• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନାକୁ ନାହିଁ ଡ଼ର ମାସ୍କ ପିନ୍ଧୁ ନାହାନ୍ତି, ସାମାଜିକ ଦୂରତ୍ୱ ମାନୁ ନାହାନ୍ତି ଅମାନିଆ

Proprietor Abhimanyu Maharana by Proprietor Abhimanyu Maharana
September 20, 2020
in Uncategorized
0
କରୋନାକୁ ନାହିଁ ଡ଼ର ମାସ୍କ ପିନ୍ଧୁ ନାହାନ୍ତି,  ସାମାଜିକ ଦୂରତ୍ୱ ମାନୁ ନାହାନ୍ତି ଅମାନିଆ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ସେପ୍ଟେମ୍ବର ରବିବାର)  ହିଞ୍ଜିଳିକାଟୁ :- ବର୍ତମାନ ହିଞ୍ଜିଳିକାଟୁ ସହରର ସ୍ଥିତିକୁ ଦେଖିଲେ ଲୋକଙ୍କ ମନରେ କରୋନାକୁ ନେଇ ଭୟ ଥିବା ଭଳି ମନେହେଉନି । ରାସ୍ତାଘାଟ, ବଜାର ହେଉ କି ଘର ଅଧିକାଂଶ ଲୋକ ମାସ୍କ ପିନ୍ଧୁନଥିବା ଦେଖିବାକୁ ମିଳୁଛି । ଶତକଡ଼ା ୯୦ ଭାଗ ଲୋକ ସାମାଜିକ ଦୂରତ୍ୱ ରକ୍ଷାକୁ ଭୁଲିଗଲେଣି । ସ୍ଥାନୀୟ ପୌର ଓ ପୁଲିସ ପ୍ରଶାସନ ପକ୍ଷରୁ ବାରମ୍ବାର ସଚେତନ କରାଯିବା ସହ ଚଢାଉ କରାଯାଉଥିଲେ ମଧ୍ୟ ସହରବାସୀ ସତେଯେପରି ଏହାକୁ ଭୁଲିଗଲେଣି । ପୂର୍ବାପେକ୍ଷା ସ୍ଥାନୀୟ ଅଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଯଥେଷ୍ଟ ପରିମାଣରେ ହ୍ରାସ ପାଇଛି, କିନ୍ତୁ ଆହୁରି କିଛି ଦିନ ପାଇଁ ମାସ୍କ ବ୍ୟବହାର ଓ ସାମାଜିକ ଦୂରତ୍ୱ ରକ୍ଷା ପାଳନ କରିବାକୁ ପଡ଼ିବ ବୋଲି ପ୍ରଶାସନ ପକ୍ଷରୁ ପ୍ରତ୍ୟହ ଡ଼ାକବାଜି ଯନ୍ତ୍ର ସହାୟତାରେ ସହରବାସୀଙ୍କୁ ସଚେତନ କରାଯାଉଛି । ପରିତାପର ବିଷୟ ପ୍ରଶାସନର ଏଭଳି ସଚେତନକୁ ୟେହଜ୍ଞାନ କରିବାକୁ ପଛାଉନାହାନ୍ତି ସହରବାସୀ । ହିଞ୍ଜିଳିକାଟୁ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳରେ ସରକାରୀ ନିୟମକୁ ଅଧିକାଂଶ ଲୋକେ ମାନୁନଥିବା ଦେଖିବାକୁ ମିଳୁଛି । ସ୍ଥାନୀୟ ପୌରାଂଚଳର ପରିବା ବଜାର, ଲକ୍ଷ୍ମୀ ବଜାରରେ ଗହଳି ଚହଳି ଲାଗି ରହିଥାଏ ।

