• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅନୁଗୁଳ

ନୟାଗଡ଼ରେ ମେଡିକାଲ କଲେଜ ସ୍ଥାପନ ଦାବି, କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିଶାଳ ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
January 4, 2026
in ଅନୁଗୁଳ, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ରେ ମେଡିକାଲ କଲେଜ ସ୍ଥାପନ ଦାବି, କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିଶାଳ ଶୋଭାଯାତ୍ରା
Share on FacebookShare on TwitterWhatsapp

ତୁରନ୍ତ ଘୋଷଣା କରନ୍ତୁ, ନହେଲେ ଜିଲ୍ଲାବନ୍ଦ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ 

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ନାରାବାଜି କରାଯିବା ସହ ସରକାର ତୁରନ୍ତ ଘୋଷଣା ନକଲେ ଆଗାମୀ ଦିନରେ ଜିଲ୍ଲା ବନ୍ଦ ଡାକରା ଦିଆଯିବ ବୋଲି କର୍ମକର୍ତ୍ତମାନେ କହିଛନ୍ତି ।

ନୂଆଗାଁ, ଦଶପଲ୍ଲା, ଗଣିଆ, ଖଣ୍ଡପଡ଼ା, ଭାପୁର, ଓଡ଼ଗାଁ ବ୍ଲକ ସମେତ ବାହାଡ଼ଝୋଲା ଓ ରଣପୁର ବ୍ଲକ ଶରଣକୁଳ ଅଞ୍ଚଳରୁ ଲୋକମାନେ ସାମିଲ ହୋଇଥିଲେ ।

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ନୟାଗଡ଼ ଜିଲ୍ଲା ସଦରମହକୁମାରେ ମେଡିକାଲ କଲେଜ ସ୍ଥାପନ ପାଇଁ ଆଜି ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲା ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ଆବାହକ ଗୋଦାବରିଶ୍ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ବିଶାଳ ଶୋଭାଯାତ୍ରାରେ ଦଳ ମତ ନିର୍ବିଶେଷରେ ଶହ ଶହ ଲୋକ ଯୋଗ ଦେଇଥିଲେ । ନୟାଗଡ଼ ଜିଲ୍ଲାର ସମସ୍ତ ବ୍ଲକରୁ କ୍ରିୟାନୁଷ୍ଠାନ କମିଟି ପ୍ରତିନିଧିମାନେ ଯୋଗ ଦେଇ ଆନ୍ଦୋଳନକୁ ସମର୍ଥନ ଦେଇଥିଲେ ।

ନୂଆଗାଁ, ଦଶପଲ୍ଲା, ଗଣିଆ, ଖଣ୍ଡପଡ଼ା, ଭାପୁର, ଓଡ଼ଗାଁ ବ୍ଲକ ସମେତ ବାହାଡ଼ଝୋଲା ଓ ରଣପୁର ବ୍ଲକ ଶରଣକୁଳ ଅଞ୍ଚଳରୁ ଲୋକମାନେ ସାମିଲ ହୋଇଥିଲେ । ରାଜ୍ୟ ସରକାର ଘୋଷଣା ମୁତାବକ ତୁରନ୍ତ ନୟାଗଡ଼ ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ସ୍ଥାପନ ପାଇଁ ପଦକ୍ଷେପ ନେବା ସହ ଘୋଷଣା କରିବାକୁ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦାବି କରାଯାଇଛି । ଏହି ଅବସରରେ ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରୁ ଏକ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚିଛି ।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ନାରାବାଜି କରାଯିବା ସହ ସରକାର ତୁରନ୍ତ ଘୋଷଣା ନକଲେ ଆଗାମୀ ଦିନରେ ଜିଲ୍ଲା ବନ୍ଦ ଡାକରା ଦିଆଯିବ ବୋଲି କର୍ମକର୍ତ୍ତମାନେ କହିଛନ୍ତି । ନୟାଗଡ଼ ଜିଲ୍ଲାର ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ଅବସ୍ଥା ଏବଂ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡ଼ିକ ରୋଗୀ ପ୍ରେରଣ କେନ୍ଦ୍ର ଭାବେ କାର୍ଯ୍ୟ କରିବା ଜନସାଧାରଣଙ୍କୁ ଅତିଷ୍ଠ କରି ସାରିଛି । ଜିଲ୍ଲାରେ ରହିଥିବା ଅନେକ ଡାକ୍ତରଖାନାରେ ଆବଶ୍ୟକ ଡାକ୍ତର ଓ କର୍ମଚାରୀ ଅଭାବ ବଡ଼ ସମସ୍ୟା ଭାବେ ଉଭା ହୋଇଛି ।

