• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଂପୁର ଲକ୍ଷ୍ମୀଧର ସ୍ମାରକୀ କ୍ରିକେଟ ଟୁର୍ଣାମେଣ୍ଟ ଉଦ୍ଘାଟିତ : ଘୋରଡ଼ିଆ ଓ ସାଲୁଣି କ୍ରିକେଟ କ୍ଲବ ବିଜୟୀ

Proprietor Abhimanyu Maharana by Proprietor Abhimanyu Maharana
December 26, 2025
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ହୋମ୍
0
ସଂପୁର ଲକ୍ଷ୍ମୀଧର ସ୍ମାରକୀ କ୍ରିକେଟ ଟୁର୍ଣାମେଣ୍ଟ ଉଦ୍ଘାଟିତ : ଘୋରଡ଼ିଆ ଓ ସାଲୁଣି କ୍ରିକେଟ କ୍ଲବ ବିଜୟୀ
Share on FacebookShare on TwitterWhatsapp

ବୋଲଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ବୋଲଗଡ଼ ବ୍ଲକ ସଂପୂର ଗ୍ରାମର ବାଲୁଙ୍କେଶ୍ୱର ରାଇଜିଙ୍ଗଷ୍ଟାର କ୍ରିକେଟ କ୍ଳବ୍ ଆନୁକୁଲ୍ୟରେ ଟାଙ୍ଗୀ ପଡ଼ିଆଠାରେ ପଞ୍ଚର୍ଦ୍ଦଶତମ ଲକ୍ଷ୍ମୀଧର ସ୍ମାରକୀ ଆନ୍ତଃଜିଲ୍ଲା କ୍ରିକେଟ ଟୁର୍ଣାମେଣ୍ଟ ଗୁରୁବାର ଉଦ୍ଘାଟିତ ହୋଇଯାଇଛି । ନକଆଉଟ୍ ଭିତ୍ତିରେ ଖେଳାଯିବାକୁ ଥିବା ଏହି ଟୁର୍ଣାମେଣ୍ଟରେ ବିଭିନ୍ନ ଜିଲ୍ଲାର ୧୬ ଟି ଦଳ ଅଂଶଗ୍ରହଣ କରିବାକୁ ଥିବା ବେଳେ ପର୍ଯ୍ୟାୟ କ୍ରମେ ଚାରି ଗୋଟି ଦଳ ମଧ୍ୟ ଖେଳ ଅନୁଷ୍ଠିତ ହୋଇ ଥିଲା ।

ଆଜିର ଉଦଘାଟନୀ ମ୍ୟାଚରେ ପ୍ରଥମେ ଘୋର ଡିଆ ଗ୍ରାମର କ୍ରିକେଟ କ୍ଳବ ଓ ନରେନ୍ଦ୍ର ପୁର କ୍ରିକେଟ କ୍ଳବ୍ ମଧ୍ୟରେ ମୁକାବିଲା ହୋଇଥିଲା । ନରେନ୍ଦ୍ର ପୁର ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତି ନେଇ 12 ଓଭରରେ 6 ଉଇକେଟ ହରାଇ 90 ରନ କରିଥିଲା । ଏହାର ଜବାବରେ ଘୋର ଡିଆ ଦଳ 9 ଓଭର ରେ 5 ଉଇକେଟ ବିନିମୟରେ 91 ରନ କରି ବିଜୟୀ ହୋଇଥିଲା । ସେହି କ୍ରମ 2 ୟ ମ୍ୟାଚରେ ସାଲୁଣି ଓ ବାଙ୍କୋଇ କ୍ରିକେଟ ଦଳ ମଧ୍ୟ୍ୟ ରେ ଖେଳ ଅନୁଷ୍ଠିତ ହୋଇଥିଲା ।

ପ୍ରଥମେ ଟଚ ଜିତି ବାଙ୍କୋଇ କ୍ରିକେଟ ଦଳ 12 ଓଭର ସମସ୍ତେ ଉଇକେଟ ହରାଇ 78 ରନ ସଂଗ୍ରହ କରିଥିଲା । ଏହାର ଜବାବ ରେ ସାଲୁଣି କ୍ରିକେଟ ଦଳ 10 ଓଭର 6 ଉଇକେଟ ହାରଇ 81 ରନ ସଂଗ୍ରହ କରି ବିଜୟୀ ହୋଇ କ୍ଵାଟର ଫାଇନାଲକୁ ଉନତି ହୋଇଥିଲା । ଏହି ମ୍ୟାଚଟିକୁ ଆମ୍ପେୟର ଭାବେ ଭାବଗ୍ରାହୀ ମଙ୍ଗରାଜ ଓ ନାରାୟଣ ରଣସିଂହ ପରିଚାଳନା କରିଥିଲେ।ଉଦ୍ଘାଟନୀ ସମାରୋହରେ ମୁଖ୍ୟଅତିଥି ଭାବେ ଯୁବ ସମାଜ ସେବୀ ମନୋଜ କୁମାର ପ୍ରଧାନ ,

ମୁଖ୍ୟବକ୍ତା ଭାବେ ସାମାଜିକ କର୍ମୀ ହେମନ୍ତ ଦେଓ ଓ ସମ୍ମାନୀତ ଅତିଥି ଭାବେ ଖଙ୍ଗୁରିଆ ପଞ୍ଚାୟତ ବିଜେଡ଼ି ସଭାପତି ଚିତରଂଜନ ମିଶ୍ର, ଖବରଦାତା ନିରଞ୍ଜନ ନାୟକ, ହର ପ୍ରସାଦ ନାଥ ପ୍ରମୁଖ ଯୋଗ ଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହ କପ ଉନ୍ମୋଚନ କରିଥିଲେ । ଆୟୋଜକ କ୍ଲବର ସଦସ୍ୟ ବିକୁ, ରଘୁ, ଚଗଲା,ନଣ୍ଡା, ଚିନୁ, ପିଣ୍ଟୁଆ, ବୁଦୁଲା, ବାବାଲି ପ୍ରମୁଖ ସହଯୋଗ କରିଥିଲେ।ପରିଶେଷରେ ପ୍ରମୁଖ ଆୟୋଜକ ବବୁଲ କୁମାର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version