• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୦ ତମ ଜାମ୍ବୋରେଟ୍ ଏବଂ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍‌ର ତୃତୀୟ ଦିନରେ ୨୭୦ ପ୍ରକାର ଖାଦ୍ୟ ପ୍ରଦର୍ଶନ କଲେ ସ୍କାଉଟ୍ ଗାଇଡ୍‌

Proprietor Abhimanyu Maharana by Proprietor Abhimanyu Maharana
December 25, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
୨୦ ତମ ଜାମ୍ବୋରେଟ୍ ଏବଂ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍‌ର ତୃତୀୟ ଦିନରେ ୨୭୦ ପ୍ରକାର ଖାଦ୍ୟ ପ୍ରଦର୍ଶନ କଲେ ସ୍କାଉଟ୍ ଗାଇଡ୍‌
Share on FacebookShare on TwitterWhatsapp

ଖୋର୍ଦ୍ଧା-ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ବରୁଣେଇ ପାଶ୍ୱର୍ବର୍ତ୍ତୀ ରାଜ୍ୟ ସ୍କାଉଟ ଗାଇଡ୍ ସଂଗଠନର ତାଲିମ କେନ୍ଦ୍ର ପରିସରରେ ରାଜ୍ୟ ଶାଖା ଆନୁକୂଲ୍ୟରେ ଆୟୋଜିତ ୨୦ ତମ ଜାମ୍ବୋରେଟ୍ ଏବଂ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍‌ର ଆଜି ଦିନଟି ଥିଲା ଦୁଃସାହସିକତା ଦିବସ ।

ପ୍ରାତଃ ୭.୩୦ଘଟିକା ସମୟରେ ଆରମ୍ଭ ହୋଇଯାଇଥିଲା ଶାରୀରିକ କୌଶଳ ପ୍ରଦର୍ଶନ ଯେଉଁଥିରେ,କି ସ୍କାଉଟ ଓ ଗାଇଡ୍‌ ମାନେ ସେମାନଙ୍କର ଶାରୀରିକ କଳା କୌଶଳର ପାରଦର୍ଶିତା ଦେଖାଇଥିଲେ ।

ପରେ ପରେ ଶିବିରାର୍ଥୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଦୁଃସାହସିକ ବେସ୍ ଗୁଡିକରେ ସ୍କାଉଟ ଗାଇଡ୍‌ ମାନେ ବିଭିନ୍ନ ବେସ୍ ଗୁଡିକରେ ମଜା ନେଇଥିଲେ ଏବଂ ଯେଉଁମାନେ ସମସ୍ତ ବେସ୍ ସଂପୂର୍ଣ୍ଣ କରିସାରିବା ପରେ ଗୋଟିଏ ଗୋଟିଏ ଦୁଃସାହସିକତା ପ୍ରଦର୍ଶନ ବ୍ୟାଜ୍ ପାଇଥିଲେ ।

ଅପରାହ୍ନ ୩.୩୦ମିନିଟ୍ ସମୟରେ ପ୍ରତ୍ୟେକ ଜିଲ୍ଲାର ସ୍କାଉଟ ଓ ଗାଇଡ୍‌ ମାନଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ପ୍ରଦର୍ଶନୀ ଏବଂ ସ୍ୱକୀୟ କଳାକୃତିର ପ୍ରତିଯୋଗିତା ପରେ ପରେ ସ୍କାଉଟ ଗାଇଡ୍‌ ମାନଙ୍କ ଦ୍ୱାରା ଆରମ୍ଭ ହୋଇଥିଲା ଖାଦ୍ୟ ପ୍ରସ୍ତୁତି ପ୍ରତିଯୋଗିତା ।

ଉକ୍ତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ବିରେନ୍ଦ୍ର କୋରକରା, ଆଇଏଏସ୍‌, ନିର୍ଦ୍ଦେଶକ ମାଧ୍ୟମିକ ଶିକ୍ଷା, ଓଡିଶା ଏବଂ ସମ୍ମାନୀତ ଅତିଥି ଭାବେ ଶ୍ରୀଯୁକ୍ତ ଜ୍ୟୋତି ପ୍ରକାଶ ପରିଡା, ସହକାରୀ ଶାରୀରିକ ନିର୍ଦ୍ଦେଶକ, ଓଡିଶା ଏବଂ ଶ୍ରୀଯୁକ୍ତ ମନୋରଞ୍ଜନ ମହାନ୍ତି,

ଉପସଭାପତି ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ଯୋଗଦେଇ ବିଭିନ୍ନ ଜିଲ୍ଲାର ସ୍କାଉଟ ଗାଇଡ୍ ପିଲାମାନେ ତିଆରି କରିଥିବା ଖାଦ୍ୟକୁ ବୁଲି ଦେଖିବା ସହିତ ପିଲାମାନେ ବହୁତ ପରିଶ୍ରମ କରି ବିଭିନ୍ନ ପ୍ରକାର ଖାଦ୍ୟ ତିଆରି କରିଥିବାରୁ ସମସ୍ତଙ୍କୁ ପ୍ରଶସାଂ କରିଥିଲେ ।

ସନ୍ଧ୍ୟାରେ ଅତିଥିମାନେ ସ୍କାଉଟ ଗାଇଡ୍‌ ମାନଙ୍କ ଦ୍ୱାରା ପରିବେଷିତ ଲୋକନୃତ୍ୟ ପ୍ରତିଯୋଗିତାକୁ ଆନନ୍ଦର ସହିତ ଦେଖିଥିଲେ ଏବଂ ଛୋଟ ଛୋଟ ପିଲାମାନେ ଏତେ ସଂଖ୍ୟକ ଭାଗନେଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।

ଆଜିର ଏହି କାର୍ଯ୍ୟକ୍ରମରେ ରାଜ୍ୟ ସଂଗଠନ କମିଶନର ତଥା ଆଡମିନିଷ୍ଟ୍ରେଟିଭ୍ ଅଫିସର ଶ୍ରୀମତୀ ଅନାମିକା ଦାସ ସ୍ୱାଗତ ଭାଷଣ ଦେଇଥିବା ବେଳେ ରାଜ୍ୟ ସମ୍ପାଦକ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ପାଇକରାୟ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version