ସ୍ଥାନୀୟ ଅଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବହୁତ କମିବା ପରେ କଟକଣାକୁ କୋହଳ କରାଯାଇଛି । ପ୍ରତ୍ୟୟ ସକାଳୁ ରାତି ପ୍ରାୟ ୧୦ଟା ପର୍ଯ୍ୟନ୍ତ ସ୍ଥାନୀୟ ଅଂଚଳର ସମସ୍ତ ଦୋକାନ ବଜାର ଖୋଲା ରହୁଛି । ସହରର ବିଭିନ୍ନ ଛକ ସ୍ଥାନ ଗୁଡ଼ିକରେ ଚାହା ଓ ପାନ ଦୋକାନ ଗୁଡ଼ିକରେ ଯୁବ ଗୋଷ୍ଠୀଙ୍କ ବହୁ ସମୟ ଧରି ଆଡ୍ଡା ଜମାଉଥିବାର ନଜିର ରହିଛି । ପୌରାଂଚଳ ଆମିଷ ବଜାରରେ ବିଶେଷ କରି ସପ୍ତାହର ସୋମବାର ଓ ଶନିବାରକୁ ବାଦ ଦେଲେ ଅନ୍ୟ ସମସ୍ତ ଦିନ ଗୁଡ଼ିକରେ ଶହ ଶହ ଗ୍ରାହକଙ୍କ ଭିଡ଼ ଦେଖିବାକୁ ମିଳୁଛି । ଅନୁରୂପ ଭାବେ ଗ୍ରାମାଂଚଳ ଗୁଡ଼ିକର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ଗୁଡ଼ିକରେ ବ୍ୟବସାୟୀ ଓ ଗ୍ରାହକଙ୍କ ମନରେ କରୋନାକୁ ନେଇ ସେତେଟା ଭୟ ନଥିବା ଜଣାପଡ଼ୁଛି ।ରାସ୍ତା କଡ଼ରେ ଥିବା ଅସ୍ଥାୟୀ ଉଠା ଦୋକାନୀଙ୍କ ମୁହଁରେ ମାସ୍କ ରହୁନଥିବା ବେଳେ ଛୋଟ ଛୋଟ ଦୋକାନ ଗୁଡ଼ିକରେ ୫ରୁ ଅଧିକ ଲୋକ କିଣାବିକା କରୁଥିବାର ଦେଖିବାକୁ ମିଳୁଛି । କିଛି ଦେକାନୀ ଓ ଗ୍ରାହକଙ୍କ ମୁହଁରେ ମାସ୍କ ଥିଲେ ମଧ୍ୟ ତାହା ପାଟି ନାକ ପରିବର୍ତେ ଥୋଡ଼ିରେ ଝୁଲୁ ଥିବାର ଦେଖିବାକୁ ମିଳୁଛି ।

ସ୍ଥାନୀୟ ପୌରାଂଚଳ ସମେତ ବ୍ଳକର ସମସ୍ତ ଗ୍ରାମାଂଚଳର ବ୍ୟବସାୟିକ ପ୍ରତିଷ୍ଠାନ ସମ୍ମୁଖରେ ନେଦା ମାସ୍କ- ନୋ ଗୁଡ୍ସ୍ ବୋର୍ଡ଼ ଝୁଲୁଥିବାର ଦେଖିବାକୁ ମିଳୁଥିବା ବେଳେ ବାସ୍ତବ କ୍ଷେତ୍ରରେ କାର୍ଯ୍ୟକାରୀ ହେଉନଥିବା ଜଣାପଡ଼ିଛି । ସେହିପରି ବିଭିନ୍ନ ବ୍ୟାଙ୍କ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ମଧ୍ୟ ସାମାଜିକ ଦୂରତ୍ୱ ରକ୍ଷାକୁ ଗୁରୁତ୍ୱ ଦିଆଯାଉନଥିବା ଜଣାପଡ଼ିଛି । ସାର ପାଇଁ ସମବାୟ ସମିତି ସମ୍ମୁଖରେ ଶହ ଶହ ଚାଷୀଙ୍କ ଲମ୍ବା ଲାଇନ ରହୁଥିବା ବେଳେ କୌଣସି ଚାଷୀଙ୍କ ମୁହଁରେ ମାସ୍କ ନଥିବା ବେଳେ ସାମାଜିକ ଦୂରତ୍ୱ ରକ୍ଷା ସମ୍ପୁର୍ଣ୍ଣ ଭାବରେ ରହୁନଥିବା ଦେଖିବାକୁ ମିଳୁଛି । ଲୋକଙ୍କ ମନରେ ଯଦି କରୋନାକୁ ନେଇ ଭୟ ରହିଥାନ୍ତା ଓ ସେମାନେ ସାମାଜିକ ଦୂରତ୍ୱ ରକ୍ଷାର ମହତ୍ୱ ବୁଝିଥାନ୍ତେ ତାହା ହେଲେ ଶହ ଶହ ସଂଖ୍ୟାରେ ଏଭଳି ଗୋଟିଏ ସ୍ଥାନରେ ଜମା ହୋଇନଥାନ୍ତେ । ପ୍ରଶାସନ ପକ୍ଷରୁ ପୂର୍ବଭଳି ମାସ୍କ ନିୟମ ଉଲଂଘନକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନଥିବାରୁ ଲୋକେ ବିନା ଦ୍ୱିଧାରେ ମାସ୍କ ବିନା ବାହାରେ ବୁଲୁଥିବାର ଦେଖିବାକୁ ମିଳୁଛି । ଏ ଦିଗରେ ଉଭୟ ପୁଲିସ ଓ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଅଂଚଳର ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି । ନଚେତ ପୁଣିଥରେ କରୋନା ଲେଉଟିବା ସମ୍ଭାବନାକୁ ଏଡ଼ାଇ ଦେଇ ହେବନାହିଁ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି । (ରିପୋର୍ଟ- ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version