• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିଏମ ଶ୍ରୀ ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ର ୧୧୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 13, 2026
in ଓଡ଼ିଶା, ପୁରୀ, ହୋମ୍
0
ପିଏମ ଶ୍ରୀ ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ର ୧୧୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
Share on FacebookShare on TwitterWhatsapp

ସାକ୍ଷୀଗୋପାଳ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ରାଜକିଶୋର ସେନାପତି – ପିଏମ ଶ୍ରୀ ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟର ୧୧୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସତ୍ୟବାଦୀ ବିଧାୟକ ଓମ ପ୍ରକଶ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟ ପରିସରରେ ଥିବା ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରିବା ସହିତ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମକୁ ଆନୁଷ୍ଠୀନିକଭାବେ ଉଦଘାଟନ କରିଥିଲେ ।

ବିଧାୟକ ଶ୍ରୀ ମିଶ୍ର ତାଙ୍କ ଭାଷଣରେ କହିଥିଲେ ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟର ରୂପରେଖ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧେଷକ୍ରମେ ସତ୍ୟବାଦୀ ଇତିହାସରେ ଏକ ଅଧ୍ୟାୟ ସୃଷ୍ଟି କରିବ ବୋଲି କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅତିଥଭାବେ ସାମ୍ବାଦିକ, ତଥା ସାମଜସେବୀ ଧିରେନ୍ଦ୍ରନାଥ ଦାସ, ପ୍ରଫେସର ଶତୁଘ୍ନ ପ୍ରାଣିଗ୍ରାହୀ,କୁଳପତି,ଓଡିଆ ବିଶ୍ୱବିଦ୍ୟାଳୟ, ସତ୍ୟବାଦୀ ବିଡିଓ ଦେବାଶିଷ ନାୟକ, ମଣ୍ଡଳ ଶିକ୍ଷା ଅଧିକାରୀ, କୈଳାସ ଚନ୍ଦ୍ର ପାଢ଼ୀ,

ବିଦ୍ୟାଳୟ ସତ୍ୟବାଦୀ ଥାନ ଆଉ ଆଉ ସି ସୌମ୍ୟରଞ୍ଜନ ମହାଳିକ,ଆଳୁମିନିର ସଭାପତି କିଶୋର ଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଚକ୍ରଧର ମହାରଣା,ସରକାରୀ ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷକ ନିରଞ୍ଜନ କର ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ଅତିଥି ମାନଙ୍କ ଦାରା ରନ୍ନଚିରା ପୁସ୍ତକ ଉନ୍ମୋଚିତ ହୋଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷୟତ୍ରୀ ଗିତାରାଣି ବେହେରା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଶିକ୍ଷୟତ୍ରୀ ବୈଜୟନ୍ତୀ ମିଶ୍ର ବିଦ୍ୟାଳୟର ବାର୍ଷିକ ବିବରଣି ପାଠ କରିଥିଲେ ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅମିତାି ସେନାପତି ସଭାପତିତ୍ୱ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ପୁରାତନ ଛାତ୍ରମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ଛାତ୍ର ମାନଙ୍କୁ ଅତିଥି ମାନେ ସମ୍ମାନୀତ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ ମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version