ଦଶପଲ୍ଲା ବ୍ଲକ ବାଣିଗୋଚ୍ଛା, ଗଣିଆ ବ୍ଲକ ବଡ଼ଶିଲିଙ୍ଗାଠାରୁ ଓଡ଼ଗାଁ ବ୍ଲକ ରୋହିବାଙ୍କ ପର୍ଯ୍ୟନ୍ତ ଲୋକ ସ୍ୱାସ୍ଥ୍ୟ ସମସ୍ୟା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭର କରୁଛନ୍ତି । ଏହା ସହିତ ବୈାଦ୍ଧ ଜିଲ୍ଲା, ଗଞ୍ଜାମ ଜିଲ୍ଲାର ଜଗନ୍ନାଥ ପ୍ରସାଦ, ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼, କଟକ ଜିଲ୍ଲା ନରସିଂହପୁର ଓ ବଡ଼ମ୍ବା ବାସୀ ମଧ୍ୟ ନୟାଗଡ଼ ଉପରେ ନିର୍ଭର କରୁଛନ୍ତି । ଆଖପାଖ ଜିଲ୍ଲାର ସ୍ୱାସ୍ଥ୍ୟ ସମସ୍ୟା ଓ ନୟାଗଡ଼ ଜିଲ୍ଲାର ହିତ ଦୃଷ୍ଟିରୁ ସରକାର ତୁରନ୍ତ ମେଡିକାଲ କଲେଜ ସ୍ଥାପନ ପାଇଁ ଘୋଷଣା କରିବା ଆବଶ୍ୟକ ବୋଲି ମତ ପ୍ରକାଶ ପାଇଛି ।

କ୍ରିୟାନୁଷ୍ଠାନ କମିଟି ସଦସ୍ୟ ଶ୍ରୀକାନ୍ତ ଖଟେଇ, ସନ୍ତୋଷ କୁମାର ପ୍ରଧାନ, ରାମକୃଷ୍ଣ ରଥ, ଗୁରପ୍ରସାଦ ଜେନା, ଜାନକୀ ବଲ୍ଲଭ ଜେନା ପ୍ରମୂଖ ସରକାରଙ୍କୁ ଶାଣିତ ସ୍ୱରରେ ନିନ୍ଦା କରିବା ସହ ମେଡିକାଲ କଲେଜ ସ୍ଥାପନ ପାଇଁ ନାରବାଜି କରିଥିଲେ । ଆଜିର ଶୋଭାଯାତ୍ରାରେ ବିଭିନ୍ନ ବ୍ଲକରୁ ଆସିଥିବା ପ୍ରତିନିଧିଙ୍କ ସହ ରୋଟାରୀ କ୍ଲବ, ସିଭିଲ୍ ସୋସାଇଟ, ବରିଷ୍ଠ ନାଗରିକ ମଞ୍ଚ, ବସ ମାଲିକ ସଂଘ, ଡ୍ରାଇଭର ସଂଘ, ଟ୍ୟାକ୍ସି ଚାଳକ ସଂଘ, ବାରିକ ସଂଘ, ବ୍ୟବସାୟୀ ସଂଘ, ଭାରତ ବିକାଶ ପରିଷଦ, ଇନର ହ୍ୱିଲ୍ କ୍ଲବ, ସାମ୍ବାଦିକ ଭବନ ସଦସ୍ୟମାନେ ସାମିଲ ହୋଇଥିଲେ ।

ଯୁବନେତା ଦୁର୍ଯ୍ୟୋଧନ ବେହେରାଙ୍କ ନେତୃତ୍ୱରେ ଅନେକ ଯୁବକ ସାମିଲ ହୋଇଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପଦର୍ଶନ କରାଯାଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାଶ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଗ୍ରହଣ କରିଥିଲେ । ଏହା ପରେ ନୀଳମାଧବ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ସଭାରେ ଆଗାମୀ କାର୍ଯ୍ୟପନ୍ଥା ସ୍ଥିର କରାଯିବା ସହ ସ୍ୱରକୁ ଶାଣିତ କରିବା ପାଇଁ ବିଭିନ୍ନ ବ୍ଲକରୁ ଆସିଥିବା ପ୍ରତିନିଧିମାନେ ମତ ରଖିଥିଲେ ।

କାର୍ଯ୍ୟକ୍ରମକୁ ବୈଦ୍ୟଭୂଷଣ ମହାପାତ୍ର, ଅନୀଲ କୁମାର ପଣ୍ଡା, ଧିରେନ୍ଦ୍ର ପଟ୍ଟନାୟକ, ଅବିନାଶ ସାହୁ, ପ୍ରସନ୍ନ ବସନ୍ତିଆ ପ୍ରମୂଖ ପରିଚାଳନା କରିଥିଲେ । ଶୋଭାଯାତ୍ରାରେ ୪ ଶହରୁ ଉର୍ଦ୍ଧ୍ୱ ଲୋକ ସାମିଲ ହୋଇ ନୟାଗଡ଼ ସ୍ୱାର୍ଥ ପାଇଁ ଆଗାମୀ ଦିନରେ ଜୋରଦାର ଲଢ଼େଇ ହେବ ବୋଲି ମତ ରଖିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version