ଏମାନେ ଜୋରଜବରଦସ୍ତି ଭାବେ ପଶିଥିଲେ ସେନେଇ ଜିଲ୍ଲାପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ ପୃଥିବୀରାଜ ମଣ୍ଡଳଙ୍କୁ ପଚାରିବାରେ କହିଛନ୍ତି ଯେ ଗତ କିଛି ଦିନ ପୂର୍ବରୁ ସଭାଗୃହ ବ୍ୟବହାର ପାଇଁ ଏକ ଲିଖିତ ଭାବେ ଅନୁମତି ପତ୍ର ଦେଇଥିଲେ ମଧ୍ୟ ଖାରଜ କରାଯାଇଥିବାର ଜଣାଇଛନ୍ତି । ଏବାବଦରେ ସେମାନଙ୍କ ଠାରୁ କୌଣସି ସଭାଗୃହ ବାବଦରେ ଭଡା ମଧ୍ୟ ନିଆଯାଇନଥିବାର ମଧ୍ୟ ପ୍ରକାଶ କରିଛନ୍ତି ଅନ୍ୟପକ୍ଷରେ ସୁହାନା ଟ୍ରଷ୍ଟ / ସୁଇମ ଗ୍ରୁପ ଅଫକମ୍ପାନୀ ପଶ୍ଚିମ ଓଡିଶାର ସମ୍ବଲପୁର, ସୋନପୁର ଓ ବଲାଙ୍ଗିରରେ ମଧ୍ୟ ଏପରି ବେକାର ଯୁବକ ଯୁବତୀଙ୍କୁ ଠକିଥିବାର ଆଲୋଚନା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version