ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର 31.12.2019 :- ରାଜ୍ୟସ୍ତରୀୟ ବୀରତା ଦିବସ ପାଳନ ଅବସରରେ ସ୍ବାଧୀନତା ସଂଗ୍ରାମୀ ମାଧୋ ସିଂଙ୍କ ଅବଦାନ ଅତୁଳନୀୟ ଥିଲା ବୋଲି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ମତବ୍ୟକ୍ତ କରିଛନ୍ତି।
ଦେଶ ପାଇଁ ଶହୀଦ ହୋଇଥିବା ଘେଁଷ ଜମିଦାର ପରିବାରର ତ୍ଯାଗ ଆଗାମୀ ପିଢି ପାଇଁ ପ୍ରେରଣାର ଉତ୍ସ ହେଉ ବୋଲି କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଥିଲା।