ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ଧରଣର ସଫଳତା. ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଓ ଗୁରାଣ୍ଡି ଥାନା ଅଞ୍ଚଳରେ ସିରିୟଲ ଚୋରି କରୁଥିବା ୨ ଜଣ ଚୋରକୁ ପୋଲିସ ଜବତ କରିଛି. ଏମାନଙ୍କ ଠାରୁ ସୁନା ଅଳଙ୍କାର, ନଗଦ ଟଙ୍କା ଆଦି ଜବତ କରାଯାଇଥିବା ସୂଚନା ମିଳିଛି l ପାରଳାଖେମୁଣ୍ଡି ଥାନା ପରିସରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗଜପତି ଜିଲ୍ଲା ଏସପି ଯତୀନ୍ଦ୍ର କୁମାର ପଣ୍ଡା ସୂଚନା ପ୍ରଦାନ କରିଛନ୍ତିଯେ